ଜେସିବି, ମୋରମ୍‌ ବୋଝେଇ ଟ୍ରାକ୍ଟର ଜବତ

ମୋରଡ଼ା,୩୧।୮(ସ୍ମାରକ ମାଜୀ): ମୟୁରଭଞ୍ଜ ଜିଲା ମୋରଡ଼ା ତହସିଲ ଅଧୀନ କୋହି ପଞ୍ଚାୟତ ପ୍ରତାପଚନ୍ଦ୍ରପୁର ଅଞ୍ଚଳରେ ସୁବର୍ଣ୍ଣରେଖା କେନାଲ ରାସ୍ତା ନିର୍ମାଣ କାମ କରାଯାଉଛି। ଏନେଇ ଏକ ଘରୋଇ ଠିକା ସଂସ୍ଥା ବେଆଇନ ଭାବେ ସରକାରୀ ଜାଗାରୁ ମୋରମ୍‌ ଉତ୍ତୋଳନ କରୁଥିବା ବିଭାଗୀୟ ଅଧିକାରୀଙ୍କୁ ଖବର ମିଳିଥିଲା। ଏନେଇ ମୋରଡ଼ା ତହସିଲଦାର ଅନନ୍ତ କୁମାର ହାଁସଦା, ମୋହନପୁର ରାଜସ୍ବ ନିରୀକ୍ଷକ ଏବଂ ଚିତ୍ରଡ଼ା ଫାଣ୍ଡି ଅଧିକାରୀ ନିରଞ୍ଜନ ସୋରେନ ଘଟଣାସ୍ଥଳରେ ଚଢାଉ କରି ତଦନ୍ତ ଆରମ୍ଭ କରିଥିଲେ। ତଦନ୍ତ ପରେ ଅଧିକାରାମାନେ ବେଆନ ମୋରମ୍‌ ଚାଲାଣ ଅଭିଯୋଗରେ ଘଟଣାସ୍ଥଳରୁ ଏକ ଜେସିବି ମେଶିନ ସହ ୨ଟି ମୋରମ୍‌ ବୋଝେଇ ଟ୍ରାକ୍ଟର(ନଂ.ଓଡ଼ି୦୯-୦୨୭୨୩ ଏବଂ ଓଡ଼ି୦୯କ୍ୟୁ-୨୭୨୨) ଜବତ କରିଛନ୍ତି। ଜବତ ଟ୍ରାକ୍ଟରକୁ ଚିତ୍ରଡ଼ା ଫାଣ୍ଡିରେ ଜିମା ଦିଆଯାଇଥିବା ତହସିଲଦାର ଅନନ୍ତ କୁମାର ହାଁସଦା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ଗର୍ଜିଲେ ଦିଦି, ଭାଜପାକୁ ଟାର୍ଗେଟ କରି କହିଲେ ନନଭେଜ୍…..

ନୂଆଦିଲ୍ଲୀ,୨୯।୩:  ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସମସ୍ତ ରାଜନୈତିକ ଦଳ ସେମାନଙ୍କର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଶାସକ ତୃଣମୂଳ କଂଗ୍ରେସ (TMC) ପକ୍ଷରୁ ମୁଖ୍ୟମନ୍ତ୍ରୀ…

ଯୁଦ୍ଧ ଭିତରେ ପାକିସ୍ତାନକୁ ଲାଗିଲା ଶକ୍ତ ଝଟକା!

ଇସଲାମାବାଦ,୨୯।୩: ପାକିସ୍ତାନ ସରକାର କ୍ରମାଗତ ପଞ୍ଚମ ଥର ପାଇଁ ବିମାନ ଇନ୍ଧନର ମୂଲ୍ୟ ବୃଦ୍ଧି କରିଛନ୍ତି। ଏହି ବୃଦ୍ଧି ଗତ ୨୮ ଦିନ ମଧ୍ୟରେ ଘଟିଛି ଏବଂ…

ଜମି ବିବାଦ ତୁଟାଇବା ପାଇଁ RI ନେଉଥିଲେ ୩୦ ହଜାର ଟଙ୍କା, ମାଡ଼ି ବସିଲା ଭିଜିଲାନ୍ସ ଟିମ୍

କଟକ,୨୯।୩: ଭିଜିଲାନ୍ସ ଜାଲରେ କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ରାଜସ୍ୱ ନୀରିକ୍ଷକ । ଆରଆଇ ଅଧିକାରୀ ରାଜାରାମ ବିନ୍ଦ୍ରା ଲାଞ୍ଚ ନେବା ବେଳେ ଧରିଛି ଭିଜିଲାନ୍ସ ବିଭାଗ ।…

ଆଇପିଏଲ୍‌ ଆରମ୍ଭରୁ ବଡ଼ ବିବାଦ: RCB vs SRH ମ୍ୟାଚ୍‌ରେ ଏମିତି କ’ଣ ହେଲା ଯାହାକୁ ନେଇ ଏବେ ବଢୁଛି ହଙ୍ଗାମା…

ନୂଆଦିଲ୍ଲୀ,୨୯।୩: ଶନିବାରଠାରୁ ଆରମ୍ଭ ହୋଇଥିବା IPL 2026ର ଉଦ୍‌ଘାଟନୀ ମ୍ୟାଚ୍‌ ଯେତିକି ରୋମାଞ୍ଚକର ଥିଲା, ସେତିକି ବିବାଦୀୟ ମଧ୍ୟ ହୋଇପଡ଼ିଛି। RCB ଏବଂ SRH ମଧ୍ୟରେ ଖେଳାଯାଇଥିବା…

‘ନୋ କିଙ୍ଗସ୍‌’ ଆନ୍ଦୋଳନରେ ଦୋହଲି ଗଲାଣି ଆମେରିକା, ଗାଦିଚ୍ୟୁତ ହେବେ ଟ୍ରମ୍ପ!

ଓ୍ବାଶିଂଟନ,୨୯।୩: ଆମେରିକା ବର୍ତ୍ତମାନ ଦୁଇଟି ପ୍ରମୁଖ ମୋର୍ଚ୍ଚା ସହିତ ସଂଘର୍ଷ କରୁଛି। ଗୋଟିଏ ପଟେ, ପଶ୍ଚିମ ଏସିଆରେ ଇରାନ ବିରୁଦ୍ଧରେ ଚାଲିଥିବା ସଂଘର୍ଷରେ ହଜାର ହଜାର ଲୋକଙ୍କ…

ଯାଜପୁରର ଆକର୍ଷଣ ପାଲଟିବ ୧୨୩ ଫୁଟ ଉଚ୍ଚର ଧ୍ୟାନମଗ୍ନ ଶିବ ମୂର୍ତ୍ତି

ଧର୍ମଶାଳା,୨୯ା୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ପବିତ୍ର ବୈତରଣୀ ନଦୀକୂଳରେ ସୁଉଚ୍ଚ ଧ୍ୟାନମଗ୍ନ ଶିବ ମୂର୍ତ୍ତି ନିର୍ମାଣ କାର୍ଯ୍ୟ କେବେ ଶେଷ ହେବ ତାକୁ ନେଇ ପ୍ରଶ୍ନ ଉଠିଛି।…

ବାଃରେ ପାକିସ୍ତାନ! ନସୀମ ଶାହଙ୍କୁ ଏକ କଠୋର ଦଣ୍ଡ ଦେବାକୁ ପ୍ରସ୍ତୁତ ଦେଶ

ଇସଲାମାବାଦ,୨୯।୩: ପାକିସ୍ତାନରେ, କେବେବି କ’ଣ ଘଟିବ ତାହା କେହି ପୂର୍ବାନୁମାନ କରିପାରିବେ ନାହିଁ। ଦେଶଟି ଅଜବ ନିଷ୍ପତ୍ତି ନେବା ଏବଂ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିବାରେ ଲିପ୍ତ ହେବା…

ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି

ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri