Posted inଜାତୀୟ

ପ୍ରଶାନ୍ତଙ୍କୁ ଜେଡିୟୁର ଟାର୍ଗେଟ: ପାଣ୍ଠି ଆସୁଛି କେଉଁଠୁ

ପାଟନା,୪।୧୦: ନିର୍ବାଚନ ରଣନୀତିକାର ତଥା ଜେଡିୟୁର ପୂର୍ବତନ ରାଷ୍ଟ୍ରୀୟ ଉପସଭାପତି ପ୍ରଶାନ୍ତ କିଶୋର ଭାଜପା ପକ୍ଷରୁ କାମ କରୁଥିବା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳ ଅଭିଯୋଗ କରିଛି।

ପ୍ରଶାନ୍ତଙ୍କ ବହୁପ୍ରଚାରିତ ‘ଜନ ସୁରାଜ’ ପଦଯାତ୍ରା ପାଇଁ ପାଣ୍ଠି ଆସୁଛି କେଉଁଠୁ ବୋଲି ଜେଡିୟୁ ପ୍ରଶ୍ନ କରିଛି। ପ୍ରଶାନ୍ତଙ୍କ ରାଜ୍ୟବ୍ୟାପୀ ପଦଯାତ୍ରାକୁ ଜେଡିୟୁ ସଭାପତି ରାଜୀବ ରଞ୍ଜନ ସିଂ ଓରଫ ଲଲନ ନିନ୍ଦା କରିଛନ୍ତି। ନୀତୀଶଙ୍କ ଶାସନରେ ରାଜ୍ୟରେ କେତେ ବିକାଶ ହୋଇଛି ତାହା ବିହାର ଜନସାଧାରଣ ଭଲ ଭାବେ ଜାଣନ୍ତି। ତେଣୁ ପ୍ରଶାନ୍ତ କିଶୋରଙ୍କଠାରୁ ସାର୍ଟିଫିକେଟର ଆବଶ୍ୟକତା ନାହିଁ ବୋଲି ଲଲନ କହିଛନ୍ତି। ପ୍ରଶାନ୍ତ ତାଙ୍କ ଯାତ୍ରାକୁ ଯେକୌଣସି ନାଁ ଦେଲେ ମଧ୍ୟ ସେ ଭାଜପା ତରଫରୁ କାର୍ଯ୍ୟ କରୁଥିବା ଜଣାପଡ଼ୁଛି। ସେ ତାଙ୍କ ପଦଯାତ୍ରା ପାଇଁ ପୂରା ପୃଷ୍ଠା ବିଜ୍ଞାପନ ଦେଉଛନ୍ତି। ଆୟକର ବିଭାଗ, ସିବିଆଇ ଏବଂ ଇଡି ଏଥିପ୍ରତି ଦୃଷ୍ଟି ନ ଦେବା କେବଳ କେନ୍ଦ୍ର ସରକାରଙ୍କ ସମର୍ଥନ ପାଇଁ ସମ୍ଭବ ହୋଇଛି ବୋଲି ଜେଡିୟୁ ସଭାପତି କହିଛନ୍ତି।

ବିଭିନ୍ନ ଦଳ ପାଇଁ ରାଜନୈତିକ ଉପଦେଷ୍ଟା ଭାବେ କାର୍ଯ୍ୟ କରିଥିବା ପ୍ରଶାନ୍ତ ଏବେ ଉକ୍ତ ପେସା ଛାଡ଼ିଦେଇ ନିଜ ରାଜ୍ୟ ବିହାରକୁ ସମ୍ପୂର୍ଣ୍ଣ ବଦଳାଇବା ଉପରେ ମନୋନିବେଶ କରିଥିବା ଦାବି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍‌! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ

ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ସରକାରଙ୍କ ବଡ଼ ଯୋଜନା! ଦୁର୍ଘଟଣାରେ କୃଷକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୧୨।୧୦: ଚାଷୀ ଦିନରାତି ପରିଶ୍ରମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବେଳେବେଳେ ଏକ ଦୁର୍ଘଟଣା ପୂରା ପରିବାରର ଜୀବନକୁ ବଦଳାଇ ଦେଇଥାଏ। ପରିବାରର…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଦୁଇଥର ଗଜକେଶରୀ ଯୋଗ: ଏହି ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଲଟେରୀ, ଚାରିଆଡୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷ ଅନୁସାରେ ଗଜକେଶରୀ ଯୋଗକୁ ଏକ ଶୁଭ ଯୋଗ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଜନ୍ମକୁଣ୍ଡଳୀରେ ଏହି ଯୋଗ ସୃଷ୍ଟି ହେଲେ କ୍ୟାରିୟର,…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?