ଜୀବନ ପ୍ରଦୀପଙ୍କ ଘରବାହୁଡ଼ା

ଭୁବନେଶ୍ୱର,୧୪।୧: ବାଲେଶ୍ୱରର ପୂର୍ବ ବିଧାୟକ ଜୀବନ ପ୍ରଦୀପ ଦାସ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ସେ ଭାଜପାରେ ସାମିଲ ହୋଇଥିବା ସୂଚନା ମିଳିଛି।

ପ୍ରକାଶ ଯେ, ପୂର୍ବରୁ ଭାଜପାରୁ ଆସି ବିଜେଡିରେ ଯୋଗ ଦେଇଥିଲେ ଜୀବନ ପ୍ରଦୀପ। ହେଲେ ୨୦୧୯ ବାଲେଶ୍ୱର ଉପନିର୍ବାଚନରେ ଲଢ଼ି ପରାଜିତ ହୋଇଥିଲେ ସେ। ଏହା ପରେ ଜୀବନଙ୍କୁ ବିଜେଡିରୁ ବହିଷ୍କୃତ କରାଯାଇଥିଲା। ଦଳ ବିରୋଧି କାର୍ଯ୍ୟ ଅଭିଯୋଗରୁ ତାଙ୍କୁ ଦଳରୁ ବିଦା କରାଯାଇଥିଲା। ଏବେ ପୁଣିଥରେ ଭାଜପାକୁ ଫେରିଥିବାରୁ ତାଙ୍କର ଘର ବାହୁଡ଼ା ହେଲା ବୋଲି କୁହାଯାଉଛି। ତେବେ କୌଣସି ସର୍ତ୍ତ ନ ରଖି ଦଳକୁ ଫେରିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ସହରରେ ଆଲୋକୀକରଣ ବ୍ୟବସ୍ଥା ପ୍ରହସନ! ଶୁଭାରମ୍ଭର ମାସେ ପରେ ବି ଜଳୁନି ଷ୍ଟ୍ରିଟ ଲାଇଟ

ଗଞ୍ଜାମ, ୫।୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଆଲୋକୀକରଣ ବ୍ୟବସ୍ଥା ଏବେ ପ୍ରହସନରେ ପରିଣତ ହୋଇଛି। ଗତ ଅଗଷ୍ଟ ୩୧ ତାରିଖରେ ସହରରେ ଷ୍ଟ୍ରିଟ ଲାଇଟ ବ୍ୟବସ୍ଥାର…

ସେବା ସେତୁ କାର୍ଯ୍ୟକ୍ରମରେ ଲୋକଙ୍କ ଅଭିଯୋଗ ଶୁଣିଲେ ଉପଜିଲାପାଳ

ଦାରିଙ୍ଗବାଡି,୫।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ‘ସେବା ସଂକଳ୍ପ ଅଭିଯାନ-୨୦୨୬’ ଅନୁଷ୍ଠିତ ହୋଇଯାଇଛି। ଅଭିଯାନର ମୂଳ ଲକ୍ଷ ଏବଂ ଜନସାଧାରଣଙ୍କ…

ମୋଦି କ୍ୟାବିନେଟ୍‌ରେ ହେବ ଅଦଳବଦଳ! ଏହି ୨ କେନ୍ଦ୍ରମନ୍ତ୍ରୀଙ୍କ ମନ୍ତ୍ରୀପଦ ଯିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୦:ମୋଦି ସରକାରର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ପୁଣିଥରେ ବଡ଼ ପରିବର୍ତ୍ତନ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ଉତ୍ତରପ୍ରଦେଶରୁ ରାଜ୍ୟ ସଭା ନିର୍ବାଚନ ପାଇଁ ଭାଜପା ୮ ଜଣ…

ବୀର ସୁରେନ୍ଦ୍ରସାଏ ଦିବ୍ୟଦୃଷ୍ଟି ଯୋଜନା: ୨୫୧ ଛାତ୍ରୀଛାତ୍ରୀଙ୍କ ଚକ୍ଷୁ ପରୀକ୍ଷା, ୧୩୬ ଜଣଙ୍କୁ ଚଷମା ବଣ୍ଟନ

ଦାରିଙ୍ଗବାଡ଼ି,୫।୧୦(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ସୋମବାର ବୀର ସୁରେନ୍ଦ୍ରସାଏ ଦିବ୍ୟଦୃଷ୍ଟି ଯୋଜନା ଅଧୀନରେ ଚକ୍ଷୁ ପରୀକ୍ଷା ଓ…

ଘରକୁ ଫେରୁଥିଲେ ଈଶ୍ୱର, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଗଲା…

ବଲାଙ୍ଗୀର, ୫।୧୦ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହରର ସଦର ଥାନା ନିକଟ ଲାଲଟିକ୍ରାସ୍ଥିତ ଇରିଗେସନ ଅଫିସ ସମ୍ମୁଖରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ…

ୟୁପି ରାଜ୍ୟସଭା ନିର୍ବାଚନ: ୮ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ଭାଜପା

ଲକ୍ଷ୍ନୌ,୫।୧୦: ଉତ୍ତର ପ୍ରଦେଶ(ୟୁପି)ରେ ହେବାକୁ ଥିବା ୨୦୨୬ ରାଜ୍ୟସଭା ନିର୍ବାଚନ ପାଇଁ ୮ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଭାଜପା। ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ଏହି…

କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପ: ଆରଇଟି ସର୍ଭେ ପାଇଁ ଡିଆରଏମ୍‌ଙ୍କୁ ଦାବି

କେସିଙ୍ଗା, ୫।୧୦ (ତୁମେଶ୍ୱର ସାହୁ): କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପର ଆରଇଟି ସର୍ଭେ ତଥା ପ୍ରକଳ୍ପ ପାଇଁ ଆବଶ୍ୟକ ବଜେଟ ବ୍ୟୟବରାଦ ଦାବିରେ କଳାହାଣ୍ଡି ରେଳ…

ନୂତନ ନିର୍ବାହୀ ଅଧିକାରୀ ଭାବେ ଯୋଗଦେଲେ ଅଜିତ କୁମାର: ବ୍ୟବସ୍ଥାକୁ ସୁଦୃଢ଼ କରିବା ଲକ୍ଷ୍ୟ

ପୁରୁଷୋତ୍ତମପୁର,୫।୧୦(ସବିତା ମିଶ୍ର): ଦୀର୍ଘ ଏକ ବର୍ଷ ପରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିକୁ ମିଳିଛି ନୂତନ ନିର୍ବାହୀ ଅଧିକାରୀ। ଅଜିତ କୁମାର ପଟ୍ଟନାୟକ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?