ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧ (ବିଇ/ବିଟେକ) ପରୀକ୍ଷାରେ ୧୨ଜଣ ଛାତ୍ରୀଛାତ୍ର ଶତ ପ୍ରତିଶତ ମାର୍କ ରଖିଛନ୍ତି। ଏମାନଙ୍କ ମଧ୍ୟରେ ଓଡ଼ିଆ ପୁଅ ଭବେଶ ପାତ୍ର ସର୍ବଭାରତୀୟସ୍ତରରେ ୬ ନମ୍ବର ସ୍ଥାନରେ ରହିବା ସହ ଓଡ଼ିଶା ଟପ୍ପର ହୋଇଛନ୍ତି।

ଦିଲ୍ଲୀ (ଏନ୍‌ସିଟି)ର ଶ୍ରେୟାସ ମିଶ୍ର ପ୍ରଥମ ସ୍ଥାନରେ ରହିଥିବା ବେଳେ ଆନ୍ଧ୍ରପ୍ରଦେଶର ନରେନ୍ଦ୍ରବାବୁ ଗାରୀ ମାହିଥ ଦ୍ୱିତୀୟ, ବିହାରର ଶୁଭମ କୁମାର ତୃତୀୟ, ରାଜସ୍ଥାନର କବୀର ଚିଲ୍ଲାର ଚତୁର୍ଥ, ରାଜସ୍ଥାନର ଚିରଞ୍ଜୀବ କର ପଞ୍ଚମ, ହରିୟାଣାର ଅନୟ ଜୈନ ସପ୍ତମ, ରାଜସ୍ଥାନର ଅର୍ଣ୍ଣବ ଗୌତମ ଅଷ୍ଟମ, ଆନ୍ଧ୍ରପ୍ରଦେଶର ପସାଲ ମୋହିଥ ନବମ, ମହାରାଷ୍ଟ୍ରର ମାଧବ ଭିରାଦିଆ ଦଶମ, ଗୁଜରାଟର ମାଧବ ଭିରାଦିଆ ଦଶମ, ଗୁଜରାଟର ପୁରୋହିତ ନିମୟ ଏକାଦଶ ଏବଂ ତେଲେଙ୍ଗାନାର ଭିଭାନ ସାରଦ ମାହିଶ୍ୱରୀ ଦ୍ୱାଦଶ ସ୍ଥାନରେ ରହିଛନ୍ତି।

ଚଳିତବର୍ଷ ପେପର-୧ ପରୀକ୍ଷା ପାଇଁ ମୋଟ୍‌ ୧୩ଲକ୍ଷ ୫୫ହଜାର ୨୯୩ ଜଣ ଛାତ୍ରୀଛାତ୍ର ପଞ୍ଜୀକରଣ କରିଥିଲେ। ଏମାନଙ୍କ ମଧ୍ୟରୁ ୯୬.୨୬ ପ୍ରତିଶତ ବା ୧୩ ଲକ୍ଷ ୪ ହଜାର ୬୫୩ଜଣ ପରୀକ୍ଷା ଦେଇଥିଲେ। ଓଡ଼ିଆ ସମେତ ୧୩ଟି ଭାଷାରେ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ (ସିବିଟି) ମାଧ୍ୟମରେ ଦେଶର ୩୦୦ ସହର ସମେତ ବିଦେଶର ୧୫ଟି ସହରରେ ଆୟୋଜିତ ରପୀକ୍ଷା କେନ୍ଦ୍ରରେ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?