Posted inଜାତୀୟ

ପ୍ରକାଶ ପାଇଲା ଜେଇଇ ଆଡଭାନ୍ସ ପରୀକ୍ଷା ଫଳ

ନୂଆଦିଲ୍ଲୀ,୧୮ା୬: ରବିବାର ପୂର୍ବାହ୍ନରେ ଜେଇଇ ଆଡଭାନ୍ସ-୨୦୨୩ ପରୀକ୍ଷା ଫଳ ପ୍ରକାଶ ପାଇଛି। ଉଭୟ ପ୍ରଥମ ଓ ଦ୍ବିତୀୟ ପେପରରେ ମୋଟ୍‌ ୧ ଲକ୍ଷ ୮୦ ହଜାର ୩୭୨  ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ୪୩ ହଜାର ୩୭୩ ଜଣ ପାସ୍‌ କରିଛନ୍ତି। ଏମାନଙ୍କ ମଧ୍ୟରେ ଛାତ୍ରୀଙ୍କ ସଂଖ୍ୟା ୭ ହଜାର ୫୦୯ ଥିବା ବେଳେ କମନ ର଼୍ୟାଙ୍କ ଲିଷ୍ଟରେ ଛାତ୍ର ବର୍ଗରେ ଆଇଆଇଟି ହାଇଦ୍ରାବାଦ ଜୋନର ବବିଲାଲା ଚିଦବିଳାସ ରେଡ୍ଡୀ ଟପ୍ପର ହୋଇଛନ୍ତି। ସେ ୩୬୦ ମାର୍କରୁ ୩୪୧ ମାର୍କ ରଖିଛନ୍ତି। ସେହିପରି ଛାତ୍ରୀ ବର୍ଗରେ ଆଇଆଇଟି ହାଇଦ୍ରାବାଦ ଜୋନ୍‌ର ନ୍ୟାୟକାନ୍ତି ନାଗା ଭାଗ୍ୟଶ୍ରୀ ଟପ୍ପର ହୋଇଛନ୍ତି। ସାଧାରଣ ବର୍ଗରେ ୩୯ ହଜାର ୧୭୬ ଜଣ ପରୀକ୍ଷା ଦେଇଥିବା ବେଳେ ୧୩ ହଜାର ୮୨୮ ପିଲା ପାସ୍‌ କରିଛନ୍ତି । ଓବିସି ଏନ୍‌ସିଏଲ ବର୍ଗରେ ୬୬ ହଜାର ୬୧୨ ପରୀକ୍ଷାର୍ଥୀଙ୍କ ମଧ୍ୟରୁ କରିଛନ୍ତି ୯ ହଜାର ୨୯ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି। ସାଧାରଣ ଇଡବ୍ଲ୍ୟୁଏସ୍‌ ବର୍ଗରେ ୩୦ ହଜାର ୩୪୮ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୫ ହଜାର ୩୬୩ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ଜଳଖିଆ ପରଷିଲେ, ନିଜେ ବି ଖାଇଲେ ସିଏମ ବିଜୟ; ଭିଡିଓ ଭାଇରାଲ

ଚେନ୍ନାଇ,୨୨।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ମଙ୍ଗଳବାର (ସେପ୍ଟେମ୍ବର ୨୨) ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ଜଳଖିଆ ଯୋଜନାର ସମ୍ପ୍ରସାରଣ ଆରମ୍ଭ କରିଛନ୍ତି। ଏହି ଅବସରରେ ସେ…

ମନ୍ତ୍ରୀଙ୍କୁ ବନ୍ଧୁକ ଦେଖାଇ କରିନେଲେ ଅପହରଣ: ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ

ଇସଲାମାବାଦ/ପେଶାୱାର,୨୨।୯: ଆତଙ୍କବାଦକୁ ପ୍ରଶ୍ରୟ ଦେଉଥିବା ପାକିସ୍ତାନରେ ଏବେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ନିଜ ଦେଶର ନିର୍ବାଚିତ ଜନପ୍ରତିନିଧି ଏବଂ ମନ୍ତ୍ରୀମାନେ ମଧ୍ୟ ଏବେ ସୁରକ୍ଷିତ…

ବୁଢ଼ା ବୟସରେ ପ୍ରେମ, ପରେ ପ୍ରେମିକଙ୍କୁ ହତ୍ୟା କରି ଜାଳିଦେଲେ ୭୦ ବର୍ଷୀୟା! DNA ଟେଷ୍ଟ ଖୋଲିଲା ରହସ୍ୟ

ମୁମ୍ବାଇ,୨୨।୯: ମହାରାଷ୍ଟ୍ରର ସୋଲାପୁର ଜିଲାପଣ୍ଢରପୁରରୁ ଏକ ଚାଞ୍ଚଲ୍ୟକର ହତ୍ୟା ଘଟଣା ସାମ୍ନାକୁ ଆସିଛି। ୭୦ ବର୍ଷ ବୟସରେ ପ୍ରେମ ସମ୍ପର୍କକୁ ନେଇ ନିଜ ପ୍ରେମିକଙ୍କୁ ହତ୍ୟା କରିବା…

୩୮୦ କୋଟିର ଗଡ଼ବଡ଼ ଅଭିଯୋଗ ଆଣିଲା CJP , ତଦନ୍ତ ଦାବି: ଓଡ଼ିଶା ସରକାର ଛାନିଆ!

ଭୁବନେଶ୍ୱର,୨୨।୯: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ତ୍ରୁଟି ଓ ଛପା-ବଣ୍ଟନକୁ ନେଇ ବିବାଦ ମଧ୍ୟରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କକରୋଚ ଜନତା ପାର୍ଟି (CJP)। ଦଳର ସହ-ସଂଯୋଜକ…

ଭୋ ଭୋ ହୋଇ କାନ୍ଦିଲେ ଭାଜପା ମନ୍ତ୍ରୀ: ବିଜୟ ସତ୍ତ୍ୱେ…

ଅଲୱର,୨୨।୯: ରାଜସ୍ଥାନର ଅଲୱର ନଗର ନିଗମରେ ଭାଜପାର ବିଜୟ ପରେ ଭାବବିହ୍ବଳ ହୋଇପଡ଼ିଛନ୍ତି ରାଜ୍ୟ କ୍ୟାବିନେଟ ମନ୍ତ୍ରୀ ସଞ୍ଜୟ ଶର୍ମା। ଅଲୱର ନଗର ନିଗମର ଦାୟିତ୍ୱ ତାଙ୍କୁ…

କମାଲ୍‌ କଲେ ୧୩ ବର୍ଷୀୟା ବାଳିକା: ଏସିଆନ ଗେମ୍ସରେ ୨ ସ୍ବର୍ଣ୍ଣ ସହ ମହାରେକର୍ଡ

ନୂଆଦିଲ୍ଲୀ,୨୨।୯: ଯେଉଁ ବୟସରେ ଅଧିକାଂଶ ପିଲା ପାଠପଢ଼ା ଓ ଖେଳର ମୌଳିକ ଅଭ୍ୟାସରେ ବ୍ୟସ୍ତ ରହନ୍ତି, ସେହି ବୟସରେ ଚାଇନାର ୧୩ ବର୍ଷୀୟା ସନ୍ତରଣକାରୀ ୟୁ ଜିଦି…

ଆସିଲା ନୂଆ ସିମ୍ କାର୍ଡ ନିୟମ; ନିଜ ସିମ୍‌ ଅନ୍ୟକୁ ଦେଲେ ଏତିକି ବର୍ଷ ଜେଲ୍‌

ନୂଆଦିଲ୍ଲୀ,୨୨।୯: ସିମ୍ କାର୍ଡକୁ ନେଇ ନୂଆ ନିୟମ ଆସିଛି । ଜଣେ ବ୍ୟକ୍ତିଙ୍କ ନାଁରେ ଚାଲୁଥିବା ସିମ୍‌ରୁ ଯଦି ସାଇବର ଠକେଇ କିମ୍ବା ଅନ୍ୟ କୌଣସି ବେଆଇନ…

ବୈଭବ ସୂର୍ଯ୍ୟବଂଶୀ- ଇଶାନ କିଶନଙ୍କୁ ଆପ୍ୟାୟିତ କରିବାକୁ ପ୍ରସ୍ତୁତ ଜାପାନ

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ସାନୋ କ୍ଲବ୍ଠାରେ ଭାରତ ଏବଂ ଜାପାନ ମଧ୍ୟରେ ଏକ ଐତିହାସିକ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି। ଜାପାନରେ ବିହାରର ଲୋକମାନଙ୍କର ଉଲ୍ଲେଖନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?