Advertisement
Posted inଜାତୀୟ

ୟୁକ୍ରେନ୍‌ ବୈଦେଶିକ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ଜୟଶଙ୍କର…

ନାମପେହ୍ନ,୧୨।୧୧ : ଆଜି କାମ୍ବୋଡିଆର ରାଜଧାନୀ ନାମପେହ୍ନରେ ଅନୁଷ୍ଠିତ ଏସିଆନ-ଭାରତ ସ୍ମାରକ ଶିଖର ସମ୍ମିଳନୀରେ ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ୟୁକ୍ରେନର ପ୍ରତିପକ୍ଷ ଦିମିତ୍ରୋ କୁଲେବାଙ୍କୁ ଭେଟିଛନ୍ତି। ଦୁଇ ନେତା ୟୁକ୍ରେନ ଯୁଦ୍ଧ ଏବଂ ଆଣବିକ ବିପଦ ସମେତ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ।

ଜୟଶଙ୍କର ଟୁଇଟ କରି କହିଛନ୍ତି ଯେ ଆମର ଆଲୋଚନାରେ ୟୁକ୍ରେନ ବିବାଦ, ବିଶ୍ୱର ଖାଦ୍ୟ ସଙ୍କଟ ମଧ୍ୟରେ ଉପଯୋଗୀ ପଦକ୍ଷେପ ଏବଂ ଆଣବିକ ଅସ୍ତ୍ରଶସ୍ତ୍ର ସହ ଜଡ଼ିତ ଚିନ୍ତା ସମ୍ବନ୍ଧୀୟ ସମସ୍ତ ପ୍ରସଙ୍ଗ ଅନ୍ତର୍ଭୁକ୍ତ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମାଳଦ୍ୱୀପରେ କଶ୍ମୀର ପ୍ରସଙ୍ଗ ଉଠାଇଲା ପାକ୍‌

ନୂଆଦିଲ୍ଲୀ,୨ା୯:ମାଳଦ୍ୱୀପ ପାର୍ଲାମେଣ୍ଟରେ ରବିବାର ଅନୁଷ୍ଠିତ ଚତୁର୍ଥ ଦକ୍ଷିଣ ଏସିଆ ବାଚସ୍ପତି ସମ୍ମିଳନୀରେ ପାକିସ୍ତାନ କଶ୍ମୀର ପ୍ରସଙ୍ଗ ଉଠାଇବାରୁ ଏହାକୁ ନେଇ ହଟ୍ଟଗୋଳ ହୋଇଛି। ସମିଟ୍‌ରେ ସ୍ଥାୟୀ...

ସମ୍ପତ୍ତି ଅଧିକାର ମୌଳିକ ମାନବିକ ଅଧିକାର, ସରକାରଙ୍କ ଉପରେ ୧୦ ଲକ୍ଷ ଜରିମାନା ଜାରି କଲେ ହାଇକୋର୍ଟ…

ଶ୍ରୀନଗର, ୧।୭ : ଜଣେ ବ୍ୟକ୍ତିଙ୍କ ସମ୍ପତ୍ତି ଅଧିକାର ଏକ ମୌଳିକ ମାନବିକ ଅଧିକାର। ଏହାର ଉଲ୍ଲଂଘନ କରାଯାଇ ପାରିବ ନାହିଁ । ସରକାର ବଳ...

ପୁଣି ବଦଳିପାରେ ନିୟମ: କରୋନାରୁ ସୁସ୍ଥ ହେବା ପରେ ଭାକ୍ସିନ ପାଇଁ ଅପେକ୍ଷା କରିବାକୁ ପଡ଼ିବ ୯ମାସ

ନୂଆଦିଲ୍ଲୀ,୧୮।୫: କରୋନା ଭାଇରସ୍‌କୁ ହରାଇବା ପାଇଁ ଭାକ୍ସିନକୁ ଏକମାତ୍ର ଅସ୍ତ୍ର ରୂପେ ବ୍ୟବହାର କରାଯାଉଛି। ଏଥିପାଇଁ ସାରା ଦେଶରେ ଟିକାକରଣ କାମ ଜାରି ରହିଛି। ଇତିମଧ୍ୟରେ...

୯ ଜିଲାର ୫୪ ବିଧାନସଭା ଆସନରେ ମତଦାନ ଜାରି…

ଲକ୍ଷ୍ନୌ,୭।୩ : ଉତ୍ତରପ୍ରଦେଶରେ ସପ୍ତମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ୯ ଟି ଜିଲ୍ଲାର ୫୪ ଟି ଆସନରେ ମତଦାନ ଆରମ୍ଭ...

ଅଯୋଧ୍ୟାକୁ ଦେଖି ଯେଉଁମାନେ ଲଙ୍କା ଖାଇବା ଭଳି ହେଉଛନ୍ତି, ସେମାନଙ୍କ ପାଇଁ ମୁଁ ଔଷଧ ପ୍ରସ୍ତୁତ କରିବି: ରାମଦେବ

ଅଯୋଧ୍ୟା,୫।୮: ଶ୍ରୀରାମଙ୍କ ଜନ୍ମଭୂମି ଅଯୋଧ୍ୟାରେ ଭବ୍ୟ ମନ୍ଦିର ନିର୍ମାଣ ନେଇ ଅନୁଷ୍ଠିତ ହୋଇଛି ଭୂମିପୂଜନ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ...

ମଣିଷଖିଆ ବାଘକୁ ହତ୍ୟା କଲା ବନ ବିଭାଗ

ଡେରାଡୁନ, ୩୦।୯: ଉତ୍ତରାଖଣ୍ଡ ପିଥୋରଗଡ଼ ଜିଲାରେ ବୁଧବାର ସକାଳେ ବନ ବିଭାଗ ନିଯୁକ୍ତ ଜଣେ ଶିକାରୀ ଦ୍ୱାରା ଏକ ଚିତା ବାଘକୁ ଗୁଳି କରି ହତ୍ୟା...

ପ୍ରତିରକ୍ଷା ମନ୍ତ୍ରଣାଳୟର ଘୋଷଣା, ସ୍ଥାପନ ହେବ ୨୧ ନୂଆ ସୈନିକ ସ୍କୁଲ…

ନୂଆଦିଲ୍ଲୀ, ୨୬।୩ : ଦେଶରେ ୨୧ ନୂଆ ସୈନିକ ସ୍କୁଲ ସ୍ଥାପନ କରିବା ଲାଗି ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଶନିବାର ଘୋଷଣା କରାଯାଇଛି। ଏସବୁ ଘରୋଇ...

ମହାରାଷ୍ଟ୍ର ପାଠ୍ୟକ୍ରମରେ ବଡ଼ ଭୁଲ: ବଦଳାଇ ଦିଆଯାଇଛି ବିପ୍ଲବୀ ସୁଖଦେବଙ୍କ ନାଁ

ମୁମ୍ବାଇ, ୧୮ା୭: ମହାରାଷ୍ଟ୍ରରେ ଅଷ୍ଟମ ଶ୍ରେଣୀର ପିଲାମାନଙ୍କୁ ଶିକ୍ଷା ଦିଆଯାଉଥିବା ପାଠ୍ୟକ୍ରମରେ ଏକ ବଡ଼ ଭୁଲ ସାମ୍ନାକୁ ଆସିଛି। ଅଷ୍ଟମ ଶ୍ରେଣୀର ମରାଠୀ ବାଲ ଭାରତୀ...

Advertisement
Archives

Model This Week