ଜୟନାରାୟଣଙ୍କ ବଡ଼ ବୟାନ: ଆଉ ଏକ ନିର୍ବାଚନ ହେଉ ବୋଲି ଆମେ ଚାହୁଁ ନାହୁଁ, ଏଣୁ…

ଭୁବନେଶ୍ୱର,୧୧।୬: ଓଡ଼ିଶାରେ ସଂଖ୍ୟାଗରିଷ୍ଠତା ହାସଲ କରିବା ପରେ ସରକାର ଗଢ଼ିବାକୁ ଯାଉଛି ଭାଜପା। ହେଲେ ଦଳର ନେତା କିଏ ହେବେ ସେ ନେଇ ସ୍ପଷ୍ଟ ହୋଇପାରୁନାହିଁ। ନାନାଦି ଚର୍ଚ୍ଚା ଗଣମାଧ୍ୟମରେ ଚାଲି ଆସୁଥିଲେ ହେଁ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ବଡ଼ ମନ୍ତବ୍ୟ ଦେଇଛନ୍ତି।

ମଙ୍ଗଳବାର ଅନୁଷ୍ଠିତ ହେଉଥିବା ବିଧାୟକ ଦଳ ବୈଠକ ପୂର୍ବରୁ ଜୟନାରାୟଣ କହିଛନ୍ତି, ମୁଖ୍ୟମନ୍ତ୍ରୀ ନେଇ କାହାର ନାଁ ଚର୍ଚ୍ଚାରେ ନାହିଁ। ଆଉ ଏକ ନିର୍ବାଚନ ହେଉ ବୋଲି ଆମେ ଚାହୁଁନାହିୁଁ। ଯେଉଁମାନେ ନିର୍ବାଚିତ ପ୍ରତିନିଧି, ସେମାନଙ୍କ ମଧ୍ୟରୁ ଜଣେ ହୁଅନ୍ତୁ। ଓଡ଼ିଶା ଭବିଷ୍ୟତ ଦୃଷ୍ଟିରୁ ଆଜିର ଦିନର ଗୁରୁତ୍ୱ ଅଧିକ। ଆମେ ଆଗାମୀ ଦିନରେ ଉଦାହରଣ ସୃଷ୍ଟି କରିବୁ ବୋଲି ଆଶା କରୁଛି। ତେବେ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ଆଗୁଆ କୌଣସି ନାଁ ଚର୍ଚ୍ଚାରେ ନାହିଁ। ବିଧାୟକମାନେ ଯାହା ନିଷ୍ପତ୍ତି ନେବେ ଏବଂ କେନ୍ଦ୍ରୀୟ କମିଟି ଯାହାଙ୍କୁ ଅନୁମୋଦନ କରିବେ ତାହା ଚୂଡ଼ାନ୍ତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପରିବାରର ଚାରି ଜଣଙ୍କ ମୃତ୍ୟୁ ଘଟଣାରେ ଆଶ୍ଚର୍ଯ୍ୟଜନକ ଖୁଲାସା: ତରଭୁଜ ନମୁନାରେ ମିଳିଲା…

ମୁମ୍ବାଇ,୭।୫: ତରଭୁଜ ଖାଇବା ପରେ ଗୋଟିଏ ପରିବାରର ଚାରି ଜଣଙ୍କ ମୃତ୍ୟୁ ମାମଲା ସମ୍ପର୍କରେ ଏକ ବଡ଼ ଖୁଲାସା ହୋଇଛି। ମୁମ୍ବାଇର ଭିଣ୍ଡି ବଜାର ଅଞ୍ଚଳରେ ଏହି…

ହଟିଲେ ଦିଦି, ପଶ୍ଚିମବଙ୍ଗ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ

କୋଲକାତା,୭।୫: ମମତା ବାନାର୍ଜୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ମନା କରିବା ପରେ, ରାଜ୍ୟପାଳ ପଶ୍ଚିମବଙ୍ଗ କ୍ୟାବିନେଟକୁ ବରଖାସ୍ତ କରିଥିଲେ। ବଙ୍ଗଳା ନିର୍ବାଚନରେ ହୋଇଥିବା ଭୟଙ୍କର ପରାଜୟ…

ବଜ୍ରପାତ ନେଲା ଶାଶୁ, ବୋହୁଙ୍କ ଜୀବନ

ଭଞ୍ଜନଗର,୭।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତହସିଲ ଅନ୍ତର୍ଗତ ମୁଦୁଲିପଲ୍ଲୀରେ ଗୁରୁବାର ବଜ୍ରପାତ ଘଟି ଶାଶୁ, ବୋହୁଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଶାଶୁ ଶୈଳ ବିଷୋୟୀ(୬୫)…

ତାମିଲନାଡୁରେ ସରକାର ଗଠନକୁ ନେଇ ବିବାଦ ଜାରି: ରାଜ୍ୟପାଳଙ୍କୁ ସିପିଆଇ(ଏମ)ର ଅନୁରୋଧ

ଚେନ୍ନାଇ,୭।୫: ତାମିଲନାଡୁରେ ବିଧାନସଭା ନିର୍ବାଚନର ଫଳାଫଳ ପରେ, ସରକାର ଗଠନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। କୌଣସି ଗୋଟିଏ ଦଳ ସ୍ପଷ୍ଟ ବହୁମତ ହାସଲ କରିପାରିନଥିବାରୁ,…

ସୀମା ଟପିଲା ବର୍ୱରତା: ପୋଲିସ ସମ୍ମୁଖରେ ଯୁବକଙ୍କୁ ପିଟିପିଟି ମାରିଦେଲେ

ବାଲିଅନ୍ତା,୭।୫(ନୀଳମାଧବ ସାହୁ): ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିଅନ୍ତାରେ ଏକ ବର୍ୱରକାଣ୍ଡ ସାମ୍ନାକୁ ଆସିଛି। ବାଲିଅନ୍ତା ଥାନା ରାମଚନ୍ଦ୍ରପୁର ବ୍ରିଜ ନିକଟରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଛି। କେତେଜଣ…

ବିଜୟଙ୍କ ଦଳ ଉପରେ ମହିଳା ସିଙ୍ଗର ଆଣିଲେ ଗୁରୁତର ଅଭିଯୋଗ, ନାବାଳିକା ବଳାତ୍କାର ମାମଲରେ…

ଚେନ୍ନାଇ,୭।୫: ତାମିଲନାଡୁ ବିଧାନସଭା ନିର୍ବାଚନରେ ଚମତ୍କାର ପ୍ରଦର୍ଶନ ପରେ, ଥଲାପଥି ବିଜୟଙ୍କ ଦଳ, TVKର ଜଣେ କର୍ମୀଙ୍କୁ ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଗିରଫ କରାଯାଇଛି। ଏହି…

ବିନା ଅସ୍ତ୍ରରେ ଶତ୍ରୁଠାରୁ କିଭଳି ନେବେ ଅପମାନର ପ୍ରତିଶୋଧ? ଜାଣନ୍ତୁ କ’ଣ କହେ ‘ଚାଣକ୍ୟ ନୀତି’

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଆଜିବି ମାନବ ସମାଜକୁ ମାର୍ଗଦର୍ଶନ ଦେଇ ଆସୁଛି। ରାଜନୀତି ହେଉ କିମ୍ବା ବ୍ୟକ୍ତିଗତ ଜୀବନ, ଚାଣକ୍ୟଙ୍କ ରଣକୌଶଳ ସବୁଠାରେ ପ୍ରାସଙ୍ଗିକ। ଚାଣକ୍ୟଙ୍କ ମତରେ,…

ତେଲର ତଣ୍ଟି ଚିପିପାରେ ହର୍ମୁଜ ସଙ୍କଟ, ବିଶ୍ୱର ଜୀବନ ରେଖା ଉପରେ ଘନଉଛି ବିପଦ

ତେହରାନ,୭।୫: ପଶ୍ଚିମ ଏସିଆର ସବୁଠାରୁ ସମ୍ବେଦନଶୀଳ ସାମୁଦ୍ରିକ କରିଡର ଆଉ କେବଳ ଏକ ବାଣିଜ୍ୟ ପଥ ନୁହେଁ; ଏହା ବିଶ୍ୱ ଶକ୍ତି ସଂଘର୍ଷର ଏକ ବିସ୍ଫୋରକ କେନ୍ଦ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri