Posted inଜାତୀୟ

ଲାଲୁଙ୍କ ଲଣ୍ଠନ ଧରିଲେ ଜେଡିୟୁ ନେତା

ପାଟନା,୩ ।୭: ବିହାର ରାଜନୀତିରେ ଏବେ ବି ସରଗରମ ଲାଗି ରହିଛି । ଶନିବାର ଜନତାଦଳ ୟୁନାଇଟେଡ(ଜେଡିୟୁ) ନେତା ତଥା ପୂର୍ବତନ ବିଧାୟକ ମହେଶ୍ୱର ସିଂ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି)ରେ ଯୋଗ ଦେଇଛନ୍ତି । ସେ ଶନିବାର ବିବହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବୀଙ୍କ ଘରେ ପହଞ୍ଚି ଦଳର ସଦସ୍ୟତା ଗ୍ରହଣ କରିଛନ୍ତି । ତେଜସ୍ୱୀ ଯାଦବ ତାଙ୍କୁ ଦଳର ସଦସ୍ୟତା ଦେଇଛନ୍ତି । ଏହାପରେ ତେଜସ୍ୱୀ କହିଛନ୍ତି ସେ ମୋ ପିତାଙ୍କ ସହଯୋଗୀ ଓ ଦୁଇ ଦୁଇଥର ବିଧାୟକ ରହି ସାରିଛନ୍ତି । ତାଙ୍କର ଯୋଗଦାନ ଦଳକୁ ନିଶ୍ଚିତ ଭାବେ ମଜଭୁତ କରିବ । ଏହି ଅବସରରେ ନୀତୀଶ କୁମାର ସରକାରଙ୍କ ଉପରେ ଭ୍ରଷ୍ଟାଚାରକୁ ନେଇ ବର୍ଷିଛନ୍ତି ତେଜସ୍ୱୀ । ତେବେ ନୀତୀଶ ସରକାରଙ୍କ ସମୟରେ ବିହାରରେ ଆଇନ ବ୍ୟବସ୍ଥା ଭାଙ୍ଗି ପଡିଥିବା ମଧ୍ୟ ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଛତୁ ତୋଳିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ଜଙ୍ଗଲରେ ବଳାତ୍କାର, ବିବାହ ପାଇଁ ଜିଦି କରିବାରୁ ଖାଇଦେଲେ ବିଷ ଫଳ

ଟିକିରି,୯।୭(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ସମୟରେ ନାବାଳିକାଙ୍କୁ ଜୋର ଜବରଦସ୍ତି ଉଠାଇ ନେଇ…

ଡୋନାଲ୍ଡ ଟ୍ରମ୍ପଙ୍କ ଧମକର ଜବାବ କାହିଁକି ଦିଅନ୍ତି ଇରାନୀ ବାଚସ୍ପତି? ମୋଜତାବା ଖାମେନେଇ କିମ୍ବା ଆରାଘଚି କାହିଁକି ନୁହଁନ୍ତି? ଜାଣନ୍ତୁ…

ତେହରାନ,୯।୭: ଇରାନ-ଆମେରିକା ବିବାଦରେ ଏକ ସ୍ବତନ୍ତ୍ର ନମୁନା ଦେଖାଦେଇଛି: ଯେତେବେଳେ ବି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଏକ କଡ଼ା ବିବୃତ୍ତି ଦିଅନ୍ତି, ସେତେବେଳେ…

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆଶାକର୍ମୀଙ୍କ ଆନ୍ଦୋଳନ

ଛତ୍ରପୁର,୯।୭(ଦିଲ୍ଲୀପି ସାମଲ): ଭାରତୀୟ ମଜଦୁର ସଂଘ ଅନୁମୋଦିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲା ପକ୍ଷରୁ ୯ ଦଫା ଦାବି ନେଇ ଗୁରୁବାର ଗଞ୍ଜାମ ଜିଲାପାଳଙ୍କ…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ପ୍ରଧାନମନ୍ତ୍ରୀ ମୋଦି କ୍ରିକେଟ ମ୍ୟାଚ ସହ ଟସ ବିଷୟରେ କାହିଁକି କହିଲେ? ହସ ରୋକି ପାରିଲେନି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଲବାନିଜ

ମେଲବୋର୍ନ,୯।୭: ଅଷ୍ଟ୍ରେଲିଆରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନରେ ତାଙ୍କ ଭାଷଣ ସମୟରେ କ୍ରିକେଟ ବିଷୟ ଉଠାଇ ପରିବେଶକୁ ହାଲୁକା କରିଥିଲେ। ଏକ ମିଳିତ ପ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri