Posted inଜାତୀୟ

ଆକାଶରୁ ଶୁଭୁଛି ‘ଜୟ ଶ୍ରୀରାମ’

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶର ଅଯୋଧ୍ୟାରେ ଥିବା ରାମ ମନ୍ଦିରର ଭୁମି ପୂଜନ ସମାରୋହ ବୁଧବରାର ଅନୁଷ୍ଠିତ ହେଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଭୂମି ପୂଜନକୁ ନେଇ ଅଯୋଧ୍ୟାରେ ଏକ ଉତ୍ସବର ପରିବେଶ ରହିଛି। ଅଯୋଧ୍ୟାକୁ କନ୍ୟା ପରି ସଜାଯାଇଛି। ଅଯୋଧ୍ୟାରେ ଲୋକଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହେଉଛି। ଲୋକମାନେ ଉତ୍ସବ ପାଳନ କରୁଛନ୍ତି। ଅଯୋଧ୍ୟାରେ ଲେଜର ଆଲୋକ ସାହାଯ୍ୟରେ ‘ଜୟ ଶ୍ରୀରାମ’ଙ୍କର ଏକ ଚମତ୍କାର ଦୃଶ୍ୟ ଆକାଶରେ ଖୋଦିତ ହୋଇଥିଲା। ‘ଭବ୍ୟ ମନ୍ଦିର ନିର୍ମାଣ ହେବ’, ‘ଜୟ ଶ୍ରୀ ରାମ’ ଭଳି ସ୍ଲୋଗାନଗୁଡ଼ିକ ଲେଜର ଲାଇଟ ମାଧ୍ୟମରେ ବାୟୁରେ ଭାସୁଥିବାର ଏକ ଅଦ୍ଭୁତ ନଜାରା ଦେଖିବାକୁ ମିଳିଥିଲା। ଏହାର ଭିଡିଓ ସୋସିଆଲ ମିଡିଆରେ ବହୁତ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତର ଭାରତରେ ଶୀତ ଲହରୀ: ୪ରାଜ୍ୟକୁ ରେର୍ଡ ଆଲର୍ଟ ଜାରି

ନୂଆଦିଲ୍ଲୀ,୨୯।୧୨: ଉତ୍ତର ଭାରତର ଅଧିକାଂଶ ସ୍ଥାନରେ ହାଡଭଙ୍ଗା ଶୀତ ପରିଲକ୍ଷିତ ହୋଇଛି। ଏହା ଫଳରେ ସାଧାରଣ ଜୀବନ ପ୍ରଭାବିତ ହୋଇଛି। ରବିବାର ସୁଦ୍ଧା ଦିଲ୍ଲୀ ତାପମାତ୍ରା...

୧ କେଜି ଇଡଲି-ଦୋସା ପିଠଉ ନେଲେ ୧ ବାଲ୍ଟି ପାଣି ମାଗଣା

ଚେନ୍ନାଇ, ୩୦।୬: ତାମିଲନାଡୁର ରାଜଧାନୀ ଚେନ୍ନାଇରେ ଭୀଷଣ ଜଳସଙ୍କଟ ଦେଖାଦେଇଛି। ଗ୍ରାମାଞ୍ଚଳରେ ସ୍ଥିତି ଭୟାବହ ଥିବାବେଳେ ସହରରେ ଲୋକେ ଚଢାଦରରେ ପାଣି କିଣି ପିଉଛନ୍ତି। ବ୍ୟବସାୟୀମାନେ...

ଦିଲ୍ଲୀ-ଉତ୍ତର ପ୍ରଦେଶ ପୋଲିସ ହାଇଦ୍ରାବାଦ୍‌ ପୋଲିସଠାରୁ କିଛି ଶିଖିବା ଉଚିତ୍‌: ମାୟାବତୀ

ନୂଆଦିଲ୍ଲୀ, ୬।୧୨: ହାଇଦ୍ରାବାଦ ଡାକ୍ତରାଣୀ ଗଣବଳାତ୍କାର ଏବଂ ହତ୍ୟା ମାମଲାର ୪ ଅଭିଯୁକ୍ତ ଶୁକ୍ରବାର ଏନକାଉଣ୍ଟରେ ନିହତ ହୋଇଛନ୍ତି। ଏହି ଘଟଣାରେ ପରେ ରାଜନୈତିକ ପ୍ରତିକ୍ରିୟା...

ସରକାରୀ ସ୍କୁଲରେ ମଦ୍ରାସାର ପ୍ରାର୍ଥନା କରାଇ ପ୍ରଧାନ ଶିକ୍ଷକ ନିଲମ୍ବିତ

ଲକ୍ଷ୍ନୌ,୧୫।୧୦: ଉତ୍ତରପ୍ରଦେଶର ଏକ ସରକାରୀ ସ୍କୁଲରେ ପ୍ରଧାନ ଶିକ୍ଷକ ଜବରଦସ୍ତି ଛାତ୍ରୀଛାତ୍ରଙ୍କୁ ପ୍ରାର୍ଥନାରେ ସରସ୍ବତୀଙ୍କ ବନ୍ଦନା ବଦଳରେ ମଦ୍ରାସାର ପ୍ରାର୍ଥନା କରାଇଥିବା ମାମଲା ସାମ୍ନାକୁ ଆସିଛି।...

ସଂସଦରେ ପ୍ରଦୂଷଣକୁ ନେଇ ଚର୍ଚ୍ଚା: ବୁଝିପାରିଲେନି ସାଧାରଣ କୃଷକ

ନୂଆଦିଲ୍ଲୀ,୨୨।୧୧: ରାଜଧାନୀ ଦିଲ୍ଲୀର ପ୍ରଦୂଷଣକୁ ନେଇ ଏଥର ଗୃହରେ ହଟ୍ଟଗୋଳ କରିଛନ୍ତି ବିରୋଧି। ତେବେ ହରିୟାଣା, ପଞ୍ଜାବ ଓ ଏହାର ଆଖପାଖରେ କୃଷକମାନେ ନଡା ଜାଳୁଥିବାରୁ...

ସିଏଏକୁ ନେଇ ଭାରତ ବନ୍ଦ: ପଶ୍ଚିମବଙ୍ଗରେ ହିଂସା; ୨ ମୃତ

କୋଲକାତା,୨୯।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଏବଂ ରାଷ୍ଟ୍ରୀୟ ନାଗରିକତ୍ୱ ପଞ୍ଜିକା(ଏନ୍‌ଆର୍‌ସି)କୁ ନେଇ ହୋଇଥିବା ଭାରତବନ୍ଦରେ ପଶ୍ଚିମବଙ୍ଗରେ ହିଂସାକାଣ୍ଡ ଘଟିଛି। ସ୍ଥାନୀୟ ମୁର୍ଶିଦାବାଦ୍‌ରେ ଭାରତବନ୍ଦ ହିଂସାରେ ୨...

ଡିଜିଟାଲ ଇଣ୍ଡିଆ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି: ମୋଦି

ନୂଆଦିଲ୍ଲୀ,୧୯।୧୧: ଦେଶର ବିକାଶରେ ପ୍ରାଦ୍ୟୋଗିକ ଜ୍ଞାନକୌଶଳ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଡିଜିଟାଲ ଇଣ୍ଡିଆ ଏବେ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ମୌସୁମୀ ଆସିଲେ ବଢିବ କରୋନା ସଂକ୍ରମଣ!

ନୂଆଦିଲ୍ଲୀ,୧୩।୬: କରୋନା ଭାଇରସ ଏବେ ସାରା ବିଶ୍ୱରେ କାୟା ବିସ୍ତାର କରି ଚାଲିଥିବା ବେଳେ ଭାରତରେ ମଧ୍ୟ ସ୍ଥିତି ବେଳକୁ ବେଳ ଖରାପ ହେବାରେ ଲାଗିଛି।...

Advertisement

BGU

Archives

Model This Week

Why Dharitri