ପୋଖରୀରେ ଫସିଗଲେ ମନ୍ତ୍ରୀ, ବାହାର କରିବାକୁ ଲୋଡା ପଡିଲା ଜେସିବି, ଦେଖନ୍ତୁ ମଜାଦାର ଭିଡିଓ

କୋହିମା,୧୦।୨: ପୋଖରୀରେ ଫସିଗଲେ ମନ୍ତ୍ରୀ। ଯେତେ ଚେଷ୍ଟା କରି ମଧ୍ୟ ବାହାରି ପାରିଲେନି। ଏତେ ଓଜନ ଯେ ପାଣିରୁ ଉଠିବା ବି ମୁସ୍କିଲ ହୋଇପଡିଲା। ଶତଚେଷ୍ଟା କରି ମଧ୍ୟ ପାଖରେ ଥିବା ସହକର୍ମୀ ମଧ୍ୟ ସାହାଯ୍ୟ କରିପାରିଲେନି। ଶେଷରେ ଲୋଡା ପଡିଲା ଜେସିବି। ଯାହାକୁ ଦେଖି ମନ୍ତ୍ରୀ ବି କହିଲେ, ଜେସିବିର ଭେଳା ବୁଡିଲା। ଆଜି ତା’ର ଭାଗ୍ୟ ପରୀକ୍ଷା।

ମନ୍ତ୍ରୀ ଜଣକ ହେଉଛନ୍ତି ନାଗାଲାଣ୍ଡ ପର୍ଯ୍ୟଟନ ମନ୍ତ୍ରୀ ତଥା ଭାଜପା ନେତା ତେମଜେନ ଇମାନ ଆଲୋଙ୍ଗ। ନିଜର ମଜାଦାର ଅନ୍ଦାଜ ଓ ମଜାଳିଆ ଭିଡିଓ ପାଇଁ ସେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି । ଏବେ ପୁଣିଥରେ ତାଙ୍କର ଏକ ଭିଡିଓ ଭାଇରାଲ ହୋଇଛି। ସୋସିଆଲ ମିଡିଆରେ ସେ ନିଜର ଏକ ମଜାଳିଆ ଭିଡିଓ ପୋଷ୍ଟ କରିଛନ୍ତି।

ସୂଚନା ଥାଉ କି, ଭାଇରାଲ ଭିଡିଓରେ ତେମଜେନ ପୋଖରୀରେ ଫସି ଯାଇଛନ୍ତି। ଯେତେ ଚେଷ୍ଟା ପରେ ତାଙ୍କୁ ବାହାର କରିବା ମୁସ୍କିଲ ହୋଇପଡିଛି । ଶେଷରେ ତାଙ୍କୁ ଜେସିବି ଆସି ଉଠାଯାଉଛି। ତାଙ୍କର ଲପରି କାରନାମାକୁ ସେ ଭିଡିଓରେ କଏଦ କରି ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି। ଯେଉଁଥିରେ ସେ କହିଛନ୍ତି, ଆଜି ଜେସିବିର ଭାଗ୍ୟ ପରୀକ୍ଷା । ମୁଁ ସବୁଠୁ ବଡ ମାଛ । ପାଣିରେ ପଡି ଆକ୍ତାମାକ୍ତ ହୋଇଗଲି।
ତେବେ ଦୀର୍ଘସମୟର କସରତ ପରେ ସେ ପାଣିରୁ ବାହାରିଥିଲେ। ଆଉ ବାହାରିବା ପରେ ସେ ପ୍ରଥମେ ତାଙ୍କ ଚୌକିକୁ ଖୋଜିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସଂଶୋଧନ ହେଲା ୬୪ ସ୍ଥାନର ଇଂଲିଶ ବନାନ, ତାଲିକାରେ…

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ଅନୁଷ୍ଠିତ ହୋଇଥିବା କ୍ୟାବିନେଟ୍‌ ବୈଠକରେ ଓଡ଼ିଶାର ଯେଉଁ କେତେଗୁଡ଼ିଏ ସ୍ଥାନର ଇଂଲିଶ ବନାନ୍‌ ଭୁଲ୍‌ ଅଛି ତାକୁ ବଦଳାଇବା…

ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ…

ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ…

ଜଙ୍ଗଲରୁ ମିଳିଲା ଯୁବତୀଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର,ଆତ୍ମହତ୍ୟା ନା ହତ୍ୟା ବଢିଲା ସସ୍‌ପେନ୍ସ

ପଟ୍ଟାଙ୍ଗି,୨୨।୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପେଟୁରୁ ପଞ୍ଚାୟତ ଅନ୍ତର୍ଗତ କପାଟିଗୁଡା ଜଙ୍ଗଲରୁ ସନ୍ଦେହଜନକ ଭାବେ ଯୁବତୀଯୁବକଙ୍କ ମୃତଦେହ ସୁଙ୍କି ପୋଲିସ ଉଦ୍ଧାର…

ଟ୍ରାକ୍ଟର ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ : ମୃତ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି

ଲାଞ୍ଜିଗଡ଼,୨୨।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ଘଟଣା ଘଟିଛି। ନିଜେ ଚଳାଉଥିବା ଟ୍ରାକ୍ଟର ଚକରେ ଚାପିହୋଇ ଡ୍ରାଇଭରଙ୍କ…

ନାବାଳିକାଙ୍କୁ ବ୍ଲାକମେଲ କରି ଦୀର୍ଘଦିନ ଧରି ଶୋଷଣ କରୁଥିଲେ ନାବାଳକ, ଅଭିଯୋଗ ପରେ ନାବାଳକଙ୍କୁ …

ପାରଳାଖେମୁଣ୍ଡି, ୨୨।୬(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ଜଣେ ନାବାଳିକାଙ୍କ ଅଭିଯୋଗକୁ ଆଧାର କରି ପୋକ୍ସୋ ଆଇନ ଅନୁଯାୟୀ ଏକ ମାମଲା ରୁଜୁ…

ଅତର ବ୍ୟବସାୟୀଙ୍କୁ ଠକେଇ, ଅସଲି ନେଇ ନକଲି ଦେଇଦେଲେ, ଠକିନେଲେ ଏତେ କୋଟି ଟଙ୍କା

ଛତ୍ରପୁର, ୨୨।୬( ଦିଲ୍ଲୀପ ସାମଲ): ଅତି ଚତୁରତା ସହ ବ୍ଲୁ ପ୍ରିଣ୍ଟ କରି ଫିଲ୍ମ ଷ୍ଟାଇଲରେ ହୋଇଛି କିଆ ଅତର ଠକେଇ । ଲକ୍ଷ କି ଦୁଇ…

ଲଭ,ସେକ୍ସ, ଧୋକ୍କା: ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ଜେଲଗଲେ ଅଭିଯୁକ୍ତ ଡାକ୍ତର

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଡେଙ୍ଗାଓସ୍ତା ଗ୍ରାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଅବିନାଶ ମହାନ୍ତିଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri