Posted inଖେଳ

ସ୍ବର୍ଣ୍ଣ ପଦକରେ ଜୟନ୍ତୀଙ୍କ ହ୍ୟାଟ୍ରିକ

ଭୁବନେଶ୍ୱର, ୨୭।୩(କ୍ରୀଡ଼ା ପ୍ରତିନିଧି)-
ବେଙ୍ଗାଲୁରୁଠାରେ ଚାଲିଥିବା ୧୯ତମ ଜାତୀୟ ପାରା ଆଥଲେଟିକ୍‌ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ପଦକ ହାସଲରେ ହ୍ୟାଟ୍ରିକ କରିଛନ୍ତି ଓଡ଼ିଶା ସ୍ପ୍ରିଣ୍ଟର ଜୟନ୍ତୀ ବେହେରା। ପୂର୍ବରୁ ୪୦୦ ମିଟରେ ସ୍ବର୍ଣ୍ଣ ପଦକ ପାଇଥିବା ଜୟନ୍ତି ଶୁକ୍ରବାର ଉଭୟ ୨୦୦ ଓ ୧୦୦ ମିଟରରେ ମଧ୍ୟ ସ୍ବର୍ଣ୍ଣିମ ସଫଳତା ପାଇଛନ୍ତି। ୨୦୦ ମିଟର ରେସ୍‌ ଟି୪୭ କାଟେଗୋରିରେ ଜୟନ୍ତି ୨୬.୪୯ ସେକେଣ୍ଡ ସମୟ ନେଇଥିବାବେଳେ ୧୦୦ ମିଟର ଦୂରତ୍ୱକୁ ୧୩.୧୧ ସେକେଣ୍ଡରେ ଅତିକ୍ରମ କରିଥିଲେ। ଗୁରୁବାର ସେ ୪୦୦ ମିଟର ରେସ୍‌ରେ ୫୯.୪୩ ସେକେଣ୍ଡ ଟାଇମିଂ ସହ ସ୍ବର୍ଣ୍ଣ ପାଇଥିଲେ। ପ୍ରକାଶ ଯୋଗ୍ୟ ଯେ, ଏହାକୁ ମିଶାଇ ଜୟନ୍ତୀ ୫ ଥର ପାରା ଆଥଲେଟିକ୍‌ ଚାମ୍ପିୟନଶିପ୍‌ ଖେଳିଛନ୍ତି। ସବୁଥର ସେ ୧୦୦, ୨୦୦ ଓ ୪୦୦ ମିଟରରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଓଡ଼ିଶା ପାରା ସ୍ପୋଟର୍‌ସ ଆସୋସିଏଶନ ପକ୍ଷରୁ ତାଙ୍କୁ ଅଭିନନ୍ଦନ ଜଣାଯାଇଛି। ପ୍ରକାଶ ଯୋଗ୍ୟ ଯେ, ଜୟନ୍ତି ଟୋକିଓ ପାରାଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କେବଳ କ୍ରିକେଟରେ ନୁହେଁ ବ୍ୟବସାୟରେ ମଧ୍ୟ ଖୁବ ଆଗରେ ବିରାଟ କୋହଲି; ଜାଣନ୍ତୁ BCCI ବ୍ୟତୀତ କେତେ ରୋଜଗାର କରନ୍ତି…

ନୂଆଦିଲ୍ଲୀ,୨୫।୬: ବିଶ୍ୱର ସବୁଠାରୁ ସଫଳ ଏବଂ ପ୍ରସିଦ୍ଧ କ୍ରିକେଟରଙ୍କ ମଧ୍ୟରୁ ଜଣେ ବିରାଟ କୋହଲି ଥରେ ମନ୍ତବ୍ୟ ଦେଇଥିଲେ ଯେ ସେ ବ୍ୟବସାୟ ବିଷୟରେ କିଛି ଜାଣି…

ବିବାହରେ ଧୋନି, କୋହଲି, ରୋହିତଙ୍କୁ କାହିଁକି ନିମନ୍ତ୍ରଣ କଲେ ନାହିଁ ଆକାଶ ଦୀପ? ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୫।୬: କାଶୀରେ ଭାରତୀୟ ଦଳର ଦ୍ରୁତ ବୋଲର ଆକାଶ ଦୀପ ଅକ୍ଷିତାଙ୍କ ସହିତ ବୁଧବାର ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ବିବାହ ଉତ୍ସବ ଏକ ଆନନ୍ଦଦାୟକ ଘଟଣା…

ବୈଭବ ଇନ୍‌ ଅଭିଷେକ ଆଉଟ! ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ପାଇଁ ଭାରତର ସମ୍ଭାବ୍ୟ ପ୍ଲେଇଂ ଇଲେଭେନ

ନୂଆଦିଲ୍ଲୀ,୨୫।୬: ଭାରତୀୟ ଦଳ ପାଇଁ ଆୟରଲ୍ୟାଣ୍ଡ ଗସ୍ତ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସମସ୍ତଙ୍କ ନଜର ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ, ଯିଏ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହି…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ବୈଭବଙ୍କୁ ଟପିଯିବେ ସାନ ଭାଇ ଆଶୀର୍ବାଦ! ପୁଣି ମାରିଲେ ବିସ୍ଫୋରକ ଶତକ, ଚୌକା-ଛକା ବର୍ଷା ଦେଖି… 

ନୂଆଦିଲ୍ଲୀ,୨୪।୬: କ୍ରିକେଟଜଗତରେ ଏବେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ନେଇ ଉତ୍ସାହ ବଢ଼ୁଛି। ସେ କେବେ ନୀଳ ଜର୍ସିି ପିନ୍ଧି ମଇଦାନକୁ ଓହ୍ଲାଇବେ ସେଦିନକୁ…

ଭାରତୀୟ ଦଳରେ ସ୍ଥାନ ପାଇଲେ ଏହି ଉଦୀୟମାନ ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୬: ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ଆଘାତପ୍ରାପ୍ତ ଅଲରାଉଣ୍ଡର ନୀତିଶ ରେଡ୍ଡୀଙ୍କ ସ୍ଥାନରେ ଉଦୀୟମାନ ଖେଳାଳି ସୂର୍ଯ୍ୟାଂଶ ଶେଡ୍‌ଗେଙ୍କୁ ଭାରତୀୟ…

IPL ଇତିହାସର ସବୁଠାରୁ ବଡ଼ ଡିଲ୍‌: LSGରୁ ଅଲଗା ହେଲେ ରିଷଭ ପନ୍ତ

ନୂଆଦିଲ୍ଲୀ,୨୩।୬: ରିଷଭ ପନ୍ତ ଲକ୍ଷ୍ନୌ ସୁପର ଜାଏଣ୍ଟସରୁ ଅଲଗା ହୋଇ ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିଛନ୍ତି। ପନ୍ତଙ୍କ ନିଜ ପୂର୍ବ ଦଳକୁ ଫେରିବା ଏକ ଟ୍ରେଡ୍‌ ଡିଲ୍‌ ମାଧ୍ୟମରେ…

ବିଶ୍ୱକପ୍‌ରେ ମେସିଙ୍କ ରେକର୍ଡ, ନକ୍‌ଆଉଟ୍‌ରେ ପହଞ୍ଚିଲା ଆର୍ଜେଣ୍ଟିନା

ଆର୍ଲିଟନ,୨୩ା୬: ଲିଓନେଲ ମେସିଙ୍କ ରେକର୍ଡ ଡବଲ ଗୋଲ ବଳରେ ଖେଳାଯାଇଥିବା ଗ୍ରୁପ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୦ ଗୋଲରେ ଅଷ୍ଟ୍ରିଆକୁ ପରାସ୍ତ କରିଛି। ଏହି ବିଜୟ ସହ ଡିଫେଣ୍ଡିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri