ବିଜେଡିକୁ କଡ଼ା କାଉଣ୍ଟର କଲେ ଜୟନାରାୟଣ ମିଶ୍ର, ‘ବଞ୍ଚିଥାନ୍ତୁ..ସାଲାଇନ ଦରକାର ହେଲେ ଦେବୁ’

ଭୁବନେଶ୍ବର, ୨୫ା୧: ଗତ କିଛିଦିନ ହେବ ବିଜେଡିରୁ ଅନେକ ନେତା ନିଲମ୍ବନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏହାକୁ ନେଇ ଆଜି ବିଜେଡିକୁ କଡ଼ା ଟାର୍ଗେଟ କରିଛନ୍ତି ବିଧାୟକ ଜୟନାରାୟଣ ମିଶ୍ର । ଭଗବାନ ବିଜେଡିକୁ ଦୀର୍ଘାୟୁ କରନ୍ତୁ କହି ତାଚ୍ଛଲ୍ୟ କଲେ ଜୟନାରାୟଣ ।

ସେ କାଉଣ୍ଟର କରି କହିଛନ୍ତି, BJD ମରିଯାଉଥିବା ଲୋକେ କହୁଛନ୍ତି । ସେମାନେ ବଞ୍ଚେଇବା ପାଇଁ ସୋ’ କରୁଛନ୍ତି । ନବୀନଙ୍କ ଯେଉଁ ଅଂହ ଥିଲା ଟିକେ କଟିଛି, ଲୋକଙ୍କୁ ଭେଟିବା କଥା ବୋଲି କଟାକ୍ଷ କରିଛନ୍ତି । ଦଳ ନମରିବି ବଞ୍ଚିକି ଥାଉ, ସାଲାଇନ ଦରକାର ହେଲେ ଆମେ ଦେବୁ । କୌଣସି ସଂଗଠିତ କ୍ରାଇମ୍‌ ଓଡ଼ିଶାରେ ନାହିଁ । ମାଫିଆ ଥିଲେ, ଆଜି ନାହିଁ । ଦିବ୍ୟଶଙ୍କର ମିଶ୍ର, ପ୍ରତାପ ଜେନା, ଅରୁଣ ସାହୁ ଯାହା କରିଥିଲେ ଆମେ କରିନୁ ବୋଲି କହିଛନ୍ତି ଜୟନାରାୟଣ ମିଶ୍ର ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହିତ ବିବାଦ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ବୟାନ, ମୋଜ୍‌ତାବା ଖାମେନେଇଙ୍କ ଜୀବନର କୌଣସି ଗ୍ୟାରେଣ୍ଟି…

ତେହରାନ୍‌ ,୧୩।୩: ଇସ୍ରାଏଲ ଏବଂ ଆମେରିକା ଦ୍ୱାରା ଇରାନ ବିରୁଦ୍ଧରେ ଏକ ମିଳିତ ସାମରିକ ଅଭିଯାନ ଚାଲିଛି। ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଘାତକ ଆକ୍ରମଣ ଆରମ୍ଭ…

ଶତ୍ରୁଙ୍କ ବିରୋଧରେ ମୋଜ୍‌ତାବାଙ୍କ ରଣହୁଙ୍କାର, ଆମ ବଳିଦାନର ପ୍ରତିଶୋଧ ନେବୁ

ତେହରାନ୍‌ ,୧୩।୩: ଆମେରିକା-ଇରାନ୍‌ ଯୁଦ୍ଧ ବିରତି ନେଇ ବିଭିନ୍ନ ସ୍ତରରେ ଉଦ୍ୟମ ଚାଲିଥିଲାବେଳେ ଇରାନ୍‌ର ନବ ନିଯୁକ୍ତ ସୁପ୍ରିମ ଲିଡର୍‌ ମୋଜ୍‌ତାବା ଖାମେନେଇ ଆମେରିକା ବିରୋଧରେ ରଣହୁଙ୍କାର…

ଇରାନ-ଆମେରିକା ଯୁଦ୍ଧ: ନେତାନ୍ୟାହୁଙ୍କ ଜାଲରେ ଫସିଲେ କି ଟ୍ରମ୍ପ?

ନୂଆଦିଲ୍ଲୀ,୧୨।୩: ଇରାନ ବିରୋଧରେ ଜାରି ରହିଥିବା ସାମରିକ ଅଭିଯାନ ଏବେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଅଡୁଆ ସୂତା ପାଲଟିଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ…

ଭିଜିଲାନ୍ସ ଜାଲରେ ବଡ଼ଗାଁ ଥାନା ASI: ଢାବା ବ୍ୟବସାୟୀଙ୍କୁ ଗିରଫ ଭୟ ଦେଖାଇ ନେଉଥିଲେ ଲାଞ୍ଚ, ମାଡ଼ି ବସିଲା…

କଟକ,୧୨।୩(ପ୍ରଭୁ କଲ୍ୟାଣ ପାଲ): ପୁଣି ଜଣେ ପୋଲିସ ଅଧିକାରୀ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି। ମୋଟା ଅଙ୍କର ଲାଞ୍ଚ ନେଉଥିବା ସମୟରେ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନାର…

ଉତ୍କଟ ହେଲାଣି ରନ୍ଧନ ଗ୍ୟାସ ସଙ୍କଟ: ଡିପୋରେ ପଡ଼ିଛି ତାଲା, ଖାଲି ସିଲିଣ୍ଡର ଧରି…

ମୋହନା, ୧୨।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ଏବେ ରନ୍ଧନ ଗ୍ୟାସର ଘୋର ସଙ୍କଟ ଦେଖାଦେଇଛି। ବିଶ୍ୱ ବଜାରରେ ଇରାନ ଓ ଇଜରାଏଲ ମଧ୍ୟରେ…

ଆମେରିକାକୁ ଥରାଇ ଦେଲାଣି ଇରାନର ସୁପ୍ରିମ ଲିଡରଙ୍କ ବୟାନ! ହର୍ମୁଜ ବନ୍ଦ ରଖିବାକୁ ଦେଲେ କଡ଼ା ଚେତାବନୀ

ତେହରାନ,୧୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ, ଇରାନ ହର୍ମୁଜ ପ୍ରଣାଳୀ ବନ୍ଦ କରିବାକୁ ଘୋଷଣା କରିଛି, ଯାହା ସାରା ବିଶ୍ୱରେ ଶକ୍ତି ପ୍ରବେଶକୁ ବାଧା ସୃଷ୍ଟି କରୁଛି।…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ରାଜ୍ୟରେ ବଢ଼ିଲା ତାତି; ଚଳିତ ବର୍ଷ ପ୍ରଥମ ଥର ୪୦ ଡିଗ୍ରୀ ପାର କଲା ତାପମାତ୍ରା

ଭୁବନେଶ୍ୱର,୧୨।୩: ମାର୍ଚ୍ଚ ମାସ ଅଧା ନହେଉଣୁ ଓଡ଼ିଶାରେ କଲବଲ କଲାଣି ଖରା। ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri