Posted inଜାତୀୟ

ଫେବୃଆରୀ ୨୩ରୁ ଆଇଆଇଟି, ଜେଇଇ ମେନ୍ସ ପରୀକ୍ଷା

ନୂଆଦିଲ୍ଲୀ,୧୬।୧୨: ଆଇଆଇଟି ଏବଂ ଜେଇଇ ମେନ୍ସ ୨୦୨୧ ପରୀକ୍ଷା ତାରିଖ ଘୋଷଣା କରାଯାଇଛି। କେନ୍ଦ୍ର ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ବୁଧବାର ଏହା ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ୪ଟି ପର୍ଯ୍ୟାୟରେ ଜେଇଇ ମେନ୍ସ ପରୀକ୍ଷା ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟ ୨୩ରୁ ୨୬ ଫେବୃଆରୀ ୨୦୨୧ ପର୍ଯ୍ୟନ୍ତ ହେବ। ଏଥି ସହିତ ମାର୍ଚ୍ଚ, ଏପ୍ରିଲ ଏବଂ ମେ ମାସରେ ଅନ୍ୟ ୩ଟି ପର୍ଯ୍ୟାୟ ଅନୁଷ୍ଠିତ ହେବ। ୧୩ଟି ଭାଷାରେ ଏହି ପରୀକ୍ଷା କରାଯିବ। ଏହା ବ୍ୟତୀତ ୧୫ ମାର୍କର ଇଚ୍ଛାଧୀନ ପ୍ରଶ୍ନରେ କୌଣସି ମାଇନସ ମାର୍କିଂ ହେବ ନାହିଁ। ନିଶଙ୍କ କହିଛନ୍ତି ଯେ ଏହି ପରୀକ୍ଷା ଫେବୃଆରୀ, ମାର୍ଚ୍ଚ, ଏପ୍ରିଲ ଏବଂ ମେ ମାସରେ ୪ଥର ଅନୁଷ୍ଠିତ ହେବ। ପ୍ରାର୍ଥୀମାନେ ସେମାନଙ୍କ ସୁବିଧା ଅନୁଯାୟୀ ଯେକୌଣସି ସମୟରେ ଯୋଗଦାନ କରିପାରିବେ। ଅନ୍ୟ କୌଣସି ସୂଚନା ଅଫିସିଆଲ ୱେବସାଇଟ jeemain.nta.nic.inରେ ପ୍ରକାଶ ପାଇବ। ପ୍ରାର୍ଥୀମାନେ ଏହାକୁ ଯାଞ୍ଚ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri