ଝରାଫୁଲ ମୃତ୍ୟୁ ମାମଲା: ୩୦ ହଜାର ଟଙ୍କା ପାଇଁ ପ୍ରେମିକ କରିଥିଲେ ହତ୍ୟା, ଆଉ ଜଣେ ସହଯୋଗୀ ଗିରଫ

ଯାଜପୁର ଅଫିସ,୨୨।୪: ବହୁ ଚର୍ଚ୍ଚିତ ରମାଦେବୀ ଛାତ୍ରୀ ଝରାଫୁଲ ମୃତ୍ୟୁ ମାମଲାକୁ ୩ ମାସ ପୂରିଛି। ତେବେ ଆଜି ଝରାଫୁଲ ମୃତ୍ୟୁ ରହସ୍ୟରୁ ପରଦା ହଟିଛି। ୩୦ ହଜାର ଟଙ୍କା ପାଇଁ ଝରାଫୁଲଙ୍କୁ ତାଙ୍କ ପୁରୁଷ ବନ୍ଧୁ ତଥା ପ୍ରେମିକ ଶ୍ୱାସରୁଦ୍ଧ କରି ମାରିଥିବା ଯାଜପୁର ଏସ୍‌ପି ରାହୁଲ ପିଆର ଗୁରୁବାର ପ୍ରେସ୍‌ମିଟ୍‌ରେ ଏହି ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଝରାଫୁଲ ମୃତ୍ୟୁ ଘଟଣାର ମୁଖ୍ୟ ଅଭିଯୁକ୍ତ ରାକେଶ ସ୍ବାଇଁଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିବା ସହ ରିମାଣ୍ଡରେ ଆଣି ତଥ୍ୟ ସଂଗ୍ରହ କରିଥିଲା। ତେବେ ଏହି ମୃତ୍ୟୁ ମାମଲାରେ ରାକେଶଙ୍କ ଆଉ ଜଣେ ସହଯୋଗୀ ଶକ୍ତିଶେଖର ସ୍ବାଇଁଙ୍କୁ ଯାଜପୁର ପୋଲିସ ଭୁବନେଶ୍ୱରରୁ ଗରିଫ କରିବା ପରେ ଏହି ରହସ୍ୟଜନକ ମୃତ୍ୟୁ ଉପରୁ ପରଦା ହଟିଛି।

ଉଲ୍ଲେଖଯୋଗ୍ୟ, ଜାନୁୟାରୀ ୨୫ରେ ଝରାଫୁଲ ଭୁବନେଶ୍ୱରରେ ରହୁଥିବା ଧରମ ବାପାଙ୍କ ଘରକୁ ଆସିଥିଲେ। ୨୬ ତାରିଖ ପୂର୍ବାହ୍ନରେ ଘରକୁ ଯିବା ପାଇଁ ଜୟଦେବ ବିହାର ନିକଟରେ ଝାଡ଼େଶ୍ୱର ବସ୍‌ରେ ବସିଥିଲେ। ମାତ୍ର ଅସୁସ୍ଥ ଦର୍ଶାଇ ବାଣୀବିହାର ଛକରେ ଓହ୍ଲାଇ ପଡ଼ିଥିଲେ। ପରେ ତାଙ୍କ ପ୍ରେମିକ ରାକେଶଙ୍କ ସହ ଧର୍ମବିବିହାରସ୍ଥିତ ଏକ ଗେଷ୍ଟ ହାଉସକୁ ଯାଇ ରାତିରେ ରହିଥିଲେ। ଗେଷ୍ଟ ହାଉସ ନିକଟରେ ଲାଗିଥିବା ସିସିଟିଭି ଫୁଟେଜରୁ ରାକେଶ ଏବଂ ତାଙ୍କ ବନ୍ଧୁ ଶକ୍ତିଶେଖର ଝରାଫୁଲଙ୍କୁ ସ୍କୁଟିରେ ବସାଇ ଯାଜପୁର ନେଇଯାଇଥିଲେ। ଜାନୁୟାରୀ ୨୭ ତାରିଖ ସକାଳେ ଝରାଫୁଲଙ୍କ ମୃତଦେହ ଯାଜପୁର ଜିଲା କୁଆଖିଆ ନିକଟ ମୂଳାପାଳ ଛକ ନିକଟ ରାସ୍ତା ପାର୍ଶ୍ୱରୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri