Posted inଜାତୀୟ

କୋଭିଡ ନିୟମ ମାନି ଆରମ୍ଭ ହେଲା ଜେଇଇ ମୁଖ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧।୯: ବହୁ ବାଦ ବିବାଦ ପରେ ଜଏଣ୍ଟ ଏଣ୍ଟ୍ରାନ୍ସ ଏକ୍ଜାମିନେଶନ (ଜେଇଇ)ମୁଖ୍ୟ ପରୀକ୍ଷା ମଙ୍ଗଳବାର ଆରମ୍ଭ କରାଯାଇଛି। ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜି(ଆଇଆଇଟି)ରେ ଦାଖଲ ହେବାକୁ ଏହି ପରୀକ୍ଷା କରାଯାଉଛି। ତେବେ ଦେଶରେ କରୋନା ମହାମାରୀର ଭୟାବହତାକୁ ଦେଖି ବିରୋଧୀ ଓ କେତେକ ଛାତ୍ରଛାତ୍ରୀ ଏବେ ଏହି ପରୀକ୍ଷା ନ କରିବାକୁ ଦାବି କରିଥିଲେ। ହେଲେ ଏହା ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉପରେ ନିର୍ଭର କରୁଥିବାରୁ ସରକାରଙ୍କ ନିଷ୍ପତ୍ତି ପରେ ମଙ୍ଗଳବାର ଏହା ଆରମ୍ଭ କରାଯାଇଛି। ତେବେ ପରୀକ୍ଷା ହଲ୍‌କୁ ଯିବା ପୂର୍ବରୁ ପିଲାମାନଙ୍କର ଶରୀରର ତାପମାତ୍ରା ମପାଯିବା ସହ ସେମାନଙ୍କୁ ସାନିଟାଇଜ କରାଯାଇଛି। ସତର୍କତା ଦୃଷ୍ଟିରୁ ପିଲାମାନେ ମଧ୍ୟ ନିଜ ନିଜର ସାନିଟାଇଜର ସାଙ୍ଗରେ ଧରିଥିବା ଦେଖାଯାଇଥିଲା। ସେହିପରି ପରୀକ୍ଷା ହଲ୍‌କୁ ପ୍ରବେଶ କରିବା ପୂର୍ବରୁ ପିଲାମାନେ ସାମାଜିକ ଦୂରତା ରକ୍ଷା କରି ଲାଇନରେ ଠିଆ ହୋଇଥିଲେ ଓ ଜଣକ ପରେ ଜଣେ ହଲ୍‌ ଭିତରକୁ ପ୍ରବେଶ କରିଥିଲେ। ଏହାସହ ସମସ୍ତେ ମାସ୍କ ମଧ୍ୟ ପିନ୍ଧିଥିଲେ। କରୋନା ମହାମାରୀଠାରୁ ଦୂରେଇ ରହିବାକୁ ଯେତେ ପ୍ରକାର ସତର୍କତା ଅବଳମ୍ବନ କରିବା କଥା ତାହା କରାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା କରିଥିଲେ ୩ ଅଭିଯୁକ୍ତ? ବଡ଼ ଖୁଲାସା କଲେ…

ଭବାନୀପାଟଣା,୭।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମ କର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ହତ୍ୟା…

Gen Zକୁ ନେଇ ମୋହନ ଭାଗବତ ଦେଇଥିବା ବୟାନ ଉପରେ ପ୍ରତିକ୍ରିୟା ରଖିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୭।୮: ଆରଏସଏସ ମୁଖ୍ୟ ମୋହନ ଭାଗବତ ଏବଂ Gen Zଙ୍କ ମଧ୍ୟରେ ଆଲୋଚନା ସମ୍ପର୍କରେ ରାଜନୈତିକ ବୟାନବାଜି ଜାରି ରହିଛି। କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ କହିଛନ୍ତି…

ଗରମରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏମିତି ନିର୍ଦ୍ଦେଶ ଦେଲେ କିମ୍‌ ଜୋଙ୍ଗ୍‌ ଉନ୍‌, ସାରା ବିଶ୍ୱ ଜାଣି ଆଶ୍ଚର୍ଯ୍ୟ…

ପ୍ୟୋଙ୍ଗୟାଙ୍ଗ,୭ା୮: ଉତ୍ତର କୋରିଆରେ ବର୍ତ୍ତମାନ ପ୍ରବଳ ଗରମ ଅନୁଭୂତ ହେଉଛି। ଏହି ଗରମ ଯୋଗୁ ସେଠାକାର ଲୋକମାନଙ୍କୁ ଏମିତି ନିର୍ଦ୍ଦେଶ ଦିଆଯାଇଛି ଯାହା ଆଶ୍ଚର୍ଯ୍ୟଜନକ। ଉତ୍ତର କୋରିଆର…

ନାହିଁ ଆଧାର କାର୍ଡ: ସରକାରୀ ଯୋଜନାରୁ ଦିବ୍ୟାଙ୍ଗ ଯୁବତୀ

କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):ପ୍ରଶାସନିକ ଅବହେଳା ଓ ପରିଚୟପତ୍ରର ଅଭାବ ଯୋଗୁ ଜଣେ ଦୃଷ୍ଟିବାଧିତ ଦିବ୍ୟାଙ୍ଗ ଯୁବତୀ ବିଭିନ୍ନ ସରକାରୀ ସହାୟତାରୁ ବଞ୍ଚିତ ରହିଥିବା ଘଟଣା ସାମ୍ନାକୁ ଆସିଛି।…

‘ହସ୍ତତନ୍ତ ଦିବସ’ରେ କୁକୁର ସହ ଭିଡ଼ିଓ କଲେ ରାହୁଲ, କହିଲେ ମା’ ସୋନିଆ ଦେଖିଲେ..

ନୂଆଦିଲ୍ଲୀ,୭।୮: ଭାରତୀୟ ଜାତୀୟ କଂଗ୍ରେସ (INC) ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏକ ଭିନ୍ନ ସ୍ବାଦର ଭିଡିଓ ଶେୟାର କରିଛି। ଭିଡିଓରେ ଲୋକ ସଭାର ବିରୋଧୀ…

IND vs SL: ବଦଳିଲେ ଟିମ ଇଣ୍ଡିଆର ଅଧିନାୟକ, ଶୁବମନ ଗିଲଙ୍କ ସ୍ଥାନ ନେଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୭।୮: ଶ୍ରୀଲଙ୍କା ଏକାଦଶ ଟସ ଜିତି ଅଭ୍ୟାସ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା; ଫଳରେ, କଲମ୍ବୋରେ ଖେଳାଯାଉଥିବା ଏହି ମ୍ୟାଚରେ ଭାରତୀୟ ଦଳ ପ୍ରଥମେ…

ରାହୁଲ ଗାନ୍ଧୀଙ୍କ ଘର ବାହାରେ ସାଧୁ-ସନ୍ଥଙ୍କ ହଙ୍ଗାମା! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୭।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ଦିଲ୍ଲୀସ୍ଥିତ ବାସଭବନ ବାହାରେ ଶୁକ୍ରବାର ସାଧୁ-ସନ୍ଥଙ୍କ ସମେତ ଅନେକ ଲୋକ ବିରୋଧ ପ୍ରଦର୍ଶନ କରିଥିଲେ।…

ତ୍ରିଷାଙ୍କୁ ନେଇ ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ ବିଜୟ, ଉଦୟନିଧିଙ୍କୁ କହିଲେ ମୁଁ…

ନୂଆଦିଲ୍ଲୀ, ୭।୮: ତାମିଲନାଡୁ ଏବଂ କର୍ନାଟକ ମଧ୍ୟରେ କାବେରୀ ନଦୀ ଜଳକୁ ନେଇ ବିବାଦ ଜାରି ରହିଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ବିଜୟ ଥାଲାପତି କହିଛନ୍ତି ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri