Posted inଜାତୀୟ

ଜେଡିୟୁ ନେତାଙ୍କୁ ଗୁଳି ମାରି ହତ୍ୟା

ପାଟନା,୨୯।୩: ବିହାରର ରାଜଧାନୀ ପାଟନାରେ ଶାସକ ଦଳର ଜେଡିୟୁ ନେତା ତଥା ଦାନାପୁର ମ୍ୟୁନିସିପାଲିଟି କାଉନସିଲର ଉପାଧ୍ୟକ୍ଷ ଦୀପକ କୁମାର ମେହେଟ୍ଟାଙ୍କୁ କିଛି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ସେ ଦାନାପୁରରୁ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ପ୍ରସ୍ତୁତ ହେଉଥିଲେ। ଏହି ସମୟରେ ତାଙ୍କୁ ଧମକ ମଧ୍ୟ ଦିଆଯାଉଥିଲା। ଦୁର୍ବୃତ୍ତମାନେ ତାଙ୍କ ଉପରକୁ ପାଞ୍ଚଟି ଗୁଳି ଚଳାଇଥିଲେ। ଏହି ମାମଲାରେ ମୃତକଙ୍କ ସମ୍ପର୍କୀୟମାନେ ସ୍ଥାନୀୟ ଅପରାଧୀଙ୍କ ନାମରେ ଅଭିଯୋଗ ଆଣିଛନ୍ତି। ତେବେ ଏପର୍ଯ୍ୟନ୍ତ କୌଣସି ଲିଖିତ ଅଭିଯୋଗ ହୋଇନାହିଁ। ଏଥି ସହିତ, ଏହି ଘଟଣା ପରେ ଜେଡିୟୁ ସଂସଦୀୟ ବୋର୍ଡ ଅଧ୍ୟକ୍ଷ ଉପେନ୍ଦ୍ର କୁଶୱା ଦୀପକ ମେହେଟ୍ଟାଙ୍କ ହତ୍ୟାକାରୀଙ୍କୁ ଶୀଘ୍ର ଗିରଫ କରିବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ହେବ ନାହିଁ ଯୁଦ୍ଧ? ଆମେରିକାର ସର୍ତ୍ତକୁ ପ୍ରତ୍ୟାଖ୍ୟାନ କଲା ଇରାନ, ଆଲୋଚନା ପାଇଁ ଭେଟିବାକୁ ମନା କଲା

ତେହରାନ,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସୁନିଶ୍ଚିତ କରିବା ପାଇଁ ମଧ୍ୟସ୍ଥତା ପ୍ରୟାସ ସ୍ଥଗିତ ରହିଛି। ଇରାନ ନିର୍ଦ୍ଧାରିତ ଆଲୋଚନାରେ ଅଂଶଗ୍ରହଣ କରିବାକୁ ସ୍ପଷ୍ଟ ମନା…

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…

ପଡ଼ିଆକୁ ହାତ ମିଳାଇବାକୁ ଆସିଥିଲେ ନେହେରା, ହେଲେ ଏମିତି କଲେ ବୈଭବ ସୂର୍ଯ୍ୟବଂଶୀ ଭିଡ଼ିଓ ଦେଖିଲେ ମନ ଖୁସି ହୋଇଯିବ

ନୂଆଦିଲ୍ଲୀ,୪।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗରେ ଏକ ଚମତ୍କାର ଆରମ୍ଭ କରିଥିବା ବୈଭବ ସୂର୍ଯ୍ୟବଂଶୀ ଶନିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ମଇଦାନକୁ…

୨୪ ଘଣ୍ଟାରେ ଆମେରିକାକୁ ବଡ଼ ଝଟକା ଦେଲା ଇରାନ

ତେହରାନ,୪।୪: ଗତ ପାଞ୍ଚ ସପ୍ତାହ ଧରି ଚାଲିଥିବା ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ଏବେ ସବୁଠାରୁ ବିପଜ୍ଜନକ ଏବଂ ଅନିଶ୍ଚିତ ପର୍ଯ୍ୟାୟରେ ପ୍ରବେଶ କରିଛି।…

ଆମେରିକାକୁ ଦୋହଲାଇ ଦେଲା ଇରାନ: ୨୪ ଘଣ୍ଟାରେ କଲା ଏମିତି କ୍ଷତି, ଭୁଲିହେବନି

ତେହରାନ,୪।୪: ଯୁକ୍ତରାଷ୍ଟ୍ର ଆମେରିକା ପାଇଁ ଗୁଡ ଫ୍ରାଇଡେ ଏକ ‘କଳା ଦିବସ’ ପାଲଟିଛି। ଇରାନ ଅତି କମରେ ଆମେରିକାର ଦୁଇଟି ଲଢ଼ୁଆ ବିମାନ, ପାଞ୍ଚଟି ଡ୍ରୋନ ଏବଂ…

ଖୋଲିବ କି ହର୍ମୁଜ୍ ପ୍ରଣାଳୀ? ଆମେରିକାର ରିପୋର୍ଟରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୪।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଆମେରିକୀୟ ଗୁଇନ୍ଦା ରିପୋର୍ଟରେ ଦାବି କରାଯାଇଛି ଯେ ଇରାନ ଶୀଘ୍ର ହର୍ମୁଜ୍ ପ୍ରଣାଳୀକୁ ପୁନର୍ବାର ଖୋଲିବାର ସମ୍ଭାବନା ନାହିଁ । ଏହାର…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri