ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ

ନୂଆଦିଲ୍ଲୀ,୨୯।୪: ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ପକ୍ଷରୁ ହୋଇଥିବା ମିଳିତ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ ସେସନ ୨ର ୨୦୨୩ ଫଳାଫଳ ଶନିବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ଏନ୍‌ଟିଏର ଅଫିସିଆଲ ଓ୍ବେବସାଇଟ୍‌ jeemain.nta.nic.in କୁ ଯାଇ ନିଜର ମାର୍କ ଚେକ୍‌ କରିପାରିବେ। ଏପରିକି ଲଗିନ୍‌ କରିବା ସମୟରେ ଛାତ୍ରୀଛାତ୍ର ନିଜ ରେଜିଷ୍ଟ୍ରେସନ ନମ୍ବର କିମ୍ବା ରୋଲ୍‌ ନମ୍ବର ଦାଖଲ କରି ନିଜ ରେଜଲ୍ଟ ପାଇପାରିବେ।

Share