ପୋଖରୀ ଖୋଳୁଛି ଜେସିବି

ନୟାଗଡ଼ ଅଫିସ,୩୧।୧: ନୟାଗଡ଼ ବ୍ଲକ ଜେମାଦେଇପୁର ପାଟଣା ପଞ୍ଚାୟତ ତଳପାଟଣା ଗଁାର ଗୋଡିପୋଖରୀକୁ ଜେସିବି ଖୋଳୁଛି। ଏଠାରେ ପୋଖରୀର କାର୍ଯ୍ୟ ଦିନ ବେଳା କରା ନ ଯାଇ ରାତିରେ କରାଯାଉଛି। ଫଟୋ ଓ ଭିଡିଓ ଉତ୍ତୋଳନ କରିବା ରାତିରେ ସହଜ ହେବ ନାହିଁ ବିଚାର କରାଯାଇ ଏପରି ନିଷ୍ପତ୍ତି ନିଆଯାଇଛି। ପୁଣି ରାତିରେ ପୋଖରୀ ପାଖକୁ କିଏ ବା କାହିଁକି ଯାଉଛି ଏକ ଟିମ୍‌ ଅନୁଧ୍ୟାନ କରୁଛି ବୋଲି ଅଭିଯୋଗ ହୋଇଛି। ଏ ନେଇ ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବଙ୍କ ନିକଟରେ ଅଭିଯୋଗ ହୋଇଛି। ଅନ୍ୟପକ୍ଷେ ଏହି ପଞ୍ଚାୟତରେ ଗୋଡିପୋଖରୀକୁ ମିଶାଇ ରାତିରେ ୨ଟି ପୋଖରୀର ଖନନ ଜେସିବି କରୁଛି। ଏ ସମ୍ପର୍କରେ କାହାକୁ ନ ଜଣାଇବା ପାଇଁ ପାଟି ଚୁପ କରାଯାଇଥିବା ଅଭିଯୋଗ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri