Posted inଜାତୀୟ

ଜେଡିୟୁ ନେତାଙ୍କୁ ଗୁଳି ମାରି ହତ୍ୟା

ପାଟନା,୨୯।୩: ବିହାରର ରାଜଧାନୀ ପାଟନାରେ ଶାସକ ଦଳର ଜେଡିୟୁ ନେତା ତଥା ଦାନାପୁର ମ୍ୟୁନିସିପାଲିଟି କାଉନସିଲର ଉପାଧ୍ୟକ୍ଷ ଦୀପକ କୁମାର ମେହେଟ୍ଟାଙ୍କୁ କିଛି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ସେ ଦାନାପୁରରୁ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ପ୍ରସ୍ତୁତ ହେଉଥିଲେ। ଏହି ସମୟରେ ତାଙ୍କୁ ଧମକ ମଧ୍ୟ ଦିଆଯାଉଥିଲା। ଦୁର୍ବୃତ୍ତମାନେ ତାଙ୍କ ଉପରକୁ ପାଞ୍ଚଟି ଗୁଳି ଚଳାଇଥିଲେ। ଏହି ମାମଲାରେ ମୃତକଙ୍କ ସମ୍ପର୍କୀୟମାନେ ସ୍ଥାନୀୟ ଅପରାଧୀଙ୍କ ନାମରେ ଅଭିଯୋଗ ଆଣିଛନ୍ତି। ତେବେ ଏପର୍ଯ୍ୟନ୍ତ କୌଣସି ଲିଖିତ ଅଭିଯୋଗ ହୋଇନାହିଁ। ଏଥି ସହିତ, ଏହି ଘଟଣା ପରେ ଜେଡିୟୁ ସଂସଦୀୟ ବୋର୍ଡ ଅଧ୍ୟକ୍ଷ ଉପେନ୍ଦ୍ର କୁଶୱା ଦୀପକ ମେହେଟ୍ଟାଙ୍କ ହତ୍ୟାକାରୀଙ୍କୁ ଶୀଘ୍ର ଗିରଫ କରିବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଲଢିବେ ନାହିଁ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୨।୩: ଆସନ୍ତା ଲୋକ ସଭା ନିର୍ବାଚନକୁ ନେଇ ବହୁ ଆଲୋଚନା ଚାଲିଥିବା ବେଳେ ଏକ ଚମକାଇବା ଭଳି ଖବର ସାମ୍ନାକୁ ଆସିଛି। କ୍ରିକେଟରରୁ ନେତା ହୋଇଥିବା...

କ୍ରିକେଟ ପାଇଁ ରାଜନୀତିରୁ ଓହରିଗଲେ କି ଗମ୍ଭୀର

ନୂଆଦିଲ୍ଲୀ,୨।୩: ପୂର୍ବ ଦିଲ୍ଲୀରୁ ଭାଜପା ଏମ୍‌ପି ଗୌତମ ଗମ୍ଭୀର ଏଥର ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଶନିବାର ତାଙ୍କର ଏକ ଟୁଇଟ୍‌ ଏଭି...

ଫସିଗଲେ ଅଖିଳେଶ

ଲକ୍ଷ୍ନୌ,୨।୩: ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ଅଡୁଆରେ ପଡିଯାଇଛନ୍ତି। ତାଙ୍କ ରଣନୀତି ଓବିସି, ଦଳିତ ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟ ଉପରେ ବ୍ୟାକଫାୟାର ହୋଇଛି ଏବଂ...

ରାଜୀବ ଗାନ୍ଧୀଙ୍କ ଭଳି ରାହୁଲଙ୍କୁ ବୋମାରେ ଉଡାଇଦେବାକୁ ମିଳିଲା ସୂଚନା, ସ୍ବରାଷ୍ଟ୍ର ମନ୍ତ୍ରଣାଳୟ କହିଲା ବଢାଯାଉ ସୁରକ୍ଷା

ନୂଆଦିଲ୍ଲୀ,୨।୩: ମହାରାଷ୍ଟ୍ରର ନାଶିକ ପୋଲିସ ଇନପୁଟ ଗ୍ରହଣ କରିଛି ଯେ ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀଙ୍କୁ ତାଙ୍କ ପିତା ରାଜୀବ ଗାନ୍ଧୀଙ୍କ ପରି ବୋମା...

ରାଓ୍ବା ଇଡଲି ଅର୍ଡର କରି କାଫେରେ ଛାଡି ଦେଇଗଲେ ଆଇଇଡି ଭର୍ତ୍ତି ବ୍ୟାଗ, ଚିହ୍ନଟ ହେଲେ ବେଙ୍ଗାଲୁରୁ କାଫେ ବ୍ଲାଷ୍ଟର ଅଭିଯୁକ୍ତ

ବେଙ୍ଗାଲୁରୁ,୨।୩: ଶୁକ୍ରବାର ଅପରାହ୍ନରେ ବେଙ୍ଗାଲୁରୁର ରମେଶ୍ୱରମ କାଫେରେ ବିସ୍ଫୋରଣ ଘଟାଇଥିବା ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି। ଏ ସମ୍ପର୍କରେ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର କହିଛନ୍ତି ଯେ ସିସିଟିଭି...

‘ବଳାତ୍କାରୀଙ୍କୁ ନପୁଂସକ କରିବାକୁ ଆଗତ ହେଉ ଆଇନ’, ସରକାରଙ୍କ ପାଖରେ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୨।୩: ଦେଶରେ ମହିଳାଙ୍କ ପ୍ରତି ହେଉଥିବା ଅପରାଧକୁ ନେଇ ଅଲ ଇଣ୍ଡିଆ ମହିଲା କଂଗ୍ରେସ ମୁଖ୍ୟ ଅଳକା ଲାମ୍ବା ଉଦବେଗ ପ୍ରକାଶ କରିଛନ୍ତି। ବଳାତ୍କାର ମାମଲାକୁ...

ଅନନ୍ତ ଅମ୍ବାନୀଙ୍କ ବାହାଘରରେ ୧,୨୦୦ ଅତିଥି

ଜାମନଗର,୨।୩: ଭାରତର ଶ୍ରେଷ୍ଠ ଧନୀ ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ସାନପୁଅ ୨୮ ବର୍ଷୀୟ ଅନନ୍ତଙ୍କର ବିବାହ ତାଙ୍କ ଦୀର୍ଘଦିନର ବାନ୍ଧବୀ ରାଧିକା ମର୍ଚ୍ଚାଣ୍ଟ(୨୯)ଙ୍କ ସହ...

ଆମେ କ’ଣ ସବୁ ଏମ୍‌ପିଙ୍କ ଦେହରେ ଚିପ୍‌ ଲଗାଇବୁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨ା୩: ଦେଶର ସମସ୍ତ ଏମ୍‌ପି ଏବଂ ବିଧାୟକମାନଙ୍କ ଉପରେ ଡିଜିଟାଲି ନଜର ରଖିବା ପାଇଁ ସୁପ୍ରିମକୋର୍ଟରେ ଦାଏର ଏକ ଜନସ୍ବାର୍ଥ ମାମଲାକୁ ସିଜେଆଇ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri