Posted inଫୁରସତ

ବିହାର ନିର୍ବାଚନ ଆଗରୁ ଚର୍ଚ୍ଚାରେ ଏହି ନେତ୍ରୀ: ପ୍ରଚାର ବେଳେ ପିନ୍ଧୁଛନ୍ତି ମାସ୍କରୁ ଆରମ୍ଭ କରି ଚପଲ ପର୍ଯ୍ୟନ୍ତ ମ୍ୟାଚିଂ; ପଚାରିଲେ..

ପାଟଣା: ଆସୁଛି ବିହାର ବିଧାନସଭା ନିର୍ବାଚନ। ଏହାକୁ ନେଇ ରାଜନୈତିକ ହଟଚମଟ ଆରମ୍ଭ ହେବାରେ ଲାଗିଲାଣି। ମହାମାରୀ କରୋନା ଏବେ ବି ଥିବାରୁ ସତର୍କତାର ସହ ପ୍ରଚାର କ୍ଷେତ୍ରକୁ ଓହ୍ଲାଇଛନ୍ତି ବିଭିନ୍ନ ଦଳର ନେତା। ଏହି କ୍ରମରେ ଚର୍ଚ୍ଚାରେ ରହିଛନ୍ତି ପ୍ଲୁରାଲ୍ସ ପାର୍ଟିର ପ୍ରତିଷ୍ଠାତା ତଥା ନିଜକୁ ମୁଖ୍ୟମନ୍ତ୍ରୀ ପଦର ଦାବିଦାର କହୁଥିବା ପୁଷ୍ପମ ପ୍ରିୟା ଚୌଧୁରୀ।

ନିର୍ବାଚନ ପ୍ରଚାରରେ ପୁଷ୍ପମଙ୍କର ଲୁକ୍‌ ଚର୍ଚ୍ଚାରେ ରହିଛି। ସେ ସବୁବେଳେ କଳା ରଙ୍ଗର ପୋଷାକରେ ନଜର ଆସୁଛନ୍ତି। କଳା ରଙ୍ଗର ମାସ୍କ ସାଙ୍ଗକୁ ଚପଲ, ଘଣ୍ଟା, ମୋବାଇଲ ଆଦି ସମାନ ରଙ୍ଗର ରହିଛି। ତେବେ ଖବରଦାତାମାନେ ତାଙ୍କୁ ଏହା ପଛର କାରଣ ପଚାରିବାରେ ସେ କହିଥିଲେ, ଏହାର ଉତ୍ତର ନାହିଁ। ଆପଣ ପ୍ରଥମେ କୁହନ୍ତୁ ରାଜନେତାମାନେ କାହିଁକି ଧଳା ରଙ୍ଗର ପୋଷାକ କାହିଁକି ପିନ୍ଧନ୍ତି। ତାଙ୍କ ମତରେ ନେତାଙ୍କ ପାଇଁ କୌଣସି ଡ୍ରେସ୍‌ କୋର୍ଡ ରହିବା ଅନାବଶ୍ୟକ। ଯାହାକୁ ଯାହା ପସନ୍ଦ ସେ ତାହା ପିନ୍ଧିବା ଉଚିତ ବୋଲି ପୁଷ୍ପମ କହିଛନ୍ତି।

କହିରଖୁଚୁ, ପୁଷ୍ପମ ଜନତା ଦଳ(ୟୁନାଇଟେଡ୍‌)ର ନେତା ଏବଂ ବିଧାନପରିଷଦର ସଦସ୍ୟ ରହିଥିବା ବିନୋଦ ଚୌଧୁରୀଙ୍କ ଝିଅ। ସେ ଦରଭଙ୍ଗାରେ ରହୁଛନ୍ତି। ଲଣ୍ଡନରୁ ସେ ନିଜର ମାଷ୍ଟର ଡିଗ୍ରୀ ପଢ଼ା ସାରିଛନ୍ତି। ଏବେ ସେ ପ୍ଲୁରାଲ୍ସ ଦଳର ସେ ଅଧ୍ୟକ୍ଷ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନରଓ୍ବେକୁ ହରାଇ ସେମିଫାଇନାଲରେ ଇଂଲଣ୍ଡ

ମାୟାମି,୧୨ା୭: ଜୁଡେ ବେଲିଂଘମଙ୍କ ଡବଲ ଗୋଲ ବଳରେ ଚଳିତ ଫିଫା ବିଶ୍ୱକପ୍‌ର ତୃତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ୨-୧ ଗୋଲରେ ନରଓ୍ବେକୁ ପରାସ୍ତ କରି ସେମିଫାଇନାଲ…

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri