ଜୟନାରାୟଣଙ୍କ ପୁଣି ବିସ୍ଫୋରକ ବୟାନ: ଗୋଟିଏ ହୁଇସିଲରେ ଭାଙ୍ଗିଯିବ ବିଜେଡି

ଭୁବନେଶ୍ୱର,୧୨।୪: ରାଜ୍ୟରେ ୱକ୍‌ଫ ଝଡ଼ ଥମିବାର ନାଁ ନେଉନାହିଁ। ବିଜେଡିର ଗୋଟିଏ ପରେ ଗୋଟିଏ ନେତା ମୁହଁ ଖୋଲିବା ଆରମ୍ଭ କରି ଦେଇଛନ୍ତି। ଏଭଳି ସ୍ଥିତିରେ ବିଜେଡି ଚର୍ଚ୍ଚାରେ ଏଣ୍ଟ୍ରି ମାରିଛନ୍ତି ଭାଜପାର ବରିଷ୍ଠ ନେତା ଜୟ ନାରାୟଣ ମିଶ୍ର। ଗୋଟିଏ ହୁଇସିଲ ଫୁଙ୍କିଲେ ବିଜେଡି ଦଳ ଭାଙ୍ଗିଯିବ ବୋଲି ଶନିବାର ଜୟନାରାୟଣ ଏକ ବଡ଼ ବୟାନ ଦେଇଛନ୍ତି। ଏପରିକି ଜୟନାରାୟଣ ପାଣ୍ଡିଆନଙ୍କୁ ପରୋକ୍ଷରେ ଟାର୍ଗେଟ୍‌ କରିଛନ୍ତି।

ଜୟନାରାୟଣ ପୁଣି କହିଛନ୍ତି, ମୁଁ ବିଜେଡି ନେତାଙ୍କୁ ସାହସ ଦେଇଛି, ଫଳରେ ସେମାନେ ତାଙ୍କ ନାଁରେ କହୁଛନ୍ତି। ଆହୁରି ଅଧିକ ନେତା କହିଲେ ସେ ଲୋକ ଏକ୍ସପୋଜ୍‌ ହେବେ। ଓଡ଼ିଶାର ଖଣି, ପାଣି ଯିଏ ଲୁଟିଛି ତାକୁ ଛଡ଼ାଯିବା ଉଚିତ ନୁହେଁ।

ତାଙ୍କ ସହ ନବୀନଙ୍କ କେମିଷ୍ଟ୍ରି ମୁଁ ଜାଣିନି, ତଥାପି ବୁଦ୍ଧି ଉଦୟ ହେଉ ନାହିଁ। ବହୁତ ଦିନର ସଞ୍ଚିତ କ୍ରୋଧ ବିଦ୍ରୋହର ରୂପ ଧାରଣ କରିବ। ରାଜ୍ୟସଭାରେ ଦେଖିଲେ, ବିଧାନସଭାରେ ବି ବିଜେଡି ବିଧାୟକ କ’ଣ କରୁଛନ୍ତି। ବିଜେଡି ଲୋପ ପାଇବା ଭାଜପାରର ଇଚ୍ଛାଧୀନ ବିଷୟ। ବିଜେଡିର ସମସ୍ତେ ଯୋଗାଯୋଗରେ ଅଛନ୍ତି, ଆଗକୁ ଅନେକ କିଛି ଘଟିବ ବୋଲି ଜୟନାରାୟଣ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri