ପୁରୀ ବେଳାଭୂମିରେ ଜେଲିଫିସ ଆତଙ୍କ

Featured Video Play Icon

ପୁରୀ,୯।୪: ଗ୍ରୀଷ୍ମ ଋତୁ ଆରମ୍ଭରେ ସମୁଦ୍ରର ମଜା ନେବା ପାଇଁ ପୁରୀ ବେଳାଭୂମିରେ ଶହଶହ ପର୍ଯ୍ୟଟକ ଭିଡ ଲଗାଉଥିଲା ବେଳେ ଆତଙ୍କ ଖେଲାଇଛନ୍ତି ଜେଲି ଫିସ। ଏଥିସହିତ ଅନେକ ଅଲିଭ ରିଡଲେଙ୍କ ମୃତଦେହ ବି ବେଳାଭୂମିରେ ପଡ଼ି ରହିଛି। ଫଳରେ ବେଳାଭୂମିରେ ସୃଷ୍ଟି ହୋଇଛି ଦୁର୍ଗନ୍ଧମୟ ପରିବେଶ। ଫଳରେ ପର୍ଯ୍ୟଟକମାନେ ନାକ ଟେକୁଥିବା ବେଳେ ତୁରନ୍ତ ବେଳାଭୂମିକୁ ପରିଷ୍କାର କରିବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟା: ପପୁ ପମପମଙ୍କ କମେଡି-ମଣ୍ଟୁ ଛୁରିଆଙ୍କ ଗୀତରେ ଝୁମିଲେ ଦର୍ଶକ

ଛତ୍ରପୁର, ୨।୫:(ଦିଲ୍ଲୀପ ସାମଲ): ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଅବସରରେ ମହାଆଡମ୍ବରରେ ଚାଲିଛି ‘ଛତ୍ରପୁର ମହୋତ୍ସବ’। ସ୍ଥାନୀୟ କଳା, ସଂସ୍କୃତି ଓ ପରମ୍ପରାର…

ବିବାହ ପରେ ବି ବାପଘର ସହ ଝିଅର ସମ୍ପର୍କ ଶେଷ ହୁଏନାହିଁ, ହକ୍‌ ଦେବାକୁ ମନା କରିପାରିବେ ନାହିଁ ସରକାର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୬: ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି କହିଛନ୍ତି ଯେ, କେବଳ ବିବାହ ହୋଇଯାଇଥିବା କାରଣରୁ ଜଣେ ଝିଅକୁ ତାର ବାପଘର ପରିବାରରୁ ଅଲଗା ବୋଲି…

ଓଡ଼ିଶାର ବୃତ୍ତିଗତ ଶିକ୍ଷାନୁଷ୍ଠାନରେ ବଢ଼ିଲା ସଂରକ୍ଷଣ; ST, SC ଓ SEBC ବର୍ଗ ହେବେ ଉପକୃତ, ଜାଣନ୍ତୁ…

ଭୁବନେଶ୍ୱର,୨।୬: ଓଡ଼ିଶାର ଛାତ୍ରଛାତ୍ରୀଙ୍କ ପାଇଁ ଏକ ବଡ଼ ଖବର। ରାଜ୍ୟର ବିଭିନ୍ନ ବୃତ୍ତିଗତ ଶିକ୍ଷାନୁଷ୍ଠାନ (Professional Educational Institutions) ରେ ନାମଲେଖା ପାଇଁ ସଂରକ୍ଷଣ ପ୍ରତିଶତକୁ ବୃଦ୍ଧି…

କକ୍ରୋଚ ଜନତା ପାର୍ଟିରେ ସାମିଲ ହେବେ ସୋନମ ୱାଙ୍ଗଚୁକ? ଜୁନ ୬କୁ ନେଇ କଲେ ବଡ଼ ଘୋଷଣା

ନୂଆଦିଲ୍‌ଲୀ,୨।୬: ଜଣାଶୁଣା ପରିବେଶବିତ୍‌ ତଥା ଶିକ୍ଷାବିତ୍‌ ସୋନମ ୱାଙ୍ଗଚୁକ ଏବେ ଦେଶର ଯୁବପିଢ଼ିଙ୍କ ଆନ୍ଦୋଳନକୁ ସମର୍ଥନ କରିଛନ୍ତି। ଆସନ୍ତା ଜୁନ ୬ ତାରିଖରେ ଦେଶର ରାଜଧାନୀ ଦିଲ୍ଲୀରେ…

ବେଦାନ୍ତ ଗ୍ରୁପ୍ ଅଫିସ୍‌ରେ ଇଡି ଚଢ଼ାଉ: ଦିଲ୍ଲୀ, ମୁମ୍ବାଇ-ରାଜସ୍ଥାନ ସମେତ ଅନେକ ସ୍ଥାନରେ ସର୍ଚ୍ଚ ଅପରେସନ

ନୂଆଦିଲ୍‌ଲୀ,୨।୬: ‘ବେଦାନ୍ତ ଗ୍ରୁପ’ (Vedanta Group) ଉପରେ କେନ୍ଦ୍ରୀୟ ତଦନ୍ତ ସଂସ୍ଥା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ମଙ୍ଗଳବାର ବିଦେଶୀ ମୁଦ୍ରା ପରିଚାଳନା…

ଘୋଷଣା ହେଲା କେନ୍ଦୁଝର ଜିଲା ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ଟିମ୍‌: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ?

କେନ୍ଦୁଝର, ୨।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଭାରତୀୟ ଜନତା ପାର୍ଟି (ଭାଜପା) ସଂଖ୍ୟାଲଘୁ ମୋର୍ଚ୍ଚାକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ନୂତନ ଜିଲା କମିଟି…

ସ୍ବାସ୍ଥ୍ୟସେବାର ବିକଳ ଚିତ୍ର: ସାଇଁକୁଳ ମେଡିକାଲ ବେଡ୍‌ରେ ଏକାକାର ରୋଗୀ-ବୁଲା କୁକୁର…

ଆନନ୍ଦପୁର, ୧।୬(ସୁଶାନ୍ତ କୁମାର ସାହୁ): ରାଜ୍ୟ ସ୍ବାସ୍ଥ୍ୟସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି, ତାହା ପୁଣି ଖୋଦ ମୁଖ୍ୟମନ୍ତ୍ରୀଙ୍କ ଜିଲା କେନ୍ଦୁଝରରୁ। ଆନନ୍ଦପୁର ଉପଖଣ୍ଡ…

କମରାଘାଟ ଗ୍ରାମରେ ମନରେଗା ଦୁର୍ନୀତି: ରାସ୍ତା କାମ ଶୂନ, କାଗଜପତ୍ରରେ ବିଲ୍ ପାସ୍‌; ଲକ୍ଷ ଲକ୍ଷ ଟଙ୍କା ହରିଲୁଟ୍‌ !

ଥୁଆମୂଳ ରାମପୁର, ୨ା୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବାଗଡ଼ିଆଣି ଗ୍ରାମପଞ୍ଚାୟତ ଅନ୍ତର୍ଗତ କମରାଘାଟ ଗ୍ରାମରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri