ଖିମ୍‌ଜୀରେ ଅଳଙ୍କାର-ଅଫରର ସମ୍ଭାର

କଟକ,୨୪।୫: ରାଜ୍ୟର ସର୍ବପୁରାତନ ଅଳଙ୍କାର ପ୍ରତିଷ୍ଠାନ ଖିମ୍‌ଜୀ ଜୁଏଲର୍ସର କଟକ ଷ୍ଟୋର ପକ୍ଷରୁ ମଙ୍ଗଳବାର ୧୨ତମ ବାର୍ଷିକ ଉତ୍ସବ ପାଳନ କରାଯାଇଛି। ଏପରିକି ଖିମ୍‌ଜୀ ଜୁଏଲର୍ସର କଟକ ଷ୍ଟୋର ପକ୍ଷରୁ ଗ୍ରାହକଙ୍କ ପାଇଁ ଆକର୍ଷଣୀୟ ଅଫର ପ୍ରଦାନ କରାଯାଉଛି। ବିଶେଷକରି ସୁନା ଅଳଙ୍କାରର ଗଢ଼ା ମୂଲ୍ୟ ଉପରେ ଫ୍ଲାଟ୍‌ ୩୦%ର ରିହାତି ଦିଆଯାଉଥିବାବେଳେ ହୀରା ଗହଣା ଉପରେ ଫ୍ଲାଟ୍‌ ୨୦% ଏବଂ ରୁପା ଜିନିଷର ଓଜନର ଗଢ଼ା ମୂଲ୍ୟ ଉପରେ ଫ୍ଲାଟ୍‌ ୨୦% ଓ ରୁପା ସାମଗ୍ରୀର କ୍ରୟ ମୂଲ୍ୟ ଉପରେ ୧୦% ରିହାତି ଦିଆଯାଉଛି। ଏହି ଅଫର ୨୦୨୩ ମେ ୩୧ ପର୍ଯ୍ୟନ୍ତ ବୈଧ ରହିଛି। ସେହିଭଳି ଏହାର ଗ୍ରାହକମାନେ ସୁନା, ପ୍ଲାଟିନମ୍‌, ହୀରା ଓ ରୁପାର ସୂକ୍ଷ୍ମ କାରିଗରି ଉପରେରେ ନିର୍ମିତ ଆକର୍ଷଣୀୟ ଅଳଙ୍କାର କିଣିବା ପାଇଁ ମଧ୍ୟ ସୁଯୋଗ ପାଇପାରିବେ।
ଏ ସମ୍ପର୍କରେ ଖିମ୍‌ଜୀ ଜୁଏଲର୍ସର ନିର୍ଦ୍ଦେଶକ ମିତେଶ ଖିମ୍‌ଜୀ କହିଛନ୍ତି, ବର୍ଷ ବର୍ଷ ଧରି କଟକବାସୀଙ୍କ ସହ ଖିମ୍‌ଜୀ ଜୁଏଲର୍ସ ଉତ୍ତମ ସମ୍ପର୍କ ସ୍ଥାପନ କରିଆସିଛି। ଏପରିକି କଟକବାସୀଙ୍କ ଭଲପାଇବା ଓ କୃତଜ୍ଞତାର ଏକ ପ୍ରତୀକ ଭାବେ ଖିମ୍‌ଜୀ ଜୁଏଲର୍ସ ପକ୍ଷରୁ ଏଭଳି ଏକ ସ୍ବତନ୍ତ୍ର ଅଫର ପ୍ରଦାନ କରାଯାଉଛି। ବିଶେଷକରି ଗ୍ରାହକମାନେ ନିଶ୍ଚୟ ଏହାର ଲାଭ ଉଠାଇବେ ଓ ଖିମ୍‌ଜୀ ଜୁଏଲର୍ସ ସହ ଯୋଡ଼ିହୋଇ ସେମାନଙ୍କ ଅଭିବୃଦ୍ଧି ଯାତ୍ରା ଜାରି ରଖିବେ ବୋଲି ସେ ମତପ୍ରକାଶ କରିଛନ୍ତି। ସେହିପରି କଟକବାସୀଙ୍କୁ କୃତଜ୍ଞତା ଜଣାଇବା ସହ ସେମାନଙ୍କ ସମର୍ଥନ ଏବଂ ବିଶ୍ୱାସ ଖିମ୍‌ଜୀ ପାଇଁ ମହତ୍ତ୍ୱପୂର୍ଣ୍ଣ ବୋଲି ମିତେଶ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri