Posted inଜାତୀୟ

ଜେଡିୟୁ ମହାସଚିବଙ୍କ ପୁଅ ଭାଜପାରେ ସାମିଲ

ଲକ୍ଷ୍ନୌ,୫ ।୧୨: ଜନତା ଦଳ ୟୁନାଇଟେଡ(ଜେଡିୟୁ)ର ରାଷ୍ଟ୍ରୀୟ ମହାସଚିବ କେସି ତ୍ୟାଗୀଙ୍କ ପୁଅ ଅମରିଶ ତ୍ୟାଗୀ ରବିବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ସାମିଲ ହୋଇଛନ୍ତି । ଉତ୍ତର ପ୍ରଦେଶ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ଓ ଭାଜପାର ବରିଷ୍ଠ ନେତା ଲକ୍ଷ୍ମୀକାନ୍ତ ବାଜପେୟୀ ଲକ୍ଷ୍ନୌରେ ତାଙ୍କୁୁ ଦଳର ସଦସ୍ୟତା ଦେଇଛନ୍ତି । ଅମରିଶ ତ୍ୟାଗୀ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଓ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିର୍ବାଚନ ମ୍ୟାନେଜମେଣ୍ଟ ସମ୍ଭାଳି ସାରିଛନ୍ତି । ଭାଜପାର ସଦସ୍ୟତା ଗ୍ରହଣ କରିବା ପରେ ଅମରିଶ କହିଛନ୍ତି ତାଙ୍କ ପରିବାରରେ ଲୋକତାନ୍ତ୍ରିକ ବ୍ୟବସ୍ଥା ରହିଛି ଓ ସେ ଯେକୌଣସି ପାର୍ଟିରେ ସାମିଲ ହେବାର ସ୍ୱାଧିନତା ରହିଛି । ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଙ୍କ କାମ ତାଙ୍କୁ ପ୍ରେରଣା ଦେଇଥିବାରୁ ସେ ଭାଜପାରେ ଯୋଗ ଦେବାକୁ ସ୍ଥିର କରିଥିବା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୯୬୭ ଦିନ ପରେ ଭାରତୀୟ କ୍ରିକେଟ୍‌ରେ ଘଟିବାକୁ ଯାଉଛି ଏମିତି: ନିଆରା ଦୃଶ୍ୟ ଦେଖିବାକୁ ଚାହିଁରହିଛନ୍ତି ପ୍ରଶଂସକ

ନୂଆଦିଲ୍ଲୀ,୧୩।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ଜୁଲାଇ ୧୪ରେ ବର୍ମିଂହାମର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚ ଏପରି ଏକ ଦୃଶ୍ୟ…

ଭାରତର କିଛି ବି ବିଗାଡ଼ି ପାରିବେନି ଶତ୍ରୁ; ରୁଷିଆ ଦେଲା ଏଭଳି ଅଫର, ଚାଇନା-ପାକିସ୍ତାନ ଶିବିରରେ କମ୍ପନ

ମସ୍କୋ ,୧୩।୭: ଭାରତର ଏୟାର ଡିଫେନ୍ସ ବ୍ୟବସ୍ଥାକୁ ଅଧିକ ଶକ୍ତିଶାଳୀ କରିବା ପାଇଁ ରୁଷିଆ ଏକ ବଡ଼ ପ୍ରସ୍ତାବ ଦେଇଛି। ନିଜର ସବୁଠାରୁ ଆଡଭାନ୍ସ ଏୟାର ଡିଫେନ୍ସ…

ଅଭିଯୋଗ ଶୁଣିଲେ ଜିଲାପାଳ ଆରକ୍ଷୀ ଅଧୀକ୍ଷକ: ସମସ୍ୟାର ମିଳିଲା ସମାଧାନ

ପୁରୁଷୋତ୍ତମପୁର, ୧୩।୭ (ସବିତା ମିଶ୍ର): ଗଞ୍ଜାମ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ସୋମବାର ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି।…

ରାମ ମନ୍ଦିର CEO ପଦବୀ ପାଇଁ ବାହାରିଲା ନିଯୁକ୍ତି: ଏହିସବୁ ଯୋଗ୍ୟତା ଥିବା ବ୍ୟକ୍ତି କରିପାରିବେ ଆବେଦନ

ନୂଆଦିଲ୍ଲୀ, ୧୩।୭ ଅଯୋଧ୍ୟା ରାମ ମନ୍ଦିରରେ ପ୍ରସାଦ ଚୋରି ହେବା ପ୍ରସଙ୍ଗ ଏବେ ଚର୍ଚ୍ଚାରେ ରହିଛି। ମନ୍ଦିରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ପଦବୀ ପାଇଁ ଆବେଦନ…

ନିର୍ବାହୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି: ୨୩ କୋଠରୀ ବିଶିଷ୍ଟ ୪ ମହଲା ଲଜ୍‌ ସହ ୮ଟି ପ୍ଲଟ୍‌ ଠାବ

କୋରାପୁଟ/ବଲାଙ୍ଗୀର, ୧୩।୭ (ଅମିତାଭ ବେହେରା/ସୁନିଲ କୁମାର ମହାନ୍ତି): ଓଡ଼ିଶା କନଷ୍ଟ୍ରକ୍ସନ୍ କର୍ପୋରେସନ୍‌ (OCCL)ର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର କିସପଟ୍ଟାଙ୍କ ବିରୋଧରେ ଆୟବହିର୍ଭୂତ ସମ୍ପତ୍ତି ଠାବ ଅଭିଯୋଗରେ…

୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା: ଏହି ସବୁ ଜିଲାରେ ୨୪ ଘଣ୍ଟାରେ…

ଭୁବନେଶ୍ୱର, ୧୩।୭: ୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା । ୨୪ ଘଣ୍ଟା ପାଇଁ ୧୪ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ତେବେ କେନ୍ଦୁଝର,…

ନିଜେ ରୋଲର ଚଲାଇ ଡ୍ରଗ୍ସ ନଷ୍ଟ କଲେ ମୁଖ୍ୟମନ୍ତ୍ରୀ: ୧୦ ଦିନ ମଧ୍ୟରେ ୪୭୨ କୋଟିର…

ଗୁଆହାଟୀ,୧୩।୭: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସର୍ମା ନାଲବାରୀ ଜିଲାର ଦୌଲାସାଲସ୍ଥିତ ୧୪ତମ ଆସାମ ପୋଲିସ ବାଟାଲିୟନରେ ଏକ ରାଜ୍ୟସ୍ତରୀୟ ନିଶା ନିବାରଣ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।…

ବଲାଙ୍ଗୀର ସହରର ବ୍ୟବସାୟୀଙ୍କ ମିଳୁନି ପତ୍ତା : କଲ୍ କଲେ ଫୋନ ସ୍ୱିଚ୍‌ ଅଫ୍‌

ବଲାଙ୍ଗୀର, ୧୩।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ପ୍ୟାଲେସ ଲାଇନ୍ ଅଞ୍ଚଳର ବାସିନ୍ଦା ତଥା ବ୍ୟବସାୟୀ ମୃତ୍ୟୁଞ୍ଜୟ ପଟ୍ଟନାୟକ ରବିବାରଠାରୁ ନିଖୋଜ ଥିବା ନେଇ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri