Posted inଜାତୀୟ

ଏପ୍ରିଲ, ମେ’ରେ ଜେଇଇ ମେନ୍‌ ପରୀକ୍ଷା

ନୂଆଦିଲ୍ଲୀ,୨।୩: ୨୦୨୨ ବର୍ଷ ପାଇଁ ପ୍ରଥମ ଓ ଦ୍ୱିତୀୟ ଜେଇଇ ମେନ୍‌ ପରୀକ୍ଷା ଏପ୍ରିଲ, ମେ’ରେ ହେବ। ଏ ନେଇ ନ୍ୟାସ୍‌ନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ତାରିଖ ଘୋଷଣା କରାଯାଇଛି। ଏହି ପରୀକ୍ଷା ଦୁଇଟି ପଯର୍‌ୟାୟରେ ହେବ। ପ୍ରଥମ ପର୍ଯ୍ୟାୟ ପରୀକ୍ଷା ଏପ୍ରିଲ ୧୬ରୁ ୨୧ପର୍ଯ୍ୟନ୍ତ ହେବ। ସେହପରି ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷା ମେ’୨୪ରୁ ୨୯ ପଯର୍‌ୟନ୍ତ ହେବ। ମାର୍ଚ୍ଚ ୧ରୁ ଅନ୍‌ମୋଡରେ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ତେବେ ଆବେଦନ କରିବାର ଶେଷ ତାରିଖ ହେଉଛି ମାର୍ଚ୍ଚ ୩୧ ।
ଯେଉଁ ଛାତ୍ରୀଛାତ୍ରମାନେ ୨୦୨୦, ୨୦୨୧ରେ ଦ୍ୱାଦଶ ପରୀକ୍ଷା ଦେଇସାରିଛନ୍ତି କିମ୍ବା ୨୦୨୨ରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେବେ, ସେମାନେ ଜେଇଇ ପାଇଁ ଆବେଦନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri