ପ୍ରକାଶ ପାଇଲା ଜେଇଇ ଆଡଭାନ୍ସଡ୍‌

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଜେଇଇ ଆଡଭାନ୍ସଡ୍‌ ୨୦୨୧ ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ୩୪୮ ନମ୍ବର ରଖି ଦିଲ୍ଲୀର ମ୍ରିଦୁଲ ଅଗ୍ରଓ୍ବାଲ ଟପ୍‌ ରାଙ୍କରେ ଅଛନ୍ତି। ମହିଳା ବର୍ଗରେ କାବ୍ୟା ଚୋପ୍ରା ଟପର୍‌ ହୋଇଛନ୍ତି। ମୋଟ୍‌ ୧ଲକ୍ଷ ୪୧ ହଜାର ୬୯୯ ଜଣ ଛାତ୍ରୀଛାତ୍ର ଏହି ପରୀକ୍ଷା ଦେଇଥିବା ବେଳେ ୪୧ ହଜାର ୮୬୨ ଜଣ କୃତକାର୍ଯ୍ୟ ହୋଇଛନ୍ତି। ପାର୍ଥୀମାନେ ସେମାନଙ୍କର ସ୍କୋରକାର୍ଡ ଯାଞ୍ଚ କରିବା ପାଇଁ ସେମାନଙ୍କର ରୋଲ୍‌ ନମ୍ବର, ଜନ୍ମ ତାରିଖ ଏବଂ ଫୋନ୍‌ ନମ୍ବର ଦେଇ ଫଳାଫଳ ଦେଖିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୩୦ ପୂର୍ବତନ ବିଧାୟକ

ଭୁବନେଶ୍ୱର,୧ା୮(ବ୍ୟୁରୋ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୋମବାର ୩୦ ପୂର୍ବତନ ବିଧାୟକ ଭେଟିଛନ୍ତି। ପେନ୍‌ସନ୍‌ ଏବଂ ଚିକିତ୍ସା ଖର୍ଚ୍ଚ ବୃଦ୍ଧି ପାଇଁ ସେମାନେ ବିଧାନସଭା ପରିସରରେ ମୁଖ୍ୟମନ୍ତ୍ରୀଙ୍କୁ...

ଦିବ୍ୟାଙ୍ଗଙ୍କୁ ବିଭିନ୍ନ ଉପକରଣ ପ୍ରଦାନ

ଡୁବୁରୀ,୨୬।୯(ଡି.ଏନ୍‌.ଏ.): ଟାଟା ଷ୍ଟିଲ ପକ୍ଷରୁ ବୁଧବାର କଳିଙ୍ଗନଗର ଅଞ୍ଚଳର ଦିବ୍ୟାଙ୍ଗ ବ୍ୟକ୍ତି ବିଶେଷଙ୍କୁ ବିଭିନ୍ନ ଉପକରଣ ପ୍ରଦାନ କରାଯାଇଛି। ଏ ନେଇ ଡୁବୁରୀସ୍ଥିତ କପିଳେଶ୍ୱର ମହାବିଦ୍ୟାଳୟ...

ଜାଲ୍‌ କାଗଜପତ୍ର ଦେଇ ୩ କୋଟିରୁ ଊର୍ଦ୍ଧ୍ୱ ଠକେଇ, ବନ୍ଧା ହେଲେ ପୂର୍ବତନ ବ୍ୟାଙ୍କ ମ୍ୟାନେଜର

ଭୁବନେଶ୍ୱର,୨୬ା୧(ବ୍ୟୁରୋ): ଜାଲ୍‌ କାଗଜପତ୍ର ଦେଇ ୩ କୋଟିରୁ ଅଧିକ ଟଙ୍କା ଠକେଇ ଅଭିଯୋଗରେ ବାପୁଜୀନଗରସ୍ଥିତ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ପୂର୍ବତନ ଚିଫ୍‌ ମ୍ୟାନେଜର ବିରେନ୍ଦ୍ର ପଟ୍ଟନାୟକ...

ଚିଙ୍ଗୁଡ଼ିଘେରି ସମ୍ପୂର୍ଣ୍ଣ ଉଚ୍ଛେଦ ଉପରେ ଗୁରୁତ୍ୱ

କଟକ ଅଫିସ,୧୨ା୮: ଚିଲିକା ଓ ଭିତରକନିକାର ଆର୍ଦ୍ରଭୂମି ସୁରକ୍ଷା ପ୍ରସଙ୍ଗରେ ଚିଙ୍ଗୁଡ଼ିଘେରି ଉଚ୍ଛେଦ ପ୍ରକ୍ରିୟାକୁ ହାଇକୋର୍ଟ ଗୁରୁତ୍ୱ ଦେଇଛନ୍ତି। ପ୍ରଶାସନ ପକ୍ଷରୁ ବେଆଇନ ଚିଙ୍ଗୁଡ଼ି ଘେରି...

ଜେଏନ୍‌ୟୁ ଆକ୍ରମଣକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୧(ବ୍ୟୁରୋ): ଜବାହରଲାଲ୍‌ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ)ରେ ମୁଖାପିନ୍ଧା ଦୁର୍ବୃତ୍ତଙ୍କ ଆକ୍ରମଣ ଘଟଣାକୁ ନେଇ ଏବେ ସାରା ଦେଶରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇଛି। ଶିକ୍ଷାନୁଷ୍ଠାନରେ ଏଭଳି ଦାଦାଗିରିକୁ...

ପୁରୀ ଛାଡ଼ିଲେ ବିଦେଶୀ ପର୍ଯ୍ୟଟକ: ଜଗନ୍ନାଥଙ୍କ କୃପା ରହିଲେ ଭଲରେ ଘରେ ପହଞ୍ଚିବୁ

ପୁରୀ ଅଫିସ, ୧୭।୩: କରୋନାକୁ ନେଇ ରାଜ୍ୟ ସରକାର ଏବଂ ଜିଲା ପ୍ରଶାସନ ପକ୍ଷରୁ ଯେଉଁସବୁ କଟକଣା ଓ ପଦକ୍ଷେପ ଗ୍ରହଣ କରାଯାଇଛି ତାହା ସ୍ବାଗତଯୋଗ୍ୟ।...

ଏକ୍‌ଜାମ୍‌ ଓ୍ବାରିୟର୍ସର ଓଡ଼ିଆ ସଂସ୍କରଣ ଏକ ପ୍ରେରଣାଦାୟୀ ପୁସ୍ତକ: ଧର୍ମେନ୍ଦ୍ର

ଭୁବନେଶ୍ବର,୨୩ା୧(ବ୍ୟୁରୋ):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଲିଖିତ ପୁସ୍ତକ ଏକ୍‌ଜାମ୍‌ ଓ୍ବାରିୟର୍ସର ଓଡ଼ିଆ ସଂସ୍କରଣ ଛାତ୍ରୀଛାତ୍ରଙ୍କ ସମେତ ସେମାନଙ୍କ ଅଭିଭାବକମାନଙ୍କ ଲାଗି ମଧ୍ୟ ଏକ ପ୍ରେରଣାଦାୟୀ ପୁସ୍ତକ...

ଖାଲି ବାକ୍ସ ନେଇ ଫେରିଲେ ପୋଲିଂ ଅଧିକାରୀ

ବାରିପଦା ଅଫିସ,୧୯ ।୨ ମୟୂରଭଞ୍ଜ ଜିଲାର ୫ ବ୍ଲକରେ ଶୁକ୍ରବାର ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଶେଷ ହୋଇଛି। ଶୁଳିଆପଦା ବ୍ଲକର କୁଜିଡିହୀ, ଫାନିଆ,...

Advertisement
Archives

Model This Week