୨ଲକ୍ଷ କୋଟି ଉପରେ ଜେଏଫ୍‌ଏସ୍‌ଏଲ୍‌ର ବଜାର ମୂଲ୍ୟ

ଭୁବନେଶ୍ୱର,୨୪।୨ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ଜିଓ ଫାଇନାନ୍ସିଆଲ ସର୍ଭିସେସ୍‌ ଲିମିଟେଡ୍‌(ଜେଏଫ୍‌ଏସ୍‌ଏଲ୍‌) ର ବଜାର ମୂଲ୍ୟ ରେକର୍ଡ ସ୍ତରରେ ପହଞ୍ଚତ୍ଛି। ଏପରିକି ୨ଲକ୍ଷ କୋଟି ଟଙ୍କା ଉପରେ ଜେଏଫ୍‌ଏସ୍‌ଏଲ୍‌ର ବଜାର ମୂଲ୍ୟ ହୋଇଥିବା ଜଣାପଡିଛି। ଉଲ୍ଲେଖଯୋଗ୍ୟ, ଶୁକ୍ରବାର ଶେୟାର ବଜାର କାରବାର ସମୟରେ କମ୍ପାନୀର ମାର୍କେଟ କ୍ୟାପ୍‌ ୧୭% ବୃଦ୍ଧି ଘଟି ୨.୦୮ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଥିଲା। ସେହିଭଳି ଶୁକ୍ରବାର କାରବାର ଶେଷ ସୁଦ୍ଧା ଜେଏଫ୍‌ଏସ୍‌ଏଲ୍‌ର ଶେୟାର ମୂଲ୍ୟ ୩୩୫ ପଏଣ୍ଟରେ ବନ୍ଦ ହୋଇଛି। ଏ ପର୍ଯ୍ୟନ୍ତ ଶେୟାର ବଜାରରେ ଏଭଳି ୩୯ କମ୍ପାନୀ ରହିଛନ୍ତି, ଯେଉଁମାନଙ୍କର ବଜାର ମୂଲ୍ୟ ୨ ଲକ୍ଷ କୋଟିରୁ ଅଧିକ ମାର୍କେଟ କ୍ୟାପ୍‌ ସହ କାରବାର କରୁଛନ୍ତି। ଏଥିରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ୨୦.୦୫ ଲକ୍ଷ କୋଟି ମାର୍କେଟ କ୍ୟାପ୍‌ ସହ ସବୁଠୁ ମୂଲ୍ୟବାନ ଭାରତୀୟ କମ୍ପାନୀ ଭାବେ ସଫଳତା ଲାଭ କରିଛି। ଅପରପକ୍ଷରେ ଜେଏଫ୍‌ଏସ୍‌ଏଲ୍‌ର ପ୍ୟାରେଣ୍ଟ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଶେୟାର ଫେବୃଆରୀ ମାସରେ ରେକର୍ଡ ବୃଦ୍ଧି ଘଟିଛି। ଏପରିକି ୨୦୨୪ ଫେବୃଆରୀ ୨୩ ମଧ୍ୟରେ କମ୍ପାନୀ ଶେୟାରରେ ପ୍ରାୟ ୩୫% ବୃଦ୍ଧି ରେକର୍ଡ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ପାଓ୍ବାରର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୧୭।୪: ଦେଶର ସର୍ବବୃହତ୍‌ ସମନ୍ବିତ ବିଦ୍ୟୁତ୍‌ କମ୍ପାନୀ ଭାବେ ପରିଚିତ ଟାଟା ପାୱାର ବୈଦ୍ୟୁତିକ ଭେଇକିଲ (ଇଭି) ଚାର୍ଜିଂ ସମାଧାନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ସହ...

ଶ୍ରୀଶ ସିବିଆଇର ନୂତନ କ୍ଷେତ୍ରୀୟ ମୁଖ୍ୟ

ଭୁବନେଶ୍ୱର,୧୭।୪: ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ବା ସିବିଆଇ ଭୁବନେଶ୍ୱର କ୍ଷେତ୍ରର ନୂତନ କ୍ଷେତ୍ରୀୟ ମୁଖ୍ୟ ଭାବେ ଶ୍ରୀଶ କୁମାର ଶର୍ମା ନିକଟରେ କାର୍ଯ୍ୟଭାର ଗ୍ରହଣ...

ବଜାରରେ ହିରୋର ଦି ମାଭରିକ୍‌ ୪୪୦

ଭୁବନେଶ୍ୱର,୧୭।୪(ଅଭୟ ଦାଶ): ହିରୋ ମୋଟକର୍ପ ଲିମିଟେଡ୍‌ ବା ହିରୋର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ଦି ମାଭରିକ୍‌ ୪୪୦’ର ସର୍ବଭାରତୀୟ...

୨୦୨୪ରେ ଜିଡିପି ଅଭିବୃଦ୍ଧି ହାର ୬.୮%

ଭୁବନେଶ୍ୱର,୧୭।୪(ଅନୁରାଧା ମହାରଣା): ୨୦୨୪ରେ ଭାରତୀୟ ଅର୍ଥନୀତି ୬.୮ ପ୍ରତିଶତ ହାରରେ ବୃଦ୍ଧିପାଇବ। ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି(ଆଇଏମ୍‌ଏଫ୍‌) ବିଶ୍ୱ ଅର୍ଥନୈତିକ ଅଭିବୃଦ୍ଧି ଆଉଟଲୁକ୍‌ରେ ଏପରି ଆକଳନ ପ୍ରକାଶ କରିଛି।...

ରେକର୍ଡସ୍ତରରେ ସୁନା ଦର: ଏବେ ୧୦ ଗ୍ରାମକୁ ଗଣିବେ…

ଭୁବନେଶ୍ୱର,୧୬।୪: ପୁଣି ବଢ଼ିଲା ସୁନା ଦର। ପ୍ରଥମ ଥର ପାଇଁ ସୁନା ସର୍ବକାଳୀନ ନୂଆ ରେକର୍ଡ ସହ ୭୪ ହଜାର ଟଙ୍କା ପାର କରିଛି। ୨୪...

ସଙ୍ଗୀତା ଏଏସ୍‌ଆଇସିର ନୂଆ ଅଧ୍ୟକ୍ଷା

ଭୁବନେଶ୍ୱର,୧୬।୪: ଏସିଆ ସୋସାଇଟି ଇଣ୍ଡିଆ ସେଣ୍ଟର (ଏଏସ୍‌ଆଇସି)ର ନୂତନ ଅଧ୍ୟକ୍ଷା ଭାବେ ଶିଳ୍ପପତି ସଙ୍ଗୀତା ଜିନ୍ଦଲ ନିକଟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏଏସ୍‌ଆଇସି ବୋର୍ଡ ପକ୍ଷରୁ...

ଏଚ୍‌ସିଆଇଏଲର ନୂତନ ଓ୍ବେୟାରହାଉସ କାର୍ଯ୍ୟର ଶୁଭାରମ୍ଭ

ଭୁବନେଶ୍ୱର,୧୬।୪: ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ (ଏଚ୍‌ସିଆଇଏଲ୍‌)ର ନୂତନ ପ୍ରକଳ୍ପ ‘ନ୍ୟୁ ସ୍ପେୟାର ପାର୍ଟସ ଓ୍ବେୟାରହାଉସ ଫାସିଲିଟି (ନୂତନ ଓ୍ବେୟାରହାଉସ) କାର୍ଯ୍ୟର ଶୁଭାରମ୍ଭ ନିକଟରେ ହୋଇଯାଇଛି। ବିଶେଷକରି...

ମଉଳୁଛି ଶସ୍ତା ଇଏମ୍‌ଆଇ ଆଶା

ଭୁବନେଶ୍ୱର,୧୬।୪(ଅନୁରାଧା ମହାରଣା): ମହଙ୍ଗା ଇଏମ୍‌ଆଇରୁ ରକ୍ଷା ପାଇବାକୁ ଆଶା ବାନ୍ଧିଥିବା ଲୋକମାନେ ଚଳିତବର୍ଷର ଦ୍ୱିତୀୟାର୍ଦ୍ଧରେ ଏଥିରୁ ମୁକ୍ତି ପାଇବାକୁ ଆଶା କରୁଥିଲେ। ମାତ୍ର ମାର୍ଚ୍ଚ ମାସରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri