ନୂଆ ବିରୋଧୀ ଦଳ ନେତା ହେଲେ ଜୟ ନାରାୟଣ ମିଶ୍ର

ଭୁବନେଶ୍ୱର,୩୦।୭(ବ୍ୟୁରୋ): ବିରୋଧୀ ଦଳ ନେତା ହେଲେ ବରିଷ୍ଠ ଭାଜପା ନେତା ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର । ଶନିବାର ରାଜ୍ୟ ଭାଜପା ପକ୍ଷରୁ ତାଙ୍କୁ ଦଳର ବିଧାୟକ ଦଳ ନେତା ଭାବେ ଘୋଷଣା କରାଯାଇଛି।

କରୋନାରେ ଆକ୍ରାନ୍ତ ହୋଇ ଗୁରୁତର ଅସୁସ୍ଥ ଥିବା ପ୍ରଦୀପ୍ତ କୁମାର ନାଏକ ଏବେ ବି ଚିକିତ୍ସିତ ହେଉଛନ୍ତି। ଏଥିପାଇଁ ସେ ଦୁଇ ବର୍ଷ ଧରି ବିଧାନସଭାକୁ ଆସିପାରୁନାହାନ୍ତି। ଏହାକୁ ନେଇ ନୂଆ ବିରୋଧୀ ଦଳ ନେତା ବାଛିବାକୁ ପୂର୍ବରୁ ବିଧାୟକମାନେ ଦାବି କରିଥିଲେ। ଏହି ଦୌଡ଼ରେ ବିଷ୍ଣୁଚରଣ ସେଠୀ, ମୋହନ ମାଝୀ, ଜୟନାରାୟଣ ମିଶ୍ରଙ୍କ ନାମକୁ ନେଇ ଚର୍ଚ୍ଚା ଜୋର ଧରିଥିଲା। ହେଲେ ବିରୋଧୀ ଦଳ ନେତା ଚୟନ ନେଇ ବିଧାୟକ ଓ ରାଜ୍ୟର ବରିଷ୍ଠ ନେତାଙ୍କ ବୈଠକ ବସିଥିଲା। ଏଥିରେ ସର୍ବ ସମ୍ମତି କ୍ରମେ ଜୟନାରାୟଣଙ୍କ ନାମ ଉପରେ ମୋହର ବାଜିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ସଡ଼କ ଦୁର୍ଘଟଣା: ଗଛକୁ ପିଟିଲା ବସ୍‌, ଆଉ ତା’ପରେ..

ଆନନ୍ଦପୁର,୪/୭(ସୁଶାନ୍ତ କୁମାର ସାହୁ): ଆନ୍ଦପୁରେ ଭୟାବହ ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଥିବା ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ। ଦୁର୍ଘଟଣାରେ ୨ ଜଣ ଗୁରୁତର…

ପରିବେଶ ସୁରକ୍ଷାରେ ଉତ୍ସର୍ଗୀକୃତ ଦମ୍ପତି ସଙ୍ଗୀତା-ସତ୍ୟଜିତ: ୩୦୦ରୁ ଅଧିକ ଘରଚଟିଆ ସଂରକ୍ଷଣ

ଅମରପାଲି,୪ା୭(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ପଞ୍ଚାୟତର ଖଜୁରିଆପାଲି ଗ୍ରାମର ସ୍ବାମୀସ୍ତ୍ରୀ ସତ୍ୟଜିତ ଗଡୁଆ ଓ ସଙ୍ଗୀତା ପାତ୍ର ପରିବେଶ ସୁରକ୍ଷା ଏବଂ ବନ୍ୟପ୍ରାଣୀ…

ଦ୍ୱିଗୁଣ ହେଲା ବୁକର୍‌ ବିଜେତାଙ୍କ ପୁରସ୍କାର ରାଶି

ଲଣ୍ଡନ, ୪ା୭:ବିଶ୍ୱ ସାହିତ୍ୟ ଜଗତର ଅନ୍ୟତମ ପ୍ରତିଷ୍ଠିତ ପୁରସ୍କାର ‘ଅନ୍ତର୍ଜାତୀୟ ବୁକର୍‌ ପୁରସ୍କାର’ ର ନାମ ପରିବର୍ତ୍ତନ କରାଯାଇଛି। ଏଣିକି ଏହା ‘ବୁଖ୍‌ମ୍ୟାନ ଅନ୍ତର୍ଜାତୀୟ ବୁକର୍‌ ପୁରସ୍କାର’…

ଆହୁରି ସକ୍ରିୟ ହେବ ଲଘୁଚାପ: ଆଜି ପ୍ରବଳ ବର୍ଷିବ, ୫ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏହାସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ର…

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri