ଆସିକା ଏମ୍‌ପି ପ୍ରତିନିଧି ଭାବେ ନିଯୁକ୍ତି ପାଇଲେ ଯଜ୍ଞନାରାୟଣ, ଶରତ ଚନ୍ଦ୍ର

ପୁରୁଷୋତ୍ତମପୁର,୧୮ା୭(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଆସିକା ଏମ୍‌ପିଙ୍କ ପ୍ରତିନିଧି ଭାବେ ଯଜ୍ଞନାରାୟଣ ଦାଶ ଓ ଶରତଚନ୍ଦ୍ର ପାଣିଗ୍ରାହୀଙ୍କୁ ନିଯୁକ୍ତି ମିଳିଛି। ଏଥିନେଇ ଏମପି ଅନିତା ଶୁଭଦର୍ଶନୀ ତାଙ୍କ ଚିଠି ନଂ ୯୭/୨୦୨୫ ଅନୁଯାୟୀ ଗଞ୍ଜାମ ଜିଲାପାଳଙ୍କୁ ପ୍ରଦାନ କରିଥିଲେ। ଏହାକୁ ନେଇ ଜିଲାପାଳ ୧୭.୭.୨୦୨୫ରେ ଚିଠି ନଂ ୧୪୨୫ ପ୍ରକାରେ ଆସିକା ସଂସଦୀୟ କ୍ଷେତ୍ରରେ ରହିଥିବା ବିଡିଓ ପୁରୁଷୋତ୍ତମପୁର, ଆସିକା, ବେଗୁନିଆପଡ଼ା, ବେଲଗୁଣ୍ଠା, ବୁଗୁଡ଼ା, ଧରାକୋଟ, ହିଞିଳିକାଟୁ, କବିସୂର୍ଯ୍ୟନଗର, ଖଲ୍ଲିକୋଟ, ପୋଲସରା, ସାନଖେମୁଣ୍ଡି, ଶେରଗଡ, ସୋରଡ଼ା ଓ ଏନଏସି ନିର୍ବାହୀ ଅଧିକାରୀ ପୁରୁଷୋତ୍ତମପୁର, ଆସିକା, ବେଲଗୁଣ୍ଠା, ବୁଗୁଡା, କବିସୂର୍ଯ୍ୟନଗର, ଖଲ୍ଲିକୋଟ, କୋଦଳା, ପୋଲସରା, ସୋରଡାଓ ହିଞ୍ଜିଳିକାଟୁ ମ୍ୟୁନିସିପାଲିଟି ସହ ସମସ୍ତ ଲାଇନ ବିଭାଗକୁ ଚିଠି କରି ଜଣାଇଛନ୍ତି। ଏମ୍‌ପିଙ୍କ ଅନୁପସ୍ଥିତିରେ ଜୟନାରାୟଣ ଦାଶ ଓ ଶରତ ଚନ୍ଦ୍ର ପାଣିଗ୍ରାହୀ ଦାୟିତ୍ୱ ତୁଲାଇବେ। ଯଜ୍ଞନାରାୟଣ ସାଧାରଣ ନିର୍ବାଚନ ପୂର୍ବରୁ ଆସିକା ସଂସଦୀୟ କ୍ଷେତ୍ରର ସଂଯୋଜକ ରହିଥିଲେ। ତାଙ୍କ ସଂଗଠନର ଗୋଟିଚାଳନାରେ ଭାଜପା ଶକ୍ତିଶାଳୀ ହୋଇ ୫ଟି ବିଧାନସଭା ଓ ଏମ୍‌ପି ସିଟ୍‌କୁ ଦଖଲ କରିବାରେ ସକ୍ଷମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri