Posted inଜାତୀୟ

ମାତ୍ର ଗୋଟିଏ ନିଷ୍ପତ୍ତିରେ ରୋଜଗାର ହରାଇଲେ ୧୬ହଜାର କର୍ମଚାରୀ

ନୂଆଦିଲ୍ଲୀ,୧୯।୪: ଆର୍ଥିକ ସଙ୍କଟ କାରଣରୁ ଜେଟ୍‌ ଏୟାରଓ୍ବେଜ୍‌ ତା’ର ଉଡାଣକୁ ଅସ୍ଥାୟୀ ଭାବେ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରି ଦେଇଛି। ଫଳରେ ଏଥିରେ କାମ କରୁଥିବା ପ୍ରାୟ ୧୬ ହଜାର କର୍ମଚାରୀ ଏବେ ରୋଜଗାର ହରାଇ ଭାଙ୍ଗି ପଡିଛନ୍ତି। ଏହି କର୍ମଚାରୀମାନେ ଦିଲ୍ଲୀର ଯନ୍ତର ମନ୍ତରରେ ଏକାଠି ହୋଇ ଏୟାରଓ୍ବେଜକୁ ଚଲାଇବା ପାଇଁ ସରକାରଙ୍କୁ ଅନୁରୋଧ କରିଛନ୍ତି। ଏଥିପାଇଁ ସେମାନେ ଋଣ ଦାତା ଓ ମୋଦି ସରକାରଙ୍କୁ ଦାୟୀ କରିଛନ୍ତି। ତେବେ ଯେତେବେଳେ ଏମାନେ ଯନ୍ତର ମନ୍ତରରେ ଏକାଠି ହୋଇଥିଲେ ସେତେବେଳେ ଅଧିକାଂଶଙ୍କ ଆଖି ଭିଜି ଯାଇଥିବା ଦେଖିବାକୁ ମିଳିଥିଲା। ପ୍ରାୟ ୨ ମାସ ହେବ ଦରମା ନ ପାଇ ଶେଷରେ କମ୍ପାନୀ ବନ୍ଦ ହୋଇଯିବା କର୍ମଚାରୀଙ୍କ ଉପରେ ଆକାଶ ଛିଡି ପଡିଲା ଭଳି ଲାଗୁଛି ବୋଲି ସେମାନେ କୁହନ୍ତି। ଅବଶ୍ୟ କମ୍ପାନୀ ସିଇଓ କର୍ମଚାରୀଙ୍କୁ ଆଶ୍ୱାସନା ଦେବା ପରେ କେତେଜଣ ପୁରୁଣା କର୍ମଚାରୀ ଏବେବି କମ୍ପାନୀ ଉପରେ ଭରସା ରଖିଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ବିହାର ଛାଡି ଦିଲ୍ଲୀ ଯିବେ ନୀତୀଶ: ଏହିଦିନ ରାଜ୍ୟ ସଭା ଏମ୍‌ପି ଭାବେ ନେବେ ଶପଥ

ପାଟନା,୨।୪: ବିହାରରେ ନୀତୀଶ କୁମାର ଯୁଗର ଶେଷ ହେବାକୁ ଯାଉଛି। ନିକଟରେ ନୀତୀଶ କୁମାର ବିହାର ବିଧାନ ପରିଷଦରୁ ଇସ୍ତଫା ଦେଇଛନ୍ତି। ଏବେ, ଦିଲ୍ଲୀ ପାଇଁ ତାଙ୍କର…

ମୁହଁରେ କପଡ଼ା ବାନ୍ଧି ବାପାଙ୍କୁ ଲୁଟିବାକୁ ଆସିଥିଲେ ପୁଅ: ୧୦ ଲକ୍ଷ ଟଙ୍କା ନେବା ପରେ ଘଟିଲା…

ନୂଆଦିଲ୍ଲୀ,୨।୪: ଦିଲ୍ଲୀର ଲକ୍ଷ୍ମୀ ନଗର ଅଞ୍ଚଳରେ ଘଟିଥିବା ୧୦ ଲକ୍ଷ ଡକାୟତି ଘଟଣାର ସମାଧାନ ପୋଲିସ ମାତ୍ର ୨୪ ଘଣ୍ଟା ମଧ୍ୟରେ କରିଛି। ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା…

ପୁଅ ପାଇଁ ନିଜ ଝିଅର ବଳି ଦେଲେ ମା’, ତାନ୍ତ୍ରିକଙ୍କ ନିର୍ଦ୍ଦେଶରେ…ପୂରା ଘଟଣା ଜାଣିଲେ ଥରିଉଠିବ ଦେହ

ରାଞ୍ଚି,୨।୪: ଝାଡ଼ଖଣ୍ଡର ହଜାରୀବାଗ ଜିଲାର ବିଷ୍ଣୁଗଡ଼ ଥାନା ଅଞ୍ଚଳର କୁସୁମ୍ଭା ଗାଁରେ ଜଣେ ୧୩ ବର୍ଷୀୟା ଝିଅର ହତ୍ୟା ଘଟଣାରେ ପୋଲିସ ଏକ ଚାଞ୍ଚଲ୍ୟକର ଖୁଲାସା କରିଛି।…

ଗ୍ୟାସ, ତେଲ ପରେ କଣ୍ଡୋମ ଅଭାବ: ୫୦% ପର୍ଯ୍ୟନ୍ତ ଦର ବୃଦ୍ଧି ସମ୍ଭାବନା, ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଯୋଗୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦେଶରେ କଣ୍ଡୋମ ମୂଲ୍ୟ ୫୦% ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ତେଲ ଏବଂ…

ଯୁଦ୍ଧ ମଧ୍ୟରେ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି : ଏହି ଉତ୍ପାଦ ଉପରେ ଜୁନ ଯାଏ…

ନୂଆଦିଲ୍ଲୀ,୨।୪: ଆଜି ମଧ୍ୟପ୍ରାଚ୍ୟ ଯୁଦ୍ଧର ୩୪ତମ ଦିନ। ଏହି ଯୁଦ୍ଧ ବିଶ୍ୱ ବାଣିଜ୍ୟ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଛି। ଏହି ସମୟରେ, ଭାରତ ସରକାର ଏକ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri