ଜୟଶ୍ରୀ ମିଶ୍ର ହତ୍ୟା ମାମଲା: ୩ ମାସ ପାରୋଲରେ ଗଲେ ଅଭିଯୁକ୍ତ

ସମ୍ବଲପୁର,୧୭।୯(ବ୍ୟୁରୋ): ବହୁଚର୍ଚ୍ଚିତ ଜୟଶ୍ରୀ ମିଶ୍ର ହତ୍ୟା ମାମଲାରେ ଶନିବାର ମୁଖ୍ୟ ଅଭିଯୁକ୍ତ ବସନ୍ତ ପଣ୍ଡାଙ୍କୁ ହାଇକୋର୍ଟ ୩ ମାସ ପାଇଁ ପାରୋଲରେ ଛାଡିଛନ୍ତି। ଅନ୍ୟପଟେ ନିଜର ଓ ନିଜ ଭାଇ ସମେତ ଦୁଇ ସାକ୍ଷୀଙ୍କ ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ଜୟଶ୍ରୀଙ୍କ ଝିଅ ବିଜୟିନୀ ସମ୍ବଲପୁର ଜିଲା ପୋଲିସଙ୍କ ସୁରକ୍ଷା ଲୋଡ଼ିଛନ୍ତି ।
ସୂଚନାଯୋଗ୍ୟ, ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ନନ୍ଦପଡ଼ାର ଜୟଶ୍ରୀ ମିଶ୍ର ୨୦୧୧ ମସିହାରେ ନିଖୋଜ ଥିଲେ । ପୋଲିସ ନିଖୋଜ ମାମଲା ରୁଜୁ କରି ଘଟଣାକୁ ଚାପି ଦେଇଥିଲା। ପରେ ଜୟଶ୍ରୀଙ୍କ ଝିଅ ଜେଏନ୍‌ୟୁ ଛାତ୍ରୀ ବିଜୟିନୀ ମା’ଙ୍କୁ ହତ୍ୟା କରାଯାଇଥିବା ପୋଲିସ ଡିଜିଙ୍କ ପାଖେ ଅଭିଯୋଗ କରିଥିଲେ। ୮ ବର୍ଷ ପରେ ଡିଜିଙ୍କ ନିର୍ଦ୍ଦେଶକ୍ରମେ ୨୦୧୯ରେ ତଦନ୍ତ ଆରମ୍ଭ ହୋଇଥିଲା। ବୁର୍ଲା ଥାନା ବଡ଼ସିଂହାରୀ ଗ୍ରାମ ନିକଟସ୍ଥ ପଡ଼ିଆରୁ ଜୟଶ୍ରୀଙ୍କ ହାଡ଼ ଓ ପାଉଁଶ ମାଟିତଳୁ ଉଦ୍ଧାର କରାଯାଇଥିଲା । ପରେ ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ସମ୍ପର୍କୀୟ ବସନ୍ତଙ୍କୁ ପୋଲିସ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri