Posted inଜାତୀୟ

ଭାଜପାକୁ ସମର୍ଥନ ଜଣାଇଲେ ୬ ଜେଡିୟୁ ବିଧାୟକ

ନୂଆଦିଲ୍ଲୀ,୧୨।୩: ମଣିପୁର ବିଧାନସଭା ନିର୍ବାଚନରେ ଭାଜପା ସଂଖ୍ୟାଗରିଷ୍ଠତା ହାସଲ କରି ଦ୍ୱିତୀୟ ଥର ସରକାର ଗଢ଼ିବାକୁ ଯାଉଥିବାବେଳେ ଶନିବାର ସଂଯୁକ୍ତ ଜନତା ଦଳ (ଜେଡିୟୁ)ର ୬ ବିଧାୟକ ଏହାକୁ ସମର୍ଥନ ଜଣାଇଛନ୍ତି। ମଣିପୁର ଜନସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଭାଜପା ସରକାରକୁ ସମର୍ଥନ ଦେବାକୁ ଜେଡିୟୁ ନିଷ୍ପତ୍ତି ନେଇଥିବା କହିଛି। ୬ ନବନିର୍ବାଚିତ ଜେଡିୟୁ ବିଧାୟକ ଖୁମୁକ୍‌ଚାମ ଜୟକିଷାନ ସିଂଙ୍କୁ ସେମାନଙ୍କ ନେତା ନିର୍ବାଚିତ କରିଛନ୍ତି। ୬୦ ଆସନ ବିଶିଷ୍ଟ ମଣିପୁର ବିଧାନସଭା ନିର୍ବାଚନରେ ଭାଜପା ୩୨ ଆସନରେ ବିଜୟୀ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କୁ ବଡ଼ ଝଟକା: ୨୮ ବର୍ଷର ଇତିହାସରେ ଯାହା ଘଟିନଥିଲା ତାହା ଘଟିଲା…

ନୂଆଦିଲ୍ଲୀ,୪।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରେ, ତୃଣମୂଳ କଂଗ୍ରେସ (TMC) ଏବଂ ମମତା ବାନାର୍ଜୀ ପାଇଁ ଏକ ବଡ଼ ରାଜନୈତିକ ସଙ୍କଟ ଦେଖାଦେଇଛି। ୨୮ ବର୍ଷର ଇତିହାସରେ…

ଚମକାଇଲା ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି, କୋର୍ଟରେ ଏବେ ଏଆଇରେ ହେବ ସବୁ କାମ

ନୂଆଦିଲ୍ଲୀ,୪।୬: ସୁପ୍ରିମକୋର୍ଟଙ୍କ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (AI) କମିଟି ‘ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ୟୁସେଜ ଇନ କୋର୍ଟସ ୨୦୨୬’ (Artificial Intelligence Usage in Courts 2026) ର ଏକ…

ଖୋଲିଲା କେନ୍ଦ୍ରର ପାଣ୍ଠି: ଓଡ଼ିଶା ସମେତ ୫ ରାଜ୍ୟ ପାଇଁ ବଡ଼ ଘୋଷଣା କଲେ ମୋଦି ସରକାର

ନୂଆଦିଲ୍ଲୀ,୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଦିଲ୍ଲୀ-ଏନସିଆର ଅଞ୍ଚଳରେ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ପୁରୁଣା…

ବିଲରେ କାମ କରୁଥିବାବେଳେ ହେଲା ବଜ୍ରପାତ, ଟଳିପଡ଼ିଲେ ଚାଷୀ

ଗଜପତି,୪ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ରମ୍ପା ପଞ୍ଚୟତ ଆମ୍ବାଜେରି ଗ୍ରାମରେ ବଜ୍ରପାତରେ ଜଣେ ଚାଷୀଙ୍କ ଜୀବନ ଯାଇଛି। ମୃତ ଚାଷୀ ଜଣକ ହେଲେ ନାରାୟଣ…

ମାଗଣା ଚାର୍ଜିଂ କରିବା କର୍ମଚାରୀଙ୍କ ନିତିଦିନିଆ ଅଭ୍ୟାସ, ବିଭାଗକୁ ବିଲ୍‌ ବାବଦରେ ଲକ୍ଷାଧିକ ଟଙ୍କା ପୈଠ

ହାଟଡ଼ିହୀ,୪l୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ରେ କାର୍ଯ୍ୟରତ କର୍ମଚାରୀମାନେ ମାଗଣାରେ ନିଜ ନିଜର ୨ ଏବଂ ୪ ଚକିଆ ବିଦ୍ୟୁତ୍‌ଚାଳିତ ଗାଡ଼ିର ବ୍ୟାଟେରି ଚାର୍ଜିଂ କରୁଛନ୍ତି।…

ବରିଷ୍ଠ ଚଳଚ୍ଚିତ୍ର ନିର୍ମାତାଙ୍କ ପରଲୋକ, ଗଢ଼ିଥିଲେ ଅକ୍ଷୟ କୁମାର-ଗୋବିନ୍ଦାଙ୍କ କ୍ୟାରିୟର

ନୂଆଦିଲ୍ଲୀ,୪ା୬: ବଲିଉଡରୁ ଦୁଃଖଦ ଖରାପ ଖବର ଆସିଛି । ଚଳଚ୍ଚିତ୍ର ଶିଳ୍ପ ଆଉ ଜଣେ ପ୍ରତିଷ୍ଠିତ ବ୍ୟକ୍ତିଙ୍କୁ ହରାଇଛି । ଚଳଚ୍ଚିତ୍ର ପ୍ରଯୋଜକ ଏବଂ କେନ୍ଦ୍ରୀୟ ଚଳଚ୍ଚିତ୍ର ପ୍ରମାଣନ…

ଜଣାପଡିଲା କିଏ ଫସାଇଲା ମମତାଙ୍କୁ? ପଶ୍ଚିମବଙ୍ଗ ରାଜନୀତିରେ ଚହଳ!

କୋଲକାତା,୪।୬: ରୀତାବ୍ରତ ବାନାର୍ଜୀଙ୍କ ନେତୃତ୍ୱରେ ବିଧାୟକମାନଙ୍କର ଏକ ଗୋଷ୍ଠୀ ଦ୍ୱାରା ବଡ଼ ବିଦ୍ରୋହର ଖବର ପରେ ଟିଏମସି (TMC) ମଧ୍ୟରେ ରାଜନୈତିକ ହଲଚଲ ତେଜିବାରେ ଲାଗିଛି। ପଶ୍ଚିମବଙ୍ଗ…

ଶେଷ ହେଲା ଅପେକ୍ଷା! କେରଳମ୍ ଛୁଇଁଲା ମୌସୁମୀ, ଏହି ରାଜ୍ୟରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଆଲର୍ଟ

ନୂଆଦିଲ୍ଲୀ,୪।୬: କେରଳମ୍ ଛୁଇଁଲା ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମେ’୨୬ ମୌସୁମୀ କେରଳମ୍ ଛୁଇଁବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri