ଶପଥ ନେବାକୁ ଆସିଥିବା ଜୟନାରାୟଣ ଦେଲେ ବଡ଼ ବୟାନ

ଭୁବନେଶ୍ୱର,୧୮।୬: ୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ବିଧାୟକମାନେ ଆଜି ଶପଥ ଗ୍ରହଣ କରିଛନ୍ତି। ଏହି ସମୟରେ ବିଧାୟକ ଭାବେ ଶପଥ ନେବାକୁ ଆସିଥିବା ଜୟନାରାୟଣ ବଡ଼ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ମନ୍ତ୍ରୀ ନ ହେବାର କିଛି ଅବସୋସ ନାହିଁ । ମନ୍ତ୍ରିମଣ୍ଡଳ ଶପଥ ସମାରୋହକୁ କାହିଁକି ଆସିଲେନି ପ୍ରଶ୍ନରେ ସେ ଏଭଳି ପ୍ରତିକ୍ରିୟା ଦେଇଛନ୍ତି।

ଜୟନାରାୟଣ ମୋର ତ ଶପଥ ନେବାର ନ ଥିଲା, କାହିଁକି ଯାଇଥାନ୍ତି । ନବ ଦାସ, ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାର ସିବିଆଇ ତଦନ୍ତ କରାଯାଉ। ସିବିଆଇ ତଦନ୍ତ ଦାବିରେ ମୁଁ ଅଟଳ ରହିବି ବୋଲି ଜୟନାରାୟଣ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କୁମ୍ଭ ରାଶିରେ ବୁଧଙ୍କ ଉଦୟ, ଚମକିବ ୩ ରାଶିର ଭାଗ୍ୟ

ଫେବୃଆରୀ ୯ ତାରିଖରେ ବୁଧ କୁମ୍ଭ ରାଶିରେ ଉଦିତ ହୋଇଛନ୍ତି। ବୁଧଙ୍କ ଏହି ଉଦିତ ଫେବୃଆରୀ ମାସରେ କିଛି ରାଶି ପାଇଁ ଅତ୍ୟନ୍ତ ଶୁଭ ଫଳ ଆଣିପାରେ।…

ଅଷ୍ଟ୍ରେଲିଆରେ ଇସ୍ରାଏଲ ରାଷ୍ଟ୍ରପତିଙ୍କୁ ବିରୋଧ, ହେଲେ କାହିଁକି ହେଲା ପ୍ରଦର୍ଶନ? ଜାଣନ୍ତୁ…

ସିଡନୀ,୧୦।୨: ଇସ୍ରାଏଲର ରାଷ୍ଟ୍ରପତି ଆଇଜାକ ହର୍ଜୋଗ ଅଷ୍ଟ୍ରେଲିଆ ଗସ୍ତରେ ଆସୁଛନ୍ତି। ସେ ସୋମବାର ଚାରି ଦିନିଆ ଗସ୍ତ ପାଇଁ ସିଡନୀରେ ପହଞ୍ଚିଥିଲେ। ଗତ ଡିସେମ୍ବରରେ ବଣ୍ଡି ବିଚ…

ICCର ବଡ଼ ଘୋଷଣା: ଏହି ଦଳରେ ସାମିଲ ହେଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୧୦।୨: ଆଇସିସି ପୁରୁଷ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ଐତିହାସିକ ବିଜୟର ନାୟକ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଆଉ ଏକ ଗୁରୁତ୍ୱପୂର୍ଣ୍ଣ…

ଏଇ ଭାରତରେ

ନିଷ୍ଠା ଓ ପ୍ରତିବଦ୍ଧତା ସଫଳତା ଆଣେ, ଯାହା ପ୍ରମାଣ କରିପାରିଛନ୍ତି ଉତ୍ତରାଖଣ୍ଡର ସୁଶାନ୍ତ ୟୁନିଆଲ ଏବଂ ତାଙ୍କ ଭାଇ। ଦୁଇ ଭାଇ ସବୁଠୁ ବଡ଼ ଛତୁ ଛତ୍ପାଦନ…

ମା’ବାପାଙ୍କ ଗାଳିକୁ ସହିପାରିଲେନି, ଏକାଥରେ ବିଷ ପିଇ ୪ ନାବାଳିକାଙ୍କ ଆତ୍ମହତ୍ୟା

ଔରଙ୍ଗାବାଦ,୧୦।୨: ପୁଅମାନଙ୍କ ସହ ମିଳାମିଶା କରୁଥିବାରୁ ଝିଅଙ୍କୁ ସେମାନଙ୍କ ମା’ବାପା ଗାଳିଦେଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ୫ ନାବାଳିକା ଏକାଠି ବିଷ ପିଇଦେଲେ । ସେମାନଙ୍କ ମଧ୍ୟରୁ…

ଡିଜିଟାଲ ଗଣମାଧ୍ୟମ ଓ ଶିଶୁ

ନିକଟରେ ବିଶ୍ୱର ପ୍ରଥମ ଦେଶ ରୂପେ ଅଷ୍ଟ୍ରେଲିଆ ଆଇନ କରିଛି ୧୬ ବର୍ଷରୁ କମ୍‌ ବୟସ୍କ ପିଲାଙ୍କ ପାଇଁ ୧୦ ବଡ଼ ବଡ଼ ଡିଜିଟାଲ ଗଣମାଧ୍ୟମକୁ ନିଷିଦ୍ଧ…

ଗମ୍ଭୀର ସ୍ଥିତିରେ ବାୟୁ ପ୍ରଦୂଷଣ

ସମ୍ପ୍ରତି ବାୟୁ ପ୍ରଦୂଷଣ ଏକ ଜଟିଳ, ବୈଶ୍ୱିକ ଜରୁରିକାଳୀନ ପରିସ୍ଥିତି ପାଲଟିଛି। ଭାରତ ପରିପ୍ରେକ୍ଷୀରେ ଏହା ସ୍ବାସ୍ଥ୍ୟ ନିମନ୍ତେ ପରିବେଶୀୟ ବିପଦ ଭାବରେ ଉଭା ହୋଇଛି। ନିକଟରେ…

ଇଣ୍ଡିଆନ ଆଇଡଲ୍‌ -୧୬ ଫାଇନାଲରେ ଜ୍ୟୋତିର୍ମୟୀ: ମଙ୍ଗଳକାମନା କରି ଅଖଣ୍ଡ ଦୀପଦାନ

ନୀଳଗିରି, ୧୦।୨(ପ୍ରଶାନ୍ତ ବିଶ୍ୱାଳ):ସୋନି ଟିଭି ରିଆଲଟି ଶୋ ‘ଇଣ୍ଡିଆନ ଆଇଡଲ୍‌ -୧୬’ର ଫାଇନାଲ ରାଉଣ୍ଡରେ ପହଞ୍ଚତ୍ଛନ୍ତି ନୀଳଗିରି ମାଟିର ସୁନାଝିଅ ଜ୍ୟୋତିର୍ମୟୀ ନାୟକ। ବାଲେଶ୍ୱର ଜିଲା ନୀଳଗିରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri