Posted inଜାତୀୟ

ଭାଜପା ସହ ଏକାଠି କାମ କରିବ ଜେଡିଏସ୍‌: କୁମାରସ୍ବାମୀ

ନୂଆଦିଲ୍ଲୀ,୨୨ା୭: କର୍ନାଟକର ସ୍ବାର୍ଥ ପାଇଁ ଜେଡିଏସ୍‌ ଭାଜପା ସହ ଏକାଠି ବିରୋଧୀ ଦଳ ଭାବେ କାର୍ଯ୍ୟ କରିବାକୁ ନିଷ୍ପତ୍ତି ନେଇଥିବା ଏହାର ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀ ଶୁକ୍ରବାର ଘୋଷଣା କରିଛନ୍ତି। ଦଳ ସମ୍ପର୍କରେ ଚୂଡ଼ାନ୍ତ ନିଷ୍ପତ୍ତି ନେବାକୁ ଅଧ୍ୟକ୍ଷ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବେଗୌଡ଼ା ତାଙ୍କୁ କ୍ଷମତା ଦେଇଥିବା କୁମାରସ୍ବାମୀ କହିଛନ୍ତି। ୨୦୨୪ ଲୋକ ସଭା ନିର୍ବାଚନରେ ଜେଡିଏସ୍‌ ଏନ୍‌ଡିଏ ମେଣ୍ଟରେ ସାମିଲ ହେବା ସମ୍ଭାବନା ସମ୍ପର୍କରେ ରିପୋର୍ଟ ପ୍ରକାଶ ପାଇଛି। ଗୁରୁବାର ରାତିରେ ଜେଡିଏସ୍‌ ବିଧାୟକ ଦଳ ବୈଠକରେ ହୋଇଥିବା ଆଲୋଚନା ସମ୍ପର୍କରେ ପ୍ରଶ୍ନ୍‌ କରାଯିବାରୁ କୁମାରସ୍ବାମୀ କହିଥିଲେ, ବିଧାନସଭା ଭିତରେ ଓ ବାହାରେ ଭାଜପା ଏବଂ ଜେଡିଏସ୍‌ ବିରୋଧୀ ଦଳ । ରାଜ୍ୟର ସ୍ବାର୍ଥ ପାଇଁ ସେମାନେ ଏକାଠି କାମ କରିବାକୁ ନିଷ୍ପତ୍ତି ହୋଇଛି। ଜେଡିଏସ୍‌ର ନୈରାଶ୍ୟଜନକ ପ୍ରଦର୍ଶନ ପରେ ଏବେ ସାଂଗଠନିକ ପରିବର୍ତ୍ତନ ଯୋଜନା ହେଉଛି। ପାର୍ଲାମେଣ୍ଟ ନିର୍ବାଚନ ଆଉ ୧୧ ମାସ ରହିଛି। ଏନ୍‌ଡିଏ ସହ ଏକାଠି ନିର୍ବାଚନ ଲଢ଼ିବା ନେଇ ସେତେବେଳେ ନିଷ୍ପତ୍ତି ନିଆଯିବ ବୋଲି କୁମାରସ୍ବାମୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ କାଠଫାଳିଆରେ ପିଟିପିଟି ଲହୁଲୁହାଣ କଲେ ପୁଅ: ଆଉ ତା’ପରେ ଘଟିଲା…

ଉଦଳା,୨୫।୬(ସନ୍ତୋଷ କୁମାର ବାଛିନି): ଜନ୍ମ କଲା ପୁଅ ସାଜିଲା ଅମଣିଷ। ଅତି ନିର୍ମମ ଭାବେ ମା’ଙ୍କୁ ବାଡେଇ ଲହୁଲୁହାଣ କଲେ ପୁଅ। ନିଶା ଖାଇ ଆସି କାଠ…

ଘରୁ ଡାକି ନେଇ ଯୁବକଙ୍କୁ ହତ୍ୟା ଅଭିଯୋଗ, ଥାନା ଘେରାଉ କଲେ ୨ଶହରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ଧାମନଗର,୨୬।୬ (କାଳନ୍ଦି ବେହେରା): ଚାନ୍ଦବାଲି ବ୍ଲକ ଅଧୀନ ଓଳଗ ପଞ୍ଚାୟତର ଷାଠିବାଙ୍କୁଡା ଗାଁରେ ଜଣେ ଯୁବକଙ୍କୁ ଘରୁ ଡାକି ନେଇ ହତ୍ୟା କରାଯାଇଥିବା ନେଇ ପରିବାର ଓ…

ସୁନା ଦର ବୃଦ୍ଧିରୁ ‘ଫିଫା ଟ୍ରଫି’ ମୂଲ୍ୟ ୨ ଗୁଣରୁ ଅଧିକ

ନୂଆଦିଲ୍ଲୀ,୨୬।୬(ପି.ଟି.): ବିଶ୍ୱ ବଜାରରେ ସୁନା ଦରର ପ୍ରବଳ ବୃଦ୍ଧି ଯୋଗୁ ଫିଫା ବିଶ୍ୱକପ୍‌ ଟ୍ରଫିର ଧାତବ ବଜାର ମୂଲ୍ୟରେ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି । ଆର୍ଥିକ…

ଗେଟ୍‌କୁ ବି ଛାଡିଲେନି, ଅର୍ଦ୍ଧନିର୍ମିିତ କଲ୍ୟାଣ ମଣ୍ଡପର ସାମ୍ନା ଗେଟ୍‌କୁ ଚୋରି କରିନେଲେ, ଧରାପଡିବା ପରେ…

ଛତ୍ରପୁର, ୨୬।୬(ଦିଲ୍ଲୀପ ସାମଲ): ଏକ ଚୋରି ମାମଲାରେ ସାମଗ୍ରୀ ଜବତ ସହିତ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଛତ୍ରପୁର ଥାନା ପୋଲିସ…

ଧର୍ମେନ୍ଦ୍ର ପ୍ରଧାନକୁ ଜନ୍ମଦିନ ଉପହାର ପଠାଇଲେ ଅଭିଜିତ୍ ଦୀପକେ, ପ୍ଲିଜ ଆପଣ…

ନୂଆଦିଲ୍ଲୀ, ୨୬।୬: ‘କକ୍ରୋଚ୍ ଜନତା ପାର୍ଟି’ ଲଗାତାର ଷଷ୍ଠ ଦିନ ପାଇଁ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ପ୍ରତିବାଦ ଜାରି ରଖିଛି । CJP ପ୍ରତିଷ୍ଠାତା ଅଭିଜିତ୍…

ପାପ କରିନ୍ତି ଧର୍ମେନ୍ଦ୍ର ପ୍ରଧାନ, ଇସ୍ତଫା ଦିଅନ୍ତୁ: ଖେରା

ଭୁବନେଶ୍ୱର,୨୬।୬(ରବିନାରାୟଣ ଜେନା):ସାଧାରଣ ପରୀକ୍ଷା କିଭଳି କରାଯାଏ ତାହା ଜଣା ନ ଥିବା ଲୋକ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ଜ୍ଞାନ ବାଣ୍ଟୁଛନ୍ତି। ପୁଣି ଯାହାଙ୍କ ଡିଗ୍ରୀ ଉପରେ ପ୍ରଶ୍ନବାଚୀ ଚି଼ହ୍ନ…

ମୁହଁ ଖୋଲିଲେ ସିୟା ଅଗ୍ରଓ୍ବାଲ୍‌ଙ୍କ ପିତା: ଯଦି ମୋ ଝିଅ କେତନଙ୍କୁ ମାରିଛି ତେବେ…

ପୁଣେ,୨୬।୬: ମହାରାଷ୍ଟ୍ରର ପୁଣେରେ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ମୃତ୍ୟୁ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ପ୍ରେମିକା ସିୟା ଗୋୟଲ ଏବଂ ତାଙ୍କ ପ୍ରେମିକ…

ବଲାଙ୍ଗୀରରେ ବଡ଼ ଧରଣର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ମାର୍କେଟ କମ୍ପ୍ଲେକ୍ସ

ବଲାଙ୍ଗୀର,୨୬ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡା ଠାରେ ଥିବା ଏକ ଘରୋଇ ମାର୍କେଟ କମ୍ପ୍ଲେକ୍ସରେ କୌଣସି କାରଣରୁ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡରେ ୮ରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri