Posted inଖେଳ

ଫାଇନାଲରେ ପହଞ୍ଚାଇଲେ ଜେମିମା

ନଭୀ ମୁମ୍ବାଇ,୩୦ା୧୦- ଚଳିତ ମହିଳା ଦିନିକିଆ କ୍ରିକେଟ ବିଶ୍ୱକପ୍‌ରେ ଭାରତୀୟ ଦଳ ଦ୍ୱିତୀୟ ଦଳ ଭାବେ ଫାଇନାଲରେ ପ୍ରବେଶ କରିଛି। ଗୁରୁବାର ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲରେ ଭାରତ ୫ ଉଇକେଟରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି।

ଅଷ୍ଟ୍ରେଲିଆ ପକ୍ଷରୁ ଧାର୍ଯ୍ୟ ୩୩୯ ରନର ବିଶାଳ ଟାର୍ଗେଟକୁ ଜେମିମା ରୋଡ୍ରିଗ୍ସଙ୍କ ଅପରାଜିତ ୧୨୭ ରନର ପାଳି ବଳରେ ଭାରତ ୪୮.୩ ଓଭରରେ ୫ ଉଇକେଟ ହରାଇ ହାସଲ କରି ନେଇଥିଲା। ଏହି ବିଜୟ ସହ ଭାରତ ତୃତୀୟ ଥର ପାଇଁ ମହିଳା ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି।

ଅନ୍ୟପକ୍ଷରେ ଡିଫେଣ୍ଡିଂ ତଥା ୭ ଥରର ଚାମ୍ପିୟନ ଅଷ୍ଟ୍ରେଲିଆ ଦଳର ବିଶ୍ୱକପ୍‌ରେ ବିଜୟଧାରା ଭଙ୍ଗ ହୋଇଛି। ଆସନ୍ତା ୨ ତାରିଖରେ ଖେଳାଯିବାକୁ ଥିବା ଫାଇନାଲରେ ଭାରତ ଓ ଦକ୍ଷିଣ ଆଫ୍ରିକା ମୁହାଁମୁହିଁ ହେବେ। ଦୁଇ ଦଳ କଦାପି ବିଶ୍ୱକପ୍‌ ଜିତି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ସହ ବୁଝାମଣାକୁ ନେଇ ଏମିତି କହିଲେ ସୋଫିଆ, କଂଗ୍ରେସର ସ୍ଥିତି ଆଜି କେବଳ…

ଭୁବନେଶ୍ୱର,୧୪ା୩: ବିଧାୟିକା ସୋଫିଆ ଫିର୍ଦ୍ଦୋସ ଖୋଲାଖୋଲି ଭାବେ ତାଙ୍କର ଅସନ୍ତୋଷ ଝାଡ଼ିଛନ୍ତି। ବିଜେଡି ସହ ବୁଝାମଣାକୁ ନେଇ ଉଠୁଥିବା କଥା ଉପରେ ସେ ଖୁବ୍‌ ରାଗିଯାଇଛନ୍ତି। ସେ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ! କିମ୍‌ କଲେ ୧୦ ମିସାଇଲ ଆଟାକ୍‌, ଛାରଖାର ହୋଇଯିବ…

ନୂଆଦିଲ୍ଲୀ,୧୪।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆଉ ଏକ ଅଞ୍ଚଳରେ ଉତ୍ତେଜନା ବୃଦ୍ଧି ପାଉଥିବା ରିପୋର୍ଟ ସାମ୍ନାକୁ ଆସିଛି। ଦକ୍ଷିଣ କୋରିଆ କହିଛି ଯେ ଉତ୍ତର…

ଗ୍ୟାସକୁ ନେଇ ହୁଅନ୍ତୁନି ଟେନସନ! ସରକାର କହିଲେ ରାଶନ କାର୍ଡ ଥିଲେ ମାଗଣାରେ ମିଳିବ….

ନୂଆଦିଲ୍ଲୀ,୧୪।୧: “ରନ୍ଧନ ଗ୍ୟାସର ଅଭାବ ହେଲେ ଆମେ ବିକଳ୍ପ ଇନ୍ଧନ ଭାବରେ କିରୋସିନ ଯୋଗାଇବାକୁ ପ୍ରସ୍ତୁତ” । ସାରା ଦେଶରେ ଯେତେବେଳେ ରନ୍ଧନ ଗ୍ୟାସ ଯୋଗାଣରେ ବିଳମ୍ବ…

ରାଜ୍ୟ ସଭା ନିର୍ବାଚନକୁ ନେଇ ନବୀନ-ଜୟନାରାୟଣ ମୁହାଁମୁହିଁ, ଘୋଡ଼ା ବେପାର କଥା ଉଠାଇ…

ଭୁବନେଶ୍ୱର,୧୪ା୩: ଆସନ୍ତା ୧୬ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟ ସଭା ନିର୍ବାଚନ। ଏନେଇ ରାଜ୍ୟର ୩ ପ୍ରମୁଖ ଦଳ ଭାଜପା, ବିଜେଡି ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ…

ବନ୍ଧା ହେଲେ ଜନସେବା କେନ୍ଦ୍ର ମାଲିକ, ଲୋକ ଅଦାଲତ ନାଁରେ କରୁଥିଲେ…

ସମ୍ବଲପୁର,୧୪ା୩(ପ୍ରମୋଦ ବହିଦାର): ଜାତୀୟ ଲୋକ ଅଦାଲତରେ ବିଭିନ୍ନ ସମସ୍ୟାର ସମାଧାନ କରିଦେବାକୁ କହି ଶତାଧିକ ଲୋକଙ୍କୁ ଠକିବା ଅଭିଯୋଗରେ ସମ୍ବଲପୁର ଟାଉନ ଥାନା ପୋଲିସ ଜଣେ ଜନସେବା…

ଜେଲ୍‌ ଭିତରେ କଏଦୀଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ବଲାଙ୍ଗୀର,୧୪ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜେଲ୍‌ ଭିତରେ ଜଣେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। କଏଦୀ ଜଣକ ବଲାଙ୍ଗୀର ସଦର ଥାନା କୁଶଙ୍ଗ ଗାଁର ଭୀଷ୍ମଦେବ ସାହୁ…

ରାସ୍ତାରେ ଧାନବସ୍ତା ରଖି ଅବରୋଧ କଲେ ଚାଷୀ

କେନ୍ଦୁଝର,୧୪ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ଥାନା କାଠ କରଞ୍ଜିଆ ପଞ୍ଚାୟତ ମୁଖ୍ୟାଳୟରେ ଶନିବାର ଚାଷୀମାନେ ବିଭିନ୍ନ ସମସ୍ୟାକୁ ନେଇ ଧାନ ବସ୍ତା ରଖି ରାସ୍ତା ଅବରୋଧ କରିଛନ୍ତି।…

ଦୋହଲିଗଲା ଖାର୍ଗ ଦ୍ୱୀପ! ଟ୍ରମ୍ପଙ୍କ ଦାବି: ସମସ୍ତ ଇରାନୀ ସାମରିକ ଘାଟି ଧ୍ୱଂସ; ଜାରି କଲେ ଭିଡିଓ

ଓ୍ବାଶିଂଟନ,୧୪।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ଇରାନର ଖାର୍ଗ ଦ୍ୱୀପରେ ଆମେରିକାର ସେନା ପ୍ରବଳ ବୋମାମାଡ଼ କରିଛି। ଟ୍ରମ୍ପଙ୍କ ଅନୁଯାୟୀ, ଏହି ଆକ୍ରମଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri