ଜୟଆଲୁକ୍ଳାସ୍‌ର ସର୍ବବୃହତ୍‌ ଜୁଏଲେରି ସେଲ୍‌: ମେକିଂ ଚାର୍ଜ ଉପରେ ପାଇବେ ଫ୍ଲାଟ୍‌ ୫୦% ରିହାତି

ନୂଆଦିଲ୍ଲୀ,୨୮।୧ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ଜୟଆଲୁକ୍ଳାସ୍‌ର ବହୁ ପ୍ରତୀକ୍ଷିତ ତଥା ସର୍ବବୃହତ୍‌ ଜୁଏଲେରି ସେଲ୍‌ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ ପ୍ରତିଷ୍ଠାନ ପକ୍ଷରୁ ସାରା ଭାରତର ଅଳଙ୍କାରପ୍ରେମୀଙ୍କ ପାଇଁ ଏକ ଆକର୍ଷଣୀୟ ରିହାତି ଅଫରର ଶୁଭାରମ୍ଭ ହୋଇଯାଇଛି। ଏପରିକି ବ୍ରାଣ୍ଡ୍‌ର ସମସ୍ତ ଗହଣା ଉପରେ ଫ୍ଲାଟ୍‌ ୫୦%ର ରିହାତି ଦିଆଯାଉଛି। ଏହି ଅଫର ୨୦୨୪ ଫେବୃଆରୀ ୧୮ପର୍ଯ୍ୟନ୍ତ ବୈଧ ରହିଛି। ଏହି ସୀମିତ ସମୟର ଅଫର ଭାରତର ସମସ୍ତ ଜୟଆଲୁକ୍ଳାସ୍‌ ଶୋ’ରୁମରେ ଜାରି ରହିଥିଲାବେଳେ ଗ୍ରାହକ ଅନେକ ଅତିରିକ୍ତ ଲାଭ ମଧ୍ୟ ପାଇପାରିବେ, ଯେଉଁଥିରେ ମାଗଣା ଆଜୀବନ ରକ୍ଷଣାବେକ୍ଷଣ, ୧ବର୍ଷର ମାଗଣା ବୀମା ଏବଂ ପ୍ରତ୍ୟେକ କ୍ରୟ ସହିତ ବାୟ ବ୍ୟାକ୍‌ର ଭରସା (ଆଶ୍ବାସନା) ଆଦି ସାମିଲ ରହିଛି। ଅପରପକ୍ଷରେ ସୁନା,ହୀରା,ମୂଲ୍ୟବାନ୍‌ ପଥର ଓ ରୁପା ଅଳଙ୍କାର ସମେତ ଅନ୍ୟାନ୍ୟ ଗହଣାର ବ୍ୟାପକ ସମ୍ଭାର ଉପରେ ଏହି ସ୍ବତନ୍ତ୍ର ରିହାତି ଦିଆଯାଉଛି। ଏପରିକି ଲକ୍ଷାଧିକ ଡିଜାଇନ ବିକଳ୍ପ ସହିତ ଜୟଆଲୁକ୍ଳାସ୍‌ ଉଭୟ ପାରମ୍ପରିକ ଓ ସମସାମୟିକ ଗ୍ରାହକଙ୍କ ଚାହିଦା ପୂରଣ କରିଥାଏ। ସାରା ବିଶ୍ବରେ ଲକ୍ଷାଧିକ ଲୋକ ପସନ୍ଦ କରୁଥିବା ସ୍ବତନ୍ତ୍ର ସଂଗ୍ରହକୁ ବ୍ରାଣ୍ଡ୍‌ ଉପସ୍ଥାପନ କରିଥାଏ। ଉତ୍କର୍ଷ ପ୍ରତି ବ୍ରାଣ୍ଡ୍‌ର ସଂକଳ୍ପବଦ୍ଧତା ଯୋଗୁ ଏହାର ଶୋ’ରୁମ୍‌ରେ ବିସ୍ତାରିତ ହୋଇଥାଏ।

ଏ ସମ୍ପର୍କରେ ଜୟଆଲୁକ୍ଳାସ୍‌ ଗ୍ରୁପ୍‌ର ଅଧ୍ୟକ୍ଷ ଜୟ ଆଲୁକ୍ଳାସ୍‌ କହିଛନ୍ତି, ଆମେ ଏକ ଅତୁଳନୀୟ ଗହଣା କ୍ରୟ ଅନୁଭୂତି ପ୍ରଦାନ କରିବା ଲାଗି ସଂକଳ୍ପବଦ୍ଧ ରହିଥିଲାବେଳେ ଆମର ପୃଷ୍ଠପୋଷକମାନେ ନିଜର ପ୍ରତ୍ୟେକ ଆବଶ୍ୟକତାକୁ ପୂରଣ କରିବା ଲାଗି ଗହଣାର ଚମତ୍କାର ଓ ବ୍ୟାପକ ବିକଳ୍ପ ମଧ୍ୟରୁ ବାଛିବାର ସୁଯୋଗ ପାଇପାରିବେ। ଜୟଆଲୁକ୍ଳାସ୍‌ର ଏହି ବିଶେଷ ପର୍ବ ଆମର ଶୋ’ରୁମ୍‌ଗୁଡିକରେ ଉପଲବ୍ଧ ରହିଛି। ଆମର ସମସ୍ତ ଗହଣା ସଂଗ୍ରହର ଗଢ଼ା ମଜୁରି ଉପରେ ୫୦% ରିହାତି ପ୍ରଦାନ କରିଥାଏ। ଗ୍ରାହକ ଏହି ଆକର୍ଷଣୀୟ ରିହାତିର ଲାଭ ଉଠାଇବା ଏବଂ ଜୟଆଲୁକ୍ଳାସ୍‌ ବିଶେଷତ୍ୱକୁ ଅନୁଭବକରିବା ଲାଗି ଜୟଆଲୁକ୍କାସ୍‌ର ନିକଟତମ ଆଧୁନିକ ଶୋ’ରୁୁମ୍‌ ଦର୍ଶନରେ ଆସିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri