ବିଜେଡି ନେତାଙ୍କ ସସପେଣ୍ଡ ଉପରେ ଚାଞ୍ଚଲ୍ୟକର ବୟାନ ଦେଲେ ଜୟନାରାୟଣ: କହିଲେ ମୋତେ ଦୁଃଖ ଲାଗୁଛି…

ଭୁବନେଶ୍ୱର, ୧୭।୧: ବିଜେଡି ନେତାଙ୍କ ସସପେଣ୍ଡ ନେଇ ଜୟନାରାୟଣ ମିଶ୍ର ବିସ୍ଫୋରକ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ବିଜେଡିର ବହୁତ ଜଣଙ୍କ ମନରେ କ୍ଷୋଭ ଥିଲା। ଭାଜପା ଭାଙ୍ଗିବା ପାଇଁ ଚାହୁଁନି, ଯାହା ଚାଲିଛି ମୋତେ ଦୁଃଖ ଲାଗୁଛି। ବିଜେଡି ଆପଣା ଛାଏଁ ଭାଙ୍ଗୁଛି। ଭାଜପା ଚାହିଁଥିଲେ ବିଜେଡି କେବେଠାରୁ ଭାଙ୍ଗି ସାରନ୍ତାଣି।ବିଜେଡି କାହିଁକି ତାର ଭାଡ଼ିକୁ ଫାଙ୍କା କରୁଛି କାରଣ ସେ ହିଁ ଜାଣିଥିବେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଆଫ୍ରିକା-ନ୍ୟୁଜିଲାଣ୍ଡ ସେମିଫାଇନାଲ ମ୍ୟାଚରେ ବର୍ଷା ହେଲେ କାହାକୁ ମିଳିବ ଫାଇନାଲ ଟିକେଟ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୪।୩: ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ର ପ୍ରଥମ ସେମିଫାଇନାଲ ମାର୍ଚ୍ଚ ୪ ତାରିଖରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ…

ଭାରତ ପାଖେ କେତେ ଦିନ ପାଇଁ ଗଚ୍ଛିତ ଅଛି ଅଶୋଧିତ ତୈଳ, ସରିଗଲେ କ’ଣ ପ୍ରଭାବ ପଡିବ, ଜାଣନ୍ତୁ…

ନୂଆଦିଲ୍ଲୀ,୪।୩: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟ ବଜାର ଅସ୍ଥିରତା ଅନୁଭବ କରୁଛି। ଯୁଦ୍ଧର ପ୍ରଭାବ କେବଳ ଅଶୋଧିତ ତୈଳ ଏବଂ ଶେୟାର…

ମା’ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ, ଏକତ୍ରିତ ହୋଇ ପୂଜାର୍ଚ୍ଚନା କଲେ ଲୋକେ

ଲୋଇସିଂହା,୪।୩( ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଲୁହୁରାପାଲି ମା’ ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ ହୋଇଯାଇଛି। ଗ୍ରାମର ଡୁମାଲ ସମ୍ପ୍ରଦାୟର ଲୋକେ…

ସେମିଫାଇନାଲ ଭାରତୀୟ ଦଳର ପ୍ରାକ୍ଟିସ୍‌ ସମୟରେ ଅଚାନକ କରାଗଲା ପରିବର୍ତ୍ତନ, ହଇଚଇ ସୃଷ୍ଟି

ନୂଆଦିଲ୍ଲୀ,୪।୩: ମୁମ୍ବାଇରେ ହେବାକୁ ଥିବା ୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ ପୂର୍ବରୁ, ଭାରତୀୟ ଦଳର ପ୍ରତ୍ୟେକ ଗତିବିଧି ଉପରେ ନଜର ରଖାଯାଇଛି। ପ୍ଲେଇଂ ଇଲେଭେନରୁ ନେଟ ପ୍ରସ୍ତୁତି…

ସେମିଫାଇନାଲରେ ଭାରତ ପାଇଁ ଘାତକ ହେବେ ଏହି ୫ ଇଂଲଣ୍ଡ ଖେଳାଳି! ଭାରତଠୁ ଛଡାଇନେଇପାରନ୍ତି ଫାଇନାଲ ଟିକେଟ୍‌

ନୂଆଦିଲ୍ଲୀ,୪।୩: ବିଶ୍ୱର କୌଣସି ଦଳ ଲଗାତାର ଦୁଇଥର ଟି-୨୦ ବିଶ୍ୱକପ ଜିତି ନାହିଁ। ଭାରତୀୟ କ୍ରିକେଟ ଦଳ ଏହାକୁ ହାସଲ କରିବା ଏବଂ ଇତିହାସ ସୃଷ୍ଟି କରିବାଠାରୁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ, ଯାରା ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୪।୩: ଉପସାଗରୀୟ ଦେଶଗୁଡ଼ିକରେ ଯୁଦ୍ଧ ଭଳି ପରିସ୍ଥିତି ବିଶ୍ୱ ଶକ୍ତି ଯୋଗାଣକୁ ବିପଦରେ ପକାଇଛି। ଏହି ସଙ୍କଟ ସମୟରେ, ଭାରତର ଦୀର୍ଘକାଳୀନ ଏବଂ ବିଶ୍ୱସ୍ତ ବନ୍ଧୁ, ରୁଷିଆ…

ଆଜି ରଙ୍ଗର ପର୍ବ ହୋଲି: ସବୁଆଡେ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର,୪।୩: ଆଜି ରଙ୍ଗର ଉତ୍ସବ ହୋଲି। ସାରା ଦେଶରେ ଉତ୍ସବର ମାହୋଲ। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ…

୪ର୍ଥ ଆସନ ପ୍ରଶ୍ନବାଚୀରେ…

ଭୁବନେଶର,୩।୩( ସୁନିତ ମିଶ୍ର): ଓଡ଼ିଶାରେ ୪ ରାଜ୍ୟ ସଭା ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବାକୁ ଯାଉଛି। କହିବାକୁ ଗଲେ ୩ଟି ଆସନରେ ଭୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri