Posted inଜାତୀୟ

୮ରେ ରୁଷିଆ ଯିବେ ଜୟଶଙ୍କର

ନୂଆଦିଲ୍ଲୀ, ୨୮/୧୦: ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ନଭେମ୍ବର ୮ରେ ରୁଷିଆ ଗସ୍ତ କରି ତାଙ୍କ ପ୍ରତିପକ୍ଷ ସେରେଗି ଲାଭ୍ରୋଭଙ୍କୁ ଭେଟିବେ। ଏହି ଅବସରରେ ଜୟଶଙ୍କର ଏବଂ ଲାଭ୍ରୋଭ୍‌ ଦ୍ୱିପାକ୍ଷିକ ଆଲୋଚନା ସହ ଅର୍ନ୍ତଜାତୀୟ ପ୍ରସଙ୍ଗ ଉପରେ ମଧ୍ୟ ଚର୍ଚ୍ଚା କରିବେ। ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ ଭିତରେ ଜୟଶଙ୍କରଙ୍କ ମସ୍କୋ ଗସ୍ତ ବେଶ୍‌ ଗୁରୁତ୍ୱ ରଖେ।


Enter your email to get our daily news in your inbox.

All Right Reserved By Dharitri.Com

କେଜ୍‌ରିଓ୍ବାଲଙ୍କୁ ମିଳିବ ଆଶ୍ୱସ୍ତି! ଦିଲ୍ଲୀ ହାଇକୋର୍ଟରୁ ଆସିଲା ବଡ଼ ଅପ୍‌ଡେଟ

ନୂଆଦିଲ୍ଲୀ,୨୪।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଜାମିନ ବିରୋଧରେ ଇଡି ଆବେଦନ ଉପରେ ମଙ୍ଗଳବାର ହାଇକୋର୍ଟଙ୍କ ନିଷ୍ପତ୍ତି ଆସିବ।...

ରାଜ୍ୟ ସଭାରେ ଜେପି ନଡ୍ଡାଙ୍କୁ ମିଳିଲା ଗୁରୁ ଦାୟିତ୍ୱ

ନୂଆଦିଲ୍ଲୀ,୨୪।୬: ଚଳିତ ବର୍ଷ ଲୋକ ସଭା ନିର୍ବାଚନେି ବିଜୟୀ ହୋଇଥିବା ଏମପିମାନେ ସୋମବାର ୧୮ତମ ଲୋକ ସଭାର ପ୍ରଥମ ସଂସଦ ଅଧିବେଶନରେ ଶପଥ ଗ୍ରହଣ କରିଥିଲେ।...

ପାସପୋର୍ଟ ଆବେଦନ କରୁଥିବା ଲୋକଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୨୪।୬: ପାସପୋର୍ଟ ପାଇଁ ଆବେଦନ କରୁଥିବା ଲୋକଙ୍କ ପାଇଁ ପ୍ରକ୍ରିୟାରେ ଉନ୍ନତି ଆଣିବାକୁ ମୋଦି ସରକାର ନିରନ୍ତର ଉଦ୍ୟମ କରୁଛନ୍ତି। ଏହି କ୍ରମରେ କେନ୍ଦ୍ର ବୈଦେଶିକ...

କିଏ ସେହି ଏମପି ଯିଏ ହାତରେ ସମ୍ବିଧାନ ଧରି ନେଲେ ଶପଥ

ନୂଆଦିଲ୍ଲୀ,୨୪।୬: ସୋମବାର ୧୮ ତମ ଲୋକ ସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଥିଲା। ଏହି ସମୟରେ ଆସାମର ଧୁବ୍ରି ଲୋକ ସଭା ଆସନରୁ କଂଗ୍ରେସ ଏମପି...

ଗୋଟିଏ ବାଇକ୍‌ରେ ଆସୁଥିଲେ ପରିବାରର ୫ ସଦସ୍ୟ, ସମସ୍ତଙ୍କର ମୃତ୍ୟୁ

ପ୍ରୟାଗରାଜ, ୨୪।୬: ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଗୋଟିଏ ପରିବାର ସମ୍ପୂର୍ଣ୍ଣ ଶେଷ ହୋଇଯାଇଛି । ସଂପର୍କୀୟଙ୍କ ବାହାଘର ସାରି ଫୋରୁଥିବା ବେଳେ ଟ୍ରକ୍‌ ଧକ୍କା...

ଓଡ଼ିଆରେ ଶପଥ ନେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ,୨୪ା୬: ସୋମବାର ପାର୍ଲାମେଣ୍ଟ ଅଧିବେଶନ ଆରମ୍ଭ ହେବା ପରେ କାଚଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ଏମ୍‌ପିମାଙ୍କ ଶପଥପାଠ କରାଇଥିଲେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ମାତୃଭାଷା...

NEET ପ୍ରଶ୍ନପତ୍ର ପ୍ରଘଟ ମାମଲା; କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲା କଂଗ୍ରେସ

ପଶ୍ଚିମବଙ୍ଗ,୨୪।୬: ନିଟ୍-ୟୁଜି ୨୦୨୪ ପ୍ରଶ୍ନପତ୍ର ପ୍ରଘଟ ମାମଲାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଭିନ୍ନ ଦିଗରୁ ଅନେକ ସମାଲୋଚନାର ଶିକାର ହେବାକୁ ପଡୁଛି। ଏହାରି ମଧ୍ୟରେ...

NEET ମାମଲାରେ ସାମ୍ନାକୁ ଆସିଲା ବଡ଼ ସତ, ୩୫ ଛାତ୍ରଙ୍କୁ…

ନୂଆଦିଲ୍ଲୀ, ୨୪।୬: NEET ପେପର୍‌ ଲିକ୍‌ ମାମଲାରେ ବଡ଼ ସତ ସାମ୍ନାକୁ ଆସିଛି । ଗିରଫ ହୋଇଥିବା ଚିଣ୍ଟୁ କୁମାରକୁ ପଚରାଉଚରା ବେଳେ ବିହାର ଅର୍ଥନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri