ଗୃହରେ ଜୟନାରାୟଣଙ୍କ ବିସ୍ଫୋରକ ବୟାନ: କ’ଣ ପାଣ୍ଡିଆନଙ୍କ ଇଙ୍ଗିତରେ…

ଭୁବନେଶ୍ୱର,୧୫।୨: ବିଧାନସଭାରେ ଭାଜପା ନେତା ବିସ୍ଫୋରକ ବୟାନ ଦେଇଛନ୍ତି। ତଥ୍ୟ ରଖି ଭାଜପା ବିଧାୟକ ଜୟନାରାୟଣ ମିଶ୍ର କହିଛନ୍ତି, ଗୃହକୁ କ’ଣ ପାଣ୍ଡିଆନ ଚଳାଇବେ? ଏ ନେଇ ସେ ପ୍ରଶ୍ନ ଉଠାଇଛନ୍ତି। ପଏଣ୍ଟ ଅଫ ଅର୍ଡର ଉଠାଇ ବିରୋଧୀଙ୍କୁ ଟାର୍ଗେଟ କରିବା ସହ ସେ କହିଛନ୍ତି ଯେ, ଚାଷୀ ପ୍ରସଙ୍ଗରେ ବିରୋଧୀ ମୁଲତବୀ ଆଣିଥିଲେ, ଆମେ ଆଲୋଚନା ହେଉ ବୋଲି ଚାହୁଁଥିଲୁ । କିନ୍ତୁ କ’ଣ ପାଇଁ ଗୃହକୁ କାଲିଠାରୁ ମୁଲତବି କରାଯାଉଛି ।

ସେ ଆହୁରି କହିଛନ୍ତି, ଲବିରେ କିଛି ବିଜେଡି ବିଧାୟକଙ୍କ ସହ ଆଲୋଚନା କରୁଥିଲି । ସେମାନେ କହିଲେ ପାଣ୍ଡିଆନ କହିଲେ ବୋଲି ଏମିତି କଲୁ। ଏ ଗୃହକୁ କ’ଣ ପାଣ୍ଡିଆନ ଚଳାଇବେ ବୋଲି ପଚାରିଛନ୍ତି ଜୟନାରାୟଣ। ସେ ଆହୁରି ମଧ୍ୟ କହିଛନ୍ତି ଯେ, ଦରି ବୁହା ଓ ଟେଣ୍ଟ ବୁହା ଲୋକ ଏଠିକି ଆସି ବଡ଼ କଥା କହୁଛନ୍ତି । କିଏ ଗୋଟେ ବାହାର ଲୋକ କହିବେ ଆଉ ଗୃହ ବନ୍ଦ କରିଦିଆଯିବ। ପାଣ୍ଡିଆନଙ୍କ ନମ୍ବର ୱାନ ଚାମଚା ହେବା ପାଇଁ ପ୍ରତିଯୋଗିତା ଚାଲିଛି ।

ଅନ୍ୟପକ୍ଷରେ ଜୟନାରାୟଣଙ୍କ ବିବୃତିକୁ ବାଦ ଦେବାକୁ ଦାବି କରିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଲା ମଲ୍ଲିକ । ସେ କହିଛନ୍ତି ବରିଷ୍ଠ ସଦସ୍ୟ ଗୃହରେ ମନ ଗଡ଼ା କାହାଣୀ କହୁଛନ୍ତି । ଗୃହର ସଦସ୍ୟ ନଥିବା ଲୋକଙ୍କ ନାମ ବିବରଣୀରୁ ବାଦ ଦିଆଯାଉ ବୋଲି ପ୍ରମିଳା ମଲ୍ଲିକ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Gold Rate: ଅକ୍ଷୟ ତୃତୀୟା ପୂର୍ବଦିନ ଖସିଲା ସୁନାଦର! କାଲି ଏତେ କମିିଯିବ…

ନୂଆଦିଲ୍ଲୀ, ୨୯।୪: ଆନ୍ତର୍ଜାତୀୟ ବଜାରରେ ସୁନା ଦରରେ ବି ହ୍ରାସ ଦେଖାଦେଇଛି। ଏକ ରିପୋର୍ଟ ଅନୁସାରେ, ଗତ ଦୁଇ ଦିନରେ ସୁନାର ମୂଲ୍ୟ ପ୍ରାୟ ୩,୮୦୦...

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରି ‘ଗାଏବ’ ପୋଷ୍ଟ: ବିବାଦ ପରେ ଡିଲିଟ କଲା କଂଗ୍ରେସ

ନୂଆଦିଲ୍ଲୀ, ୨୯।୪: କଂଗ୍ରେସ ପାର୍ଟି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରି ସୋସିଆଲ ମିଡିଆରେ ଏକ ବିବାଦୀୟ ପୋଷ୍ଟ କରିଥିଲା, ଯେଉଁଥିରେ ମୋଦିଙ୍କ ମୁଣ୍ଡବିହୀନ ଫଟୋ...

ୟୁଜିସି ନେଟ୍‌ ଫର୍ମ ଆବେଦନର ଶେଷ ତାରିଖ ମେ ୭

ଭୁବନେଶ୍ୱର,୨୯।୪(ସୁଚିସ୍ମିତା ସାହୁ): ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଜାତୀୟ ଯୋଗ୍ୟତା ପରୀକ୍ଷା (ଏନ୍‌ଇଟି)-୨୦୨୫ର ଜୁନ୍‌ ସେସନ ପାଇଁ ପଞ୍ଜୀକରଣ...

ସାକ୍ଷୀଗୋପାଳଙ୍କ ବଗିଚାରୁ ଲକ୍ଷାଧିକ ଟଙ୍କାର ଚନ୍ଦନ ଗଛ କାଟିନେଲେ

ସାକ୍ଷୀଗୋପାଳ,୨୯।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ରାତି ପାହିଲେ ଚନ୍ଦନ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ଯାତ୍ରା। ଚନ୍ଦନ ପୋଖରୀରେ ଚାପ ଖେଳିବେ ବିଜେ ପ୍ରତିମା ମଦନମୋହନ। ୨୧...

ପ୍ରାକ୍‌ ବାତ୍ୟା ପ୍ରସ୍ତୁତି ବୈଠକ: ସଜାଗ ରହିବା ପାଇଁ ବିଭାଗ ଗୁଡ଼ିକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୯।୪: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ପ୍ରାକ୍‌ ବାତ୍ୟା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ୨୦୧୯ ମସିହା ମଇ ମାସରେ...

ପାକିସ୍ତାନୀ କଳାକାରଙ୍କୁ ରୋକଠୋକ୍‌ ଶୁଣାଇଦେଲେ ଜାଭେଦ ଅଖତର, ସମସ୍ତେ କାବା

ନୂଆଦିଲ୍ଲୀ,୨୯।୪: ପହଲଗାମରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ନିରୀହ ବ୍ୟକ୍ତିଙ୍କ ଜୀବନ ହାନି ଘଟିଥିଲା। ଏହି ଘଟଣା ପରେ ଭାରତରେ ପାକିସ୍ତାନୀ କଳାକାରଙ୍କୁ...

ଶ୍ରମିକଙ୍କ ଦୈନିକ ମଜୁରୀ ବଢାଇଲେ ସରକାର, ପିଛିଲା ଭାବେ ଏପ୍ରିଲ ପହିଲାରୁ ଲାଗୁ ହେବ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଶ୍ରମିକମାନଙ୍କ ଦୈନିକ ଦରମା ବୃଦ୍ଧି କରିଛନ୍ତି ସରକାର। ଏହି ବର୍ଦ୍ଧିତ ଦରମା ପିଛିଲା ଭାବେ ଏପ୍ରିଲ ମାସ ପହିଲାରୁ ଲାଗୁ ହେବ। ମୁଖ୍ୟମନ୍ତ୍ରୀ...

ପାକିସ୍ତାନ ସହ ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ଆରଏସଏସ ମୁଖ୍ୟ ମୋହନ ଭାଗବତ

ନୂଆଦିଲ୍ଲୀ,୨୯।୪: ପାକିସ୍ତାନ ସହିତ ଚାଲିଥିବା ରାଜନୈତିକ ଏବଂ ସୀମା ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସନ୍ଧ୍ୟାରେ ତାଙ୍କ ନୂଆଦିଲ୍ଲୀସ୍ଥିତ ୭ ଲୋକ କଲ୍ୟାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri