Posted inଜାତୀୟ

ଆସିଲା ବଡ ଅପଡେଟ୍‌: ଏହି ଦିନ ରାଜଭବନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇପାରନ୍ତି ନୀତୀଶ

ପାଟନା,୨୭।୧: ବିହାରରେ ବର୍ତ୍ତମାନ ରାଜନୈତିକ ତାପମାତ୍ରା ତୀବ୍ର ରହିଛି। ଏ ସମ୍ପର୍କରେ ଅନେକ କଳ୍ପନାଜଳ୍ପନା କରାଯାଉଛି। ଏହି ପରିସ୍ଥିତିରେ ଟିକିଏ ଚିତ୍ର ସ୍ପଷ୍ଟ ହେବା ପରି ଲାଗୁଛ। ଆରଜେଡି ଏବଂ ଜେଡିୟୁ ମଧ୍ୟରେ ଦୂରତା ବୃଦ୍ଧି ପାଇଛି ଏବଂ ମୁଖ୍ୟମନ୍ତ୍ରୀ ନୀତୀଶ ଭାଜପାର ନିକଟତର ହୋଇଛନ୍ତି। ଏଥିସହିତ ବିହାର ରାଜନୀତିକୁ ନେଇ ଶନିବାର ଏକ ବଡ ଖବର ଆସିଛି। ସୂତ୍ର ଅନୁଯାୟୀ, ନୀତୀଶ କୁମାର ରବିବାର ସାରେ ପାଟନାର ରାଜଭବନରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିପାରିପାରନ୍ତି। ସୂତ୍ରରୁ ପ୍ରକାଶ ଯେ ନୀତୀଶ କୁମାର ଏବଂ ଭାଜପା ପାଖରେ ୧୨୮ ଜଣ ବିଧାୟକଙ୍କ ସମର୍ଥନ ରହିଛି।

ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ପୁଣିଥରେ ନିଜର ଆଭିମୁଖ୍ୟ ବଦଳାଇ ଭାଜପା ନେତୃତ୍ୱାଧୀନ ଏନଡିଏକୁ ପ୍ରତ୍ୟାବର୍ତ୍ତନ କରୁଛନ୍ତି। ସାଧାରଣତନ୍ତ୍ର ଦିବସ ଅବସରରେ ରାଜଭବନରେ ଆୟୋଜିତ ଏକ ସମାରୋହରେ ନୀତୀଶ କୁମାର ଅଂଶଗ୍ରହଣ କରିଥିବାବେଳେ ରାଜ୍ୟରେ ରାଜନୈତିକ ଅନିଶ୍ଚିତତା ଉପରେ ଚାଲିଥିବା କଳ୍ପନାଜଳ୍ପନା ଆହୁରି ଅଧିକ ଶକ୍ତିଶାଳୀ ହୋଇଥିଲା, କିନ୍ତୁ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ଏଥିରେ ଯୋଗ ଦେଇନଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାର ମୁକାବିଲା ପାଇଁ ଆହ୍ବାନ, ଏକାଠି ହେଲେ ବିଭିନ୍ନ ସଂଗଠନ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହର ସମେତ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇ ପଡିଛି । ଏହାକୁ ନେଇ ସ୍ଥାନୀୟ ନାଗରିକମାନେ ନିଜକୁ ଅସୁରକ୍ଷିତ…

ଗାଡ଼ି ଧକ୍କାରେ ଚାଲିଗଲା ପାର୍ଥଙ୍କ ଜୀବନ, ମୃତଦେହ ଜବତ କରି ପୋଲିସ…

ଦିଗପହଣ୍ଡି,୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ…

ବିଜେଡିରୁ ନିଲମ୍ବିତ ହେଲେ ଶାରଦା ପ୍ରସାଦ ସ୍ୱାଇଁ, ସାଧାରଣ ସମ୍ପାଦକ କହିଲେ….

ଭବାନୀପାଟଣା,୯।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିଜେଡିର ସକ୍ରିୟ ସଦସ୍ୟ ଶାରଦା ପ୍ରସାଦ(ବାବୁଲି) ସ୍ୱାଇଁଙ୍କୁ ରବିବାର ବିଜେଡି ନିଲମ୍ବିତ କରିଛି । ଦଳ ବିରୋଧୀ କାର୍ଯ୍ୟ…

ପାଲେଷ୍ଟାଇନ୍ ରାଷ୍ଟ୍ର ହେବାକୁ ଦେବି ନାହିଁ: ନେତାନ୍ୟାହୁ

ଜେରୁଜେଲମ୍‌, ୯ା୮: ଗାଜା ଯୁଦ୍ଧକୁ ନେଇ ଆମେରିକା ରାଷ୍ଟ୍ରପତିଙ୍କ ପ୍ରସ୍ତାବିତ ୧୫-ସୂତ୍ରୀ ‘ବୋର୍ଡ ଅଫ୍ ପିସ୍’ ଯୋଜନାକୁ ନେଇ ଇସ୍ରାଏଲ୍ ପକ୍ଷରୁ ଆପତ୍ତି ସାମ୍ନାକୁ ଆସିଛି। ଇସ୍ରାଏଲ୍…

Mettle Meet 2026: ସିନିୟର ବର୍ଗରେ ଚାମ୍ପିୟନ୍ ହେଲା ଆଇଆଇଟି ଖଡ଼ଗପୁର

ଭୁବନେଶ୍ୱର,୯।୮: ସଫଳତାର ସହ ରବିବାର ସମାପ୍ତ ହୋଇଛି ‘ମେଟଲ ମିଟ୍ ୨୦୨୬’ର ସିନିୟର ବର୍ଗ ପ୍ରତିଯୋଗିତା। ଏହି ରୋମାଞ୍ଚକର ଜ୍ଞାନର ଲଢ଼େଇରେ ଆଇଆଇଟି ଖଡ଼ଗପୁର ଚାମ୍ପିୟନ ହେବାର…

ଅପହୃତା ନାବାଳିକା ଉଦ୍ଧାର ଘଟଣା, ଘରକୁ ନେବାକୁ ମନାକଲେ ପରିବାର

ଦିଗପହଣ୍ଡି,୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସେହି ଗାଁର ଜଣେ ନାବାଳକ ଅପହରଣ କରି…

JPSCରେ ବଡ଼ ହଲଚଲ! ୩ ସଦସ୍ୟଙ୍କ ଇସ୍ତଫା, କାଲି CIDର ଜେରା

ରାଞ୍ଚି,୯ା୮: ଝାଡ଼ଖଣ୍ଡରେ JPSC-JSSC ପରୀକ୍ଷାକୁ ନେଇ ଛାତ୍ର ଆନ୍ଦୋଳନ ଜାରି ଥିବା ବେଳେ ଝାଡ଼ଖଣ୍ଡ ପବ୍ଲିକ୍ ସର୍ଭିସ୍ କମିଶନ୍ (JPSC)କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି।…

Mettle Meet 2026: ଜୁନିୟର ବର୍ଗରେ ଚାମ୍ପିୟନ୍ ହେଲା ୟୁନିଟ-୮ ଡିଏଭି ପବ୍ଲିକ ସ୍କୁଲ, ରନର୍ସ-ଅପ୍ ହେଲେ …

ଭୁବନେଶ୍ୱର,୯।୮: ଏକ ରୋମାଞ୍ଚକର ଫାଇନାଲ ମୁକାବିଲା ସହ ଶେଷ ହୋଇଛି ମେଟଲ ମିଟ୍‌ ୨୦୨୬ ଜୁନିୟର ବର୍ଗ ପ୍ରତିଯୋଗିତା। ଜ୍ଞାନ ଓ ପ୍ରତିଭାର ଏହି ମୁକାବିଲାରେ ଭୁବନେଶ୍ୱରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri