ଜେଟ୍‌ ଏୟାରଓ୍ବେଜ୍‌ ପକ୍ଷରୁ ନୂଆ ସିଇଓ ନିଯୁକ୍ତ

ନୂଆଦିଲ୍ଲୀ, ୫ା୩: ଓବେରୟ ହୋଟେଲ୍ସ ଆଣ୍ଡ ରିସର୍ଟର ସଭାପତି ଭାବେ କାର୍ଯ୍ୟରତ ସଞ୍ଜୀବ କପୁରଙ୍କୁ ଜେଟ୍‌ ଏୟାରଓ୍ବେଜ୍‌ର ନୂଆ ସିଇଓ ନିଯୁକ୍ତ କରାଯାଇଛି। ଏ ସମ୍ପର୍କରେ ଶୁକ୍ରବାର ଜେଟ୍‌ ଏୟାରଓ୍ବେଜ୍‌ ପକ୍ଷରୁ ଘୋଷଣା କରାଯାଇଛି। କପୁର ଏପ୍ରିଲ ୪ରୁ ଦାୟିତ୍ୱ ଗ୍ରହଣ କରିବେ। ଓବେରୟ ଗ୍ରୁପ୍‌ରେ ଯୋଗଦେବା ପୂର୍ବରୁ ସେ ‘ଭିସ୍ତାରା’ ଏୟାରଲାଇନ୍‌ର ଚିଫ୍‌ ଷ୍ଟ୍ରାଟେଜି ଏବଂ କମର୍ସିଆଲ ଅଫିସର ଭାବେ ୨୦୧୬ରୁ ୨୦୧୮ ପର୍ଯ୍ୟନ୍ତ ଦାୟିତ୍ୱ ନିର୍ବାହ କରିଛନ୍ତି। ଭିସ୍ତାରାରେ କାର୍ଯ୍ୟ କରିବା ସମୟରେ କପୁର କମ୍ପାନୀର ରେଭିନ୍ୟୁ, ଗ୍ରାହକଙ୍କ ସୁବିଧା ଅସୁବିଧା, ନେଟ୍‌ଓ୍ବାର୍କ ପ୍ଲାନିଂ, ମାର୍କେଟିଂ ଇନ୍‌ଫ୍ଲାଇଟ୍‌ ସର୍ଭିସ୍‌, ଗ୍ରାଉଣ୍ଡ ସର୍ଭିସ୍‌ ଏବଂ ପ୍ରଡକ୍ଟର ଉନ୍ନତି ଦିଗରେ ବିଶେଷ ଭାବରେ ଧ୍ୟାନ ଦେଇଥିଲେ। ଏହାଛଡ଼ା ୨୦୧୪-୧୫ରେ ସେ ସ୍ପାଇସ୍‌ ଜେଟ୍‌ର ସିଓଓ ଦାୟିତ୍ୱ ମଧ୍ୟ ନିର୍ବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତନିଷ୍କ ପକ୍ଷରୁ ଓ୍ବେଡିଂ ଅଫର ଘୋଷଣା

ଭୁବନେଶ୍ୱର,୭-୧୧(ବ୍ୟୁରୋ): ପ୍ରମୁଖ ଜୁଏଲେରୀ ବ୍ରାଣ୍ଡ ତନିଷ୍କ ପକ୍ଷରୁ ଓ୍ବେଡିଂ ଅଫର ଘୋଷଣା କରାଯାଇଛି। ବିବାହ ସମୟରେ ଗହଣା କ୍ରୟକୁ ଅଧିକ ଆକର୍ଷଣୀୟ କରିବା ଦିଗରେ ଏଭଳି...

ଏଫ୍‌ପିଆଇ ଉଠାଇ ନେଇଛନ୍ତି ୧ ଲକ୍ଷ କୋଟି

ନୂଆଦିଲ୍ଲୀ,୩୦। ୩: କରୋନା ଭାଇରସ ଲାଗି ସାରା ବିଶ୍ୱରେ ମାନ୍ଦାବସ୍ଥା ସ୍ଥିତି ଉପୁଜିଥିବାରୁ ଦେଶର ପୁଞ୍ଜି ବଜାରରୁ ବିଦେଶୀ ଫରେନ ପୋର୍ଟଫୋଲିଓ ଇନଭେଷ୍ଟର୍ସ(ଏଫ୍‌ପିଆଇ) ପ୍ରାୟ ୧...

ଫନୀ ପ୍ରଭାବିତଙ୍କୁ ଏସ୍‌ବିଆଇ ଦେଲା ୧୨୦ କୋଟି ଟଙ୍କାର ଋଣ

ଭୁବନେଶ୍ୱର,୭-୬: ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ରାଜ୍ୟର ଫନୀ ପ୍ରଭାବିତଙ୍କୁ ବର୍ତ୍ତମାନ ସୁଦ୍ଧା ୧୨୦ କୋଟି ଟଙ୍କାର ଋଣ ପ୍ରଦାନ କରିଛି। ଏହି ଋଣ...

ଅକ୍ଟୋବରରେ ୮ ଦିନ ବନ୍ଦ ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୨୮-୯: ଆସନ୍ତା ମାସରେ ବ୍ୟାଙ୍କରେ ଜରୁରୀ କାମ କରିବା ଲାଗି ଯୋଜନା ପ୍ରସ୍ତୁତ କରିବା ପୂର୍ବରୁ ସାମାନ୍ୟ ଭାବିବା ଉଚିତ୍‌ ହେବ। କାରଣ ଅକ୍ଟୋବରରେ ଦଶହରା,...

ଆନ୍ଦୋଳନ ଯୋଗୁ ୭୦ ହଜାର କୋଟି କ୍ଷତି

ନୂଆଦିଲ୍ଲୀ, ୪।୨: କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ ଚାଷୀ ସଂଗଠନଗୁଡ଼ିକ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଏହାଯୋଗୁ ୨୦୨୦-୨୧ ଆର୍ଥିକ ବର୍ଷର ତୃତୀୟ ତ୍ରୟମାସରେ...

୨୦୨୧-୨୨ରେ ୩ କୋଟିରୁ ଊର୍ଦ୍ଧ୍ୱ ବ୍ୟକ୍ତି ଆଇଟିଆର୍‌ରେ ସାମିଲ

ଦେଶର ବିକାଶ ପାଇଁ ଦେଶବାସୀ ପ୍ରତ୍ୟକ୍ଷ ଭାବେ ସହଯୋଗ କରିବାକୁ ଆଗ୍ରହ ପ୍ରକାଶ କରୁଛନ୍ତି ବୋଲି ରବିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି। ଏହି ଅବସରରେ...

ରିଲିଫ ପାଣ୍ଠିକୁ ଡାଲମିଆ ସିମେଣ୍ଟର ଦାନ

ଭୁବନେଶ୍ୱର,୯ା୪: ଡାଲମିଆ ସିମେଣ୍ଟ ଭାରତ ଲିମିଟେଡ ପକ୍ଷରୁ କୋଭିଡ-୧୯ ବିରୋଧୀ ଲଢେଇ ଲାଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଛି।...

ସେନ୍‌ସେକ୍ସ ବୃଦ୍ଧି: ନିବେଶକ ମାଲାମାଲ୍‌

ମୁମ୍ବାଇ ୯-୮: କେନ୍ଦ୍ର ସରକାର ଫରେନ ପୋର୍ଟଫୋଲିଓ ଇନ୍‌ଭେଷ୍ଟର୍ସ(ଏଫ୍‌ପିଆଇ)ଙ୍କ ନିବେଶ ଉପରେ ବୃଦ୍ଧି କରିଥିବା ସରଚାର୍ଜକୁ ପ୍ରତ୍ୟାହାର କରିନେବେ ବୋଲି ବିଚାର କରୁଥିବା ସୂଚନା ମିଳିବା...

Advertisement
Archives

Model This Week