Posted inଜାତୀୟ

ଇସ୍ତଫା ଦେଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ,

ରାଞ୍ଚି,୩।୭: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେଇଛନ୍ତି ଚମ୍ପାଇ ସୋରେନ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ସଭାପତି ହେମନ୍ତ ସୋରେନ ଜେଲ୍ରୁ ଫେରିବା ପରେ ପୁନର୍ବାର ମୁଖ୍ୟମନ୍ତ୍ରୀ ହେବା ପାଇଁ ରାଜ୍ୟପାଳଙ୍କ ନିକଟରେ ଦାବି କରିଛନ୍ତି।

ଜେଲ୍ରୁ ଫେରିବା ପରେ ହେମନ୍ତ ବିଧାନସଭା ଦଳର ନେତା ଭାବରେ ନିର୍ବାଚିତ ହୋଇଛନ୍ତି। ହେମନ୍ତଙ୍କୁ ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ଗିରଫ କରିବା ପରେ ତାଙ୍କର ଘନିଷ୍ଠ ସହଯୋଗୀ ଚମ୍ପାଇ ସୋରେନଙ୍କୁ ରାଜ୍ୟ କମାଣ୍ଡ ହସ୍ତାନ୍ତର କରାଯାଇଥିଲା। ବର୍ତ୍ତମାନ ମୁକ୍ତ ହେବା ପରେ ହେମନ୍ତ ସୋରେନ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ।

ଜାନୁଆରୀ ୩୧ରେ ଇଡି ତାଙ୍କୁ ଦିଲ୍ଲୀ ସ୍ଥିତ ବାସଭବନରୁ ଗିରଫ କରିଥିଲା। ପାଞ୍ଚ ମାସ ଧରି ଜେଲରେ ରହିବା ପରେ ହାଇକୋର୍ଟରୁ ତାଙ୍କୁ ବେଲ୍ ମିଳିଛି। ଜୁନ୍ ୨୮ରେ ହାଇକୋର୍ଟ ବେଲ୍ ଦେବା ପରେ ଜାମିନରେ ମୁକୁଳିଛନ୍ତି ସୋରେନ୍। ବୁଧବାର ଇଣ୍ଡିଆ ମେଣ୍ଟର ବିଧାୟକମାନଙ୍କୁ ନେଇ ରାଞ୍ଚିରେ ଜରୁରୀ ବୈଠକ ବସିଥିଲା, ଯେଉଁଥିରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ମଧ୍ୟ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ପାଲଟା ଧମକ ଦେଲା ଇରାନ: ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ…

ଓ୍ବାଶିଂଟନ୍‌,୨୩ା୩(ରଏଟର୍ସ):ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଆକ୍ରମଣ-ପ୍ରତ୍ୟାକ୍ରମଣ ବେଳକୁ ବେଳ ବଢ଼ି ଚାଲିଥିଲାବେଳେ ହର୍ମୁଜ୍‌ ଷ୍ଟ୍ରେଟ୍‌ ଦେଇ ତୈଳ ପରିବହନ ପ୍ରସଙ୍ଗ ଉଭୟ ପକ୍ଷଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିଛି।…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri