Posted inଜାତୀୟ

ବିବାହରେ ପ୍ରଦାନ କରାଯାଇଥିବା ଗହଣା ୭ ବର୍ଷ ପାଇଁ ସ୍ତ୍ରୀଙ୍କ ନାମରେ ରହୁ…

ନୂଆଦିଲ୍ଲୀ,୬।୧୨: ଯୌତୁକ ଭଳି ସାମାଜିକ ଅପରାଧକୁ ରୋକିବା ପାଇଁ ବିବାହରେ ପ୍ରଦାନ କରାଯାଇଥିବା ଗହଣା ୭ ବର୍ଷ ପାଇଁ ସ୍ତ୍ରୀଙ୍କ ନାମରେ ରହୁ ବୋଲି ଏକ ଆବେଦନ ସୁପ୍ରିମ୍‌କୋର୍ଟରେ ଦାଖଲ କରାଯାଇଛି। ସୋମବାର ଏହା ଉପରେ ଶୁଣାଣି କରି ଶୀର୍ଷକୋର୍ଟ ବିଧି ଆୟୋଗକୁ ଏନେଇ ନିଜର ମତାମତ ଦେବାକୁ କହିଛନ୍ତି। ଏହି ସମ୍ବେଦନଶୀଳ ପ୍ରସଙ୍ଗ ଉପରେ ପ୍ରାଥମିକତା ସହିତ ବିଚାର କରାଯିବ ବୋଲି କୋର୍ଟ କହିଛନ୍ତି।

ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ଏ.ଏସ୍‌. ବୋପନ୍ନାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏନେଇ ମତାମତ ଲୋଡିଛନ୍ତି। ବିଚାରପତି ଚନ୍ଦ୍ରଚୂଡ଼ କହିଛନ୍ତି ଯେ, ଯୌତୁକ ଏକ ସାମାଜିକ ଅପରାଧ। ଯୌତୁକ ବିରୋଧି ଆଇନକୁ ଅଧିକ ସଶକ୍ତ କରିବା ଲାଗି ଏଭଳି ପଦକ୍ଷେପ ଗ୍ରହଣ କରାଯିବା ଆବଶ୍ୟକ। ଏହା ଉପରେ ଅଧିକ ଆଲୋଚନା କରାଯିବା ଉଚିତ।

ସେହିପରି ବିଚାରପତି ବୋପନ୍ନା କହିଛନ୍ତି ଯେ, ଏହା ଏକ ଗୁରୁତ୍ୱପୂର୍ଣ୍ଣ ଏବଂ ସମ୍ବେଦନଶୀଳ ପ୍ରସଙ୍ଗ। ଏହା ଉପରେ ସ୍ବତନ୍ତ୍ର ନିର୍ଦ୍ଦେଶ ଜାରି କରାଯିବା ଲାଗି ଉଦ୍ୟମ ହେବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

NDA ସହ ଯିବା ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କଲେ ଶରଦ ପାୱାର: ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୮।୯: ଗତ କିଛି ମାସ ଧରି ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଥିଲା ଯେ, ଶରଦ ପାୱାର ବିଜେପି ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ସହ ଯାଇପାରନ୍ତି।…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସିଖବର: ଏହି ସପ୍ତାହରେ DA ବୃଦ୍ଧି ଘୋଷଣା! ଜାଣନ୍ତୁ କେତେ ବଢିବ…

ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସରକାର ବର୍ଷକୁ ଦୁଇଥର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବା DA (Dearness Allowance) ବୃଦ୍ଧି କରିଥାନ୍ତି। ଏଥିମଧ୍ୟରୁ ଗୋଟିଏ ବୃଦ୍ଧି ହୋଲି ସମୟରେ…

ରାଜନୀତିରେ ବଡ଼ ହଲଚଲ: ଏମିତି ଘୋଷଣା କରିଦେଲେ ଚିରାଗ ପାସୱାନ, ଭାଜପା କହିଲା- ସମସ୍ତେ ନିଜ ନିଜ…

ନୂଆଦିଲ୍ଲୀ,୨୮।୯: ୨୦୨୭ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ମଧ୍ୟ ଏହି ନିର୍ବାଚନୀ ମଇଦାନକୁ ଓହ୍ଲାଇବ। କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଗତ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?