Posted inଜାତୀୟ

ଜେଡିୟୁ ନେତାଙ୍କୁ ଗୁଳିକରି ହତ୍ୟା

ମାଧେପୁରା, ୧୩।୮: ବିହାର ମାଧେପୁରା ଜିଲାର ଜଣେ ୫୦ ବର୍ଷୀୟ ଜେଡିୟୁ ନେତାଙ୍କୁ ମଙ୍ଗଳବାର ରାତିରେ ଗୁଳି କରି ହତ୍ୟା କରାଯାଇଥିବା ପୋଲିସ କହିଛି। ଜେଡିୟୁର ଗହ୍ମାରିଆ ବ୍ଲକ ସଭାପତି ଅଶୋକ ଯାଦବ ଯୋଗବଣି ଗ୍ରାମର ଏକ ଦୋକାନ ପାଖରେ ଛିଡ଼ାହୋଇଥିବାବେଳେ ଦୁଇଜଣ ଦୁର୍ବୃତ୍ତ ମୋଟରସାଇକେଲରେ ଆସି ତାଙ୍କ ଉପରକୁ ଗୁଳି ଚଳାଇଥିଲେ। ଯାଦବଙ୍କୁ ସଙ୍ଗେ ସଙ୍ଗେ ସୁପାଉଲ୍‌ ସଦର ହସ୍ପିଟାଲକୁ ନିଆଯାଇଥିଲେ ହେଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଆକ୍ରମଣକାରୀଙ୍କୁ ଚିହ୍ନଟ କରାଯାଇପାରିନାହିଁ। ହତ୍ୟାର କାରଣ ଜଣାପଡ଼ି ନ ଥିବାବେଳେ ପୋଲିସ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତରେ ଫାର୍ଶା ଧରି ନିଜ ଦଳର ନେତାଙ୍କୁ ଧମକାଇଲେ ହରିୟାଣା ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୧୧।୯: ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ନିଜ ଦଳର ନେତାଙ୍କ ବେକ ଫାର୍ଶାରେ...

ଭାରତ-ଚାଇନା ସୀମା ବିବାଦ: ସେନା ମୁଖ୍ୟଙ୍କ ସହ ପ୍ରତିରକ୍ଷାମନ୍ତ୍ରୀଙ୍କ ବୈଠକ

ନୂଆଦିଲ୍ଲୀ,୧୬।୬: ଚାଇନା ସୈନ୍ୟଙ୍କ ସହ ଲଦାଖ ସୀମାରେ ହୋଇଥିବା ସଂଘର୍ଷକୁ ନେଇ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ମଙ୍ଗଳବାର ସିଡିଏସ୍‌ ମୁଖ୍ୟ ବିପିନ ରାଓ୍ବତଙ୍କ ସହ ଏକ...

କଶ୍ମୀର ବିସ୍ତାପିତଙ୍କ ପାଇଁ ମୋଦିଙ୍କ ଦିପାବଳୀ ଭେଟି

ନୂଆଦିଲ୍ଲୀ,୯।୧୦: ମୋଦି ସରକାର କଶ୍ମୀରବାସୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ବୁଧବାର ଆୟୋଜିତ ହୋଇଥିବା କେନ୍ଦ୍ରୀୟ କ୍ୟାବିନେଟରେ ବୈଠକରେ ପ୍ରଧାନମନ୍ତ୍ରୀ ୫୩୦୦ ପରିବାରଙ୍କୁ ଦିପାବଳୀ...

ଦେଶରେ ୪୨ହଜାର ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୪।୫: ଦେଶରେ ସୋମବାର ସକାଳ ସୁଦ୍ଧା କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୪୨,୫୩୩ରେ। ଏମାନଙ୍କ ମଧ୍ୟରୁ ୧,୩୭୩ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ଗତ ୨୪ ଘଣ୍ଟା...

୧୦ ଲକ୍ଷ ଟପିଲା ଭାରତ

ନୂଆଦିଲ୍ଲୀ, ୧୮।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଶନିବାର ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ଟପିଛି। ଏବେ ଦେଶରେ...

୫୫ ହଜାର ଟଙ୍କାରେ ଚନ୍ଦ୍ରରେ ଜାଗା କିଣିଲେ ସୁଶାନ୍ତଙ୍କ ପ୍ରଶଂସକ

ଆଗ୍ରା, ୨୬।୯: ତାଜ୍‌ ନଗରୀ ଆଗ୍ରାର ଜଣେ ଯୁବକ ଚନ୍ଦ୍ରରେ ଜାଗା କିଣିଛନ୍ତି। ଯୁବକ ଜଣଙ୍କ କହିଛନ୍ତି, ସେ ତାଙ୍କ ପରିବାର ଲୋକଙ୍କ ଲାଗି ଏପରି...

ଅନୁପ୍ରବେଶ ଅପେକ୍ଷାରେ ୪୦୦ ଆତଙ୍କବାଦୀ

ଜମ୍ମୁ,୭।୧: ଶୀତଋତୁରେ ଜମ୍ମୁ-କଶ୍ମୀରେ ପ୍ରବେଶ କରିବା ଲାଗି ନିୟନ୍ତ୍ରଣ ରେଖା (ଏଲ୍‌ଓସି) ଆରପଟେ ଥିବା ଲଞ୍ଚ୍‌ପ୍ୟାଡ୍‌ଗୁଡ଼ିକରେ ପ୍ରାୟ ୪୦୦ ଆତଙ୍କବାଦୀ ପ୍ରସ୍ତୁତ ହୋଇ ରହିଛନ୍ତି। ଆତଙ୍କବାଦୀଙ୍କୁ...

ତୃଣମୂଳ କଂଗ୍ରେସ ନେତାଙ୍କୁ ଲକ୍ଷ୍ନୌରେ ପ୍ରବେଶ କରିବାକୁ ମିଳିିବନି ଅନୁମତି: ଡିଜିପି

ଲକ୍ଷ୍ନୌ,୨୨।୧୨: ତୃଣମୂଳ କଂଗ୍ରେସ ନେତାଙ୍କୁ ଲକ୍ଷ୍ନୌରେ ପ୍ରବେଶ କରିବା ଅନୁମତି ମିଳିବ ନାହିଁ ବୋଲି ତ୍ତରପ୍ରଦେଶ ଡିଜିପି ଓ.ପି. ସିଂ ସୂଚନା ଦେଇଛନ୍ତି। ତୃଣମୂଳ ନେତା...

Advertisement

BGU

Archives

Model This Week

Why Dharitri