ଜୟଆଲୁକ୍କାସ୍‌ରେ ଅଳଙ୍କାର ମହୋତ୍ସବ

ଭୁବନେଶ୍ୱର,୧୯।୫: ବହୁରାଷ୍ଟ୍ରୀୟ ଅଳଙ୍କାର ପ୍ରତିଷ୍ଠାନ ଜୟଆଲୁକ୍କାସ୍‌ ପକ୍ଷରୁ ଚଳିତ ବର୍ଷର ସବୁଠାରୁ ବଡ଼ ଅଳଙ୍କାର ମହୋତ୍ସବ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଦେଶର ସମସ୍ତ ଅଳଙ୍କାର ପ୍ରେମୀଙ୍କୁ ପ୍ରତିଷ୍ଠାନର ସମସ୍ତ ଅଳଙ୍କାରର ମେକିଂ ଚାର୍ଜ ଉପରେ ୫୦%ର ଆକର୍ଷଣୀୟ ରିହାତି ପ୍ରଦାନ କରୁଛି ବୋଲି ଜୟଆଲୁକ୍କାସ୍‌ ପକ୍ଷରୁ କୁହାଯାଇଛି। ବିଶେଷକରି ଗ୍ରାହକମାନଙ୍କୁ ଉତ୍ସାହିତ କରିବାକୁ ପ୍ରତିଷ୍ଠାନର ପ୍ରମୁଖ ସୁନା, ହୀରା, ମୂଲ୍ୟବାନ୍‌ ପଥର ଏବଂ ରୁପା ଅଳଙ୍କାରର ବିଭିନ୍ନ ଡିଜାଇନ ଆଦି ଅନ୍ତର୍ଭୁକ୍ତ ରହିଛି। ଏହି ଅଫର ୨୦୨୩ ଜୁନ୍‌ ୧୧ ପର୍ଯ୍ୟନ୍ତ ଦେଶର ସମସ୍ତ ଜୟଆଲୁକ୍କାସ୍‌ ଶୋ’ରୁମ୍‌ରେ ଉପଲବ୍ଧ। ଅପରପକ୍ଷରେ ଏହି ସ୍ବତନ୍ତ୍ର ଅଫର ସହିତ ଗ୍ରାହକମାନେ ଜୟଆଲୁକ୍କାସ୍‌ଠାରୁ ପ୍ରତ୍ୟେକ କ୍ରୟ ଉପରେ ମାଗଣା ଆଜୀବନ ରକ୍ଷଣାବେକ୍ଷଣ ଓ ଏକ ବର୍ଷର ମାଗଣା ବୀମା ଏବଂ ବାଏ ବ୍ୟାକ୍‌ ନିଶ୍ଚିତତା ମଧ୍ୟ ପାଇଥାନ୍ତି ବୋଲି ଜୟଆଲୁକ୍କାସ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଏ ସମ୍ପର୍କରେ ଜୟଆଲୁକ୍କାସ୍‌ର ଚେୟାରମ୍ୟାନ୍‌ ତଥା ଏମ୍‌ଡି ଜୟ ଆଲୁକ୍କାସ କହିଛନ୍ତି, ଆମେ ଆମର ଗ୍ରାହକମାନଙ୍କୁ ଏକ ଅଦ୍ୱିତୀୟ ଅଳଙ୍କାର ଶପିଂ ଅଭିଜ୍ଞତା ପ୍ରଦାନ କରିବାକୁ ପ୍ରତିଶ୍ରୁତିବଦ୍ଧ ରହିଥାଉ ଏବଂ ଜୟ ଆଲୁକ୍କାସ୍‌ରେ ଆମର ପୃଷ୍ଠପୋଷକମାନେ ଏହା ଉପରେ ଦୃଢ଼ ସୁନିଶ୍ଚିତ ହୋଇପାରିବେ। ଏପରିକି ସେମାନଙ୍କର ପ୍ରତ୍ୟେକ ଆବଶ୍ୟକତା ପୂରଣ କରିବା ପାଇଁ ଆମେ ପ୍ରୟାସ ଜାରି ରଖିବା ସହ ସେମାନଙ୍କ ଲାଗି ଅଳଙ୍କାରର ସର୍ବୋତ୍ତମ ଏବଂ ବ୍ୟାପକ ପସନ୍ଦ ଆଣିବାକୁ ଲକ୍ଷ୍ୟ ରଖିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri