୫ରେ ଜେଇଇ ଆଡ଼ଭାନ୍ସଡ୍‌ ରେଜଲ୍ଟ

ଭୁବନେଶ୍ୱର, ୨୮।୯(ବ୍ୟୁରୋ): ଜେଇଇ ଆଡ଼ଭାନ୍ସଡ୍‌ ପରୀକ୍ଷା ରବିବାର ଅନୁଷ୍ଠିତ ହୋଇଯାଇଛି। ଦେଶର ୨୨୨ଟି ସହରର ୧୧୫୦ କେନ୍ଦ୍ରରେ ପରୀକ୍ଷା ହୋଇଥିବାବେଳେ ମୋଟ ୧,୬୦,୮୬୪ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି। ଓଡ଼ିଶାର ଭୁବନେଶ୍ୱର, କଟକ, ବ୍ରହ୍ମପୁର, ସମ୍ବଲପୁର ଓ ରାଉରକେଲା ଆଦି ସହରରେ ହୋଇଥିବା ପରୀକ୍ଷା କେନ୍ଦ୍ରରେ ପ୍ରାୟ ୫ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଏହି ପରୀକ୍ଷା ଦେଇଛନ୍ତି। ପ୍ରଥମଥର ପାଇଁ ଆଇଆଇଟି ଭୁବନେଶ୍ୱରରେ ଛାତ୍ରୀଛାତ୍ରମାନେ ଜେଇଇ ଆଡ଼ଭାନ୍ସଡ ପରୀକ୍ଷା ଦେଇଛନ୍ତି। ଦୁଇଟି ସିଫ୍ଟରେ ପରୀକ୍ଷା ହୋଇଥିଲା। ପ୍ରଥମଟି ପୂର୍ବାହ୍ନ ୯ଟାରୁ ଅପରାହ୍ନ ୧୨ଟା ପର୍ଯ୍ୟନ୍ତ ଓ ଦ୍ୱିତୀୟ ସିଫ୍ଟ ଅପରାହ୍ନ ୨ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ରହିଥିଲା। ପରୀକ୍ଷା କେନ୍ଦ୍ରରେ କୋଭିଡ୍‌ର ସବୁ ପ୍ରକାର ନିର୍ଦ୍ଦେଶାବଳୀ ପାଳନ କରାଯାଇଥିଲା। ଅକ୍ଟୋବର ୫ରେ ରେଜଲ୍ଟ ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

ବନ୍ୟାଜଳରେ ବୁଡ଼ିଲା କୁକୁଡ଼ା ଫାର୍ମ, ୩ ହଜାରରୁ ଅଧିକ କୁକୁଡ଼ା ମୃତ

ଗଞ୍ଜାମ, ୨୬/୯ (ଅନାଥ ତରାଇ/ଦିଲୀପ ସାମଲ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଅଞ୍ଚଳରେ ଏକ କୁକୁଡ଼ା ଫାର୍ମରେ ପାଣି…

ବାଇକ୍‌-ବୋଲେରୋ ମୁହାଁମୁହିଁ ଧକ୍କା: ଯୁବକ ମୃତ

ବଲାଙ୍ଗିର, ୨୬।୯(ସୁନିଲ ମହାନ୍ତି ): ବଲାଙ୍ଗୀର-ସୋନପୁର ରାସ୍ତାର ମଳମୁଣ୍ଡା ନିକଟରେ ଶୁକ୍ରବାର ଏକ ବାଇକ୍‌ ଓ ବୋଲେରୋ ମଧ୍ୟରେ ଦୁର୍ଘଟଣା ଘଟି ଜଣେ ଯୁବ ବାଇକ୍‌ ଚାଳକଙ୍କ…

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?