ଆମେରିକାରେ ଜୟଶଙ୍କର: ଗାନ୍ଧିଜୀଙ୍କ ଭାବନା କାହାକୁ ପଛରେ ଛାଡିବା ନ ଥିଲା…

ଓ୍ବାଶିଂଟନ,୧।୧୦ : ୱାଶିଂଟନରେ ଚାଲିଥିବା ‘କଲର୍ସ ଅଫ ଇଣ୍ଡିଆ’ କାର୍ଯ୍ୟକ୍ରମରେ ବହିର୍ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର ମହାତ୍ମା ଗାନ୍ଧୀଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ମହାତ୍ମା ଗାନ୍ଧୀଙ୍କୁ ଜଣେ ଅସାଧାରଣ ବ୍ୟକ୍ତି ଥିଲେ। ତାଙ୍କର ବାର୍ତ୍ତା ସ୍ପଷ୍ଟ ଥିଲା। ସେ ଭାରତ-ଆମେରିକା ସମ୍ପର୍କ ବିଷୟରେ ମଧ୍ୟ କହିଥିଲେ। ସେ କହିଛନ୍ତି ଆଜି ଦୁଇ ଦେଶ ମଧ୍ୟରେ ଦୃଢ଼ ଏବଂ ବିଶ୍ୱାସନୀୟ ସମ୍ପର୍କ ରହିଛି।

ମନ୍ତ୍ରୀ କହିଛନ୍ତି ଆମେ ଗାନ୍ଧିଜୀଙ୍କ ବିବୃତ୍ତିକୁ ଅନେକ ଥର ପୁନରାବୃତ୍ତି କରୁଛୁ। ସେ ଅନେକ କଥା ସ୍ପଷ୍ଟ ଭାବରେ କହିଛନ୍ତି। ଏବେ ପ୍ରଶ୍ନ ଉଠୁଛି ତାଙ୍କର ବାର୍ତ୍ତା କ’ଣ ଥିଲା? ତାଙ୍କର ବାର୍ତ୍ତା ସଠିକ କାର୍ଯ୍ୟ କରିବା, ଭଲ କାର୍ଯ୍ୟ କରିବା ଏବଂ କାହାକୁ ପଛେରେ ଛାଡି ନ ଯିବା ବିଷୟରେ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଆମ ଗର୍ବ ଗୌରବ: ଦେଶାତ୍ମବୋଧକ ନାରା ଦେଇ ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର

ତୁମୁଡ଼ିବନ୍ଧ,୧୨ା୮(ଦୀପକ କୁମାର ପରାସେଠ୍‌): ତ୍ରିରଙ୍ଗା ଆମ ଗର୍ବ ଗୌରବ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ କନ୍ଧମାଳ ଜିଲା ତୁମଡ଼ିବନ୍ଧ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ…

ସକାଳେ ସ୍ତ୍ରୀଙ୍କ ସହ କଥା ହେଲେ ରାତିରେ ଆସିଲା ମୃତ୍ୟୁଖବର, ହାଇଦ୍ରାବାଦରେ କାମ କରୁକରୁ ଶିବା…

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଦାଦନ ସମସ୍ୟା ଗମ୍ଭୀର ରୂପ ନେଇଛି। ପରିବାର ଚଳାଇବା ପାଇଁ ଭିଟାମାଟି ଛାଡ଼ି ବାହାର ରାଜ୍ୟକୁ…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

ମୌଳିକ ସୁବିଧାରୁ ବଞ୍ଚିତ ସିଆଲପଡ଼ାବାସୀ: ଯାତାୟାତ ନେଇ ବଢୁଛି ଚିନ୍ତା

କର୍ଲାମୁଣ୍ଡା,୧୨।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ର ଯୋରାଡବରା ଗ୍ରାମ ପଞ୍ଚାୟତର କୁଶୁର୍ଲା ରାଜସ୍ବ ଗ୍ରାମର ହାମଲେଟ ହେଉଛି ସିଆଲପଡ଼ା। ତେବେ ପଡ଼ାର ରାସ୍ତାର ଅବସ୍ଥା…

୨୦୦୦ ଟଙ୍କା ପାଇଁ ମା’ଙ୍କୁ ରାସ୍ତା ମଝିରେ ଘୋଷାଡ଼ି ପିଟିଲେ ପୁଅ: ପୋଲିସ ପହଞ୍ଚିବାରୁ ମା’ ଯାହା କହିଲେ ପାଦତଳୁ ଖସିଯିବ ମାଟି

ଜବଲପୁର,୧୨।୮:କଥାରେ ଅଛି, ମା’ ପରି ଦୁନିଆରେ କେହି ନାହିଁ। ଛୁଆ ଯେତେ ବିପଥଗାମୀ ହେଲେ ମଧ୍ୟ, ଜଣେ ମା’ ପାଇଁ ସେ ସବୁବେଳେ ଭଲ ହୋଇଥାଏ। ଏହାର…

ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ ହାତୀପଲ

ପାଟଣା,୧୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ବିଷ୍ଣୁପୁର ଗାଁରେ ଦୋଳଗୋବିନ୍ଦ ମିଶ୍ରଙ୍କ ଘର ଭାଙ୍ଗିବା ପରେ ପାଟଣା ସେକ୍ସନ ଅନ୍ତର୍ଗତ ମଲ୍ଲିପୋଷି ବିଟ୍‌ର…

ପିଲାମାନଙ୍କୁ ସଠିକ୍‌ ମାର୍ଗ ଦର୍ଶନ ସହ ଅଧିକ ସମୟ ଦେବାକୁ ପରାମର୍ଶ

ଗଞ୍ଜାମ,୧୨ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠ କନ୍‌ଫରେନ୍ସ ହଲ୍‌ଠାରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏକ ଦିନିକିଆ ପ୍ରଧାନଶିକ୍ଷୟିତ୍ରୀ/ଶିକ୍ଷକ ସମ୍ମିଳନୀ ଓ ନବ ଭାରତ ସାକ୍ଷରତା…

ପ୍ରଥମଥର ଏକାକୀ ବିମାନ ଉଡ଼ାଇଲେ ଯୁବତୀ, ଆକାଶରେ ଥାଇ ବାପାଙ୍କୁ କହିଲେ ଏହି ଦୁଇ ଶବ୍ଦ, ହୃଦୟକୁ ଛୁଇଁଗଲା…

ବାପା ଏବଂ ଝିଅଙ୍କ ମଧ୍ୟରେ ସମ୍ପର୍କ ବହୁତ ସ୍ବତନ୍ତ୍ର ହୋଇଥାଏ। ଜଣେ ବାପା ହେଉଛନ୍ତି ପ୍ରଥମ ବ୍ୟକ୍ତି ଯିଏ ତାଙ୍କ ଝିଅର ସ୍ବପ୍ନରେ ବିଶ୍ୱାସ କରନ୍ତି। ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri