ଜେଇଇ (ମେନ୍‌) ପରୀକ୍ଷା ଫଳ ପ୍ରକାଶିତ: ଓଡ଼ିଶାରୁ ଦେବାଶିଷ ଟପ୍ପର

ଭୁବନେଶ୍ୱର,୨୫।୩: ପରୀକ୍ଷା ଶେଷ ହେବାର ମାତ୍ର ୬ ଦିନ ମଧ୍ୟରେ ଜେଇଇ ମେନ(ମାର୍ଚ୍ଚ ସେସନ)ର ରେଜଲ୍ଟ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନଟିଏ) ପକ୍ଷରୁ ପ୍ରକାଶ ପାଇଛି। ଏହି ସେସନରେ ମୋଟ ୧୩ ଜଣ ଶିକ୍ଷାର୍ଥୀ ଶତ ପ୍ରତିଶତ ମାର୍କ ରଖିଛନ୍ତି। ସେହିପରି ଓ ଟପ୍ପର ହୋଇଛନ୍ତି ଓଡିଏମ୍‌ ସ୍କୁଲ ଛାତ୍ର ଦେବାଶିଷ ପଣ୍ଡା। ସେ ମୋଟ ୯୯.୯୫% ମାର୍କ ରଖିଛନ୍ତି। ଆଗକୁ ଏପ୍ରିଲ ଓ ମେ’ ସେସନର ଜେଇଇ ମେନ ପରୀକ୍ଷା ଅନୁଷ୍ଠିତ ହେବ। ଏହାପରେ ସବୁ ସେସନର ରେଜଲ୍ଟକୁ ମିଶାଇ ଟପ ୪ ସ୍କୋରଙ୍କ ନାଁ ଘୋଷଣା କରାଯିବ। ଏହାପୂର୍ବରୁ ମାର୍ଚ୍ଚ ୮ରେ ଜେଇଇ ମେନ ଫେବୃଆରୀ ସେସନର ରେଜଲ୍ଟ ପ୍ରକାଶ ପାଇଥିଲା। ସୂଚନାଯୋଗ୍ୟ, ମାର୍ଚ୍ଚ ସେସନର ଜେଇଇ ମେନ ପରୀକ୍ଷା ପାଇଁ ୬,୧୯,୩୬୮ ଜଣ ଶିକ୍ଷାର୍ଥୀ ପଞ୍ଜୀକରଣ କରିଥିଲେ। ଏମାନଙ୍କ ମଧ୍ୟରୁ ପ୍ରାୟ ୫ ଲକ୍ଷ ୯୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ମାର୍ଚ୍ଚ ୧୬ରୁ ୧୮ ଯାଏ ଏହି ପରୀକ୍ଷା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ

ଭୁବନେଶ୍ୱର,୨୭।୭(ବ୍ୟୁରୋ): ପୂର୍ବତନ ବିଧାୟକ ରାଜେନ୍ଦ୍ର ପ୍ରସାଦ ସିଂଙ୍କ ବିୟୋଗରେ ବୁଧବାର ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ...

କୃଷି ବିଭାଗ କୋମାରେ

ସାତମାଇଲ, ୬ା୫ ଅକ୍ଷୟତୃତୀୟାରେ ସରିଛି ଅଖିମୁଠି ଅନୁକୂଳ। ବିହନ ବୁଣି ଚାଷ ପାଇଁ ପାଗ ଭିଡ଼ିଲେଣି ଚାଷୀ। ଚଳିତ ବର୍ଷ ମୌସୁମୀ ବର୍ଷା ସ୍ବାଭାବିକ ହେବ...

‘ଗଣିତ କଳିକା’ କାର୍ଯ୍ୟକ୍ରମ ଆଉ ୨୮ଜିଲାକୁ ସମ୍ପ୍ରସାରିତ ହେବ: ଗଣଶିକ୍ଷା ବିଭାଗ ଓ ଅକ୍ଷରା ଫାଉଣ୍ଡେଶନ ମଧ୍ୟରେ ଚୁକ୍ତି ସ୍ବାକ୍ଷରିତ

ଭୁବନେଶ୍ୱର, ୧୨ା୭(ବ୍ୟୁରୋ):  ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଅକ୍ଷରା ଫାଉଣ୍ଡେଶନ ସହଯୋଗରେ ‘ଗଣିତ କଳିକା’ କାର୍ଯ୍ୟକ୍ରମ ଆଉ ୨୮ଜିଲାକୁ ସମ୍ପ୍ରସାରିତ ହେବ। ରାଜ୍ୟର ପ୍ରାଥମିକ...

୬ ରଥ ଗଡୁଥିଲା, ସୁନା ଧ୍ୱଜ କଳସ ଲାଗୁଥିଲା

ପୁରୀ ଅଫିସ,୨୮।୬ : ବଦଳୁଛି ସମୟ। ଆଉ ସମୟ ସହିତ ତାଳଦେଇ କେତେକ ପ୍ରଥା ବା ପରମ୍ପରାରେ ବି ପରିବର୍ତ୍ତନ ହେଉଛି। ଏଥିରୁ ମହାପ୍ରଭୁଙ୍କ ପ୍ରସିଦ୍ଧ...

ଏସ୍‌ସିବି ବୁଲିଲେ ଡବ୍ଲ୍ୟୁଏଚ୍‌ଓ ଟିମ୍‌: ଫନୀ କ୍ଷୟକ୍ଷତିର ଅନୁଧ୍ୟାନ, ଉଚ୍ଚସ୍ତରୀୟ ବୈଠକ

କଟକ ଅଫିସ, ୨୯।୫: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ର ଦୁଇଜଣିଆ ପ୍ରତିନିଧି ଦଳ ମଙ୍ଗଳବାର ଏସ୍‌ସିବି ମେଡିକାଲ ପରିଦର୍ଶନ କରିଛନ୍ତି। ସଂଗଠନର ନ୍ୟାଶନାଲ ପ୍ରଫେସନାଲ ଅଫିସର...

ନାବାଳିକା ଝିଆରୀକୁ ବଳାତ୍କାର: ଥାନାରେ ଅଭିଯୋଗ, ଅଭିଯୁକ୍ତ ମଉସା ଗିରଫ, ସହଯୋଗ କରିବା ଅଭିଯୋଗରେ ମାଉସୀ ବି ଗିରଫ

ରାଉରକେଲା ଅଫିସ, ୪।୧୨: ତମାମ ଦେଶରେ ବଳାତ୍କାରକୁ ନେଇ ତୁମ୍ବିତୋଫାନ ଚାଲିଥିବା ବେଳେ ବୁଧବାର ରାଉରକେଲାରେ ଘଟିଥିବା ଏକ ଲଜ୍ଜାଜନକ ଘଟଣା ବିଭିନ୍ନ ମହଲରେ ପ୍ରତିକ୍ରିୟା...

ବଢିବନି ବିଦ୍ୟୁତ୍‌ ଦର

ଭୁବନେଶ୍ୱର,୨୪।୩(ବ୍ୟୁରୋ): ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବଢିବନି ବିଦ୍ୟୁତ୍‌ ଦର। ଏନେଇ ଗୁରୁବାର ଖବରଦାତା ସମ୍ମିଳନୀରେ ଓଇଆର୍‌ସି ସଚିବ ସୂଚନା ଦେଇଛନ୍ତି।ପୂର୍ବବର୍ଷ ଭଳି ଶୂନରୁ ୫୦...

ସ୍ତ୍ରୀଙ୍କୁ ହତ୍ୟା କରି ଫେରାର ଥିଲେ ସ୍ବାମୀ: ବିସ୍ଫୋରକ, ବାରୁଦ ସାମଗ୍ରୀ ବୋଝେଇ ଗାଡ଼ି ସହ ପଡିଲେ ଧରା

ଯୋଡ଼ା,୧୭।୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ଉପକଣ୍ଠ ଦେଇ ଯାଇଥିବା ୫୨୦ ନଂ. ଜାତୀୟ ରାଜପଥର ରଣାଶାଳ ଘାଟି ନିକଟରୁ ଗୁରୁବାର ଯୋଡ଼ା ପୋଲିସ ବିସ୍ଫୋରକ...

Advertisement
Archives

Model This Week