୬ ମାସରେ ଉଡ଼ିପାରେ ଜେଟ୍‌ ଏୟାରଓ୍ବେଜ

ନୂଆଦିଲ୍ଲୀ,୨୨।୨: ଜେଟ୍‌ ଏୟାରଓ୍ବେଜ ଲାଗି ଜଲାନ କାଲରକ୍‌ କନସୋର୍ଟିୟମ ବିଡ୍‌ ହାସଲ କରିଛି। ବର୍ତ୍ତମାନ ବନ୍ଦ ହୋଇ ପଡିଥିବା ଜେଟ୍‌ ଏୟାରଓ୍ବେଜକୁ ୬ ମାସ ମଧ୍ୟରେ ପୁଣି ଥରେ କାର୍ଯ୍ୟକ୍ଷମ କରାଇବାକୁ କମ୍ପାନୀ ଯୋଜନା ରଖିଛି। ନ୍ୟାଶନାଲ କମ୍ପାନୀ ଲ ଟ୍ରିବ୍ୟୁନାଲ(ଏନ୍‌ସିଏଲ୍‌ଟି)ଙ୍କଠାରୁ ମଞ୍ଜୁରୀ ପାଇବା ପରେ କମ୍ପାନୀ ଶୀଘ୍ର ଏହି ଯୋଜନାକୁ ରୂପରେଖ ପ୍ରଦାନ କରିବ। ପୂର୍ଣ୍ଣକାଳୀନ ବିମାନ ସେବା ଯୋଗାଣ କରୁଥିବା ଏହି କମ୍ପାନୀ ନଗଦ ସମସ୍ୟା ଯୋଗୁ ୨୦୧୯ରେ ସେବା ଯୋଗାଣକୁ ବନ୍ଦ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ରାଜ୍ୟ ସରକାର ବଢାଇଲେ ପେନଶନ ଲିମିଟ୍‌, ଜାଣନ୍ତୁ କାହାକୁ ମିଳିବ ଲାଭ…

ନୂଆଦିଲ୍ଲୀ,୨୦ା୮: ସରକାରୀ କର୍ମଚାରୀମାନଙ୍କୁ ଅବସର ପରେ ପେନ୍‌ସନ୍ ସୁବିଧା ମିଳିଥାଏ। ପ୍ରତ୍ୟେକ ରାଜ୍ୟ ସରକାର ନିଜ ରାଜ୍ୟର ପେନ୍‌ସନ୍‌ଭୋଗୀଙ୍କ ପେନ୍‌ସନ୍‌ରେ ସମୟ ସମୟରେ ବୃଦ୍ଧି କିମ୍ବା ସଂଶୋଧନ…

ଚିନି ଦର ବଢ଼ିବା ପରେ ସରକାର ନେଲେ ବଡ଼ ପଦକ୍ଷେପ, ସେପ୍ଟେମ୍ବର ୧ରୁ …

ନୂଆଦିଲ୍ଲୀ,୨୦।୮: ଭାରତ ବିଶ୍ୱରେ ଚିନିର ସବୁଠାରୁ ବଡ଼ ଉପଭୋକ୍ତା। ଅଗଷ୍ଟରୁ ନଭେମ୍ବର ମଧ୍ୟରେ ଗଣେଶ ଚତୁର୍ଥୀ, ଦଶହରା ଏବଂ ଦୀପାବଳି ଭଳି ପର୍ବପର୍ବାଣୀ ଯୋଗୁ ଚିନିର ଚାହିଦା…

ବାରମ୍ବାର ପୋଷ୍ଟ ଅଫିସ୍ ଯିବା ଦରକାର ନାହିଁ! ୨ ମିନିଟ୍‌ରେ ଜମା ହେବ ସୁକନ୍ୟା ଟଙ୍କା, ଜାଣନ୍ତୁ ପ୍ରୋସେସ୍…

ନୂଆଦିଲ୍ଲୀ,୧୯।୮: ଯଦି ଆପଣ ଆପଣଙ୍କ ଝିଅର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ସୁକନ୍ୟା ସମୃଦ୍ଧି ଯୋଜନା (SSY) ଅଧୀନରେ ଏକ ଆକାଉଣ୍ଟ ଖୋଲିଛନ୍ତି, ତେବେ ଆପଣଙ୍କୁ ଆଉ…

୪୬ ପଇସା ପୈଠ ନକରିବାରୁ ଭାଜପା ନେତାଙ୍କ ଉପରେ ୧୨୦୦ ଟଙ୍କା ଜରିମାନା ଲଗାଇଛି HDFC ବ୍ୟାଙ୍କ

ନୂଆଦିଲ୍ଲୀ,୧୯।୮: ଯଦି ଆପଣ ଆପଣଙ୍କର କ୍ରେଡିଟ କାର୍ଡ ବିଲ ପେମେଣ୍ଟ କରିବା ସମୟରେ ଅଳ୍ପ କିଛି ପଇସା କମ ରହିଯାଏ, ତେବେ କ’ଣ ଏକ ବ୍ୟାଙ୍କ ଆପଣଙ୍କଠାରୁ…

୩ ରାଜ୍ୟରେ ବଢିଲା ପେଟ୍ରୋଲ ଦର, ଜାରି ହେଲା ନୂଆ ରେଟ୍‌…

ନୂଆଦିଲ୍ଲୀ, ୧୯।୮: ଦେଶବ୍ୟାପୀ ପେଟ୍ରୋଲ-ଡିଜେଲ ଦର କମିବାର କୌଣସି ଆଶା ଦେଖାଯାଉନାହିଁ। ଆନ୍ତର୍ଜାତୀୟ ବଜାରରେ କ୍ରୁଡ୍ ଅଏଲ୍ (କଚ୍ଚା ତେଲ) ଦର ପୁଣି ଥରେ ବୃଦ୍ଧି ପାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri