Posted inଜାତୀୟ

ଇଡିରେ ହାଜର ହେବେ ନାହିଁ ସୋରେନ, କହିଲେ ଆଦିବାସୀ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ କରାଯାଇଛି ଷଡଯନ୍ତ୍ର

ରାଞ୍ଚି,୩ ।୧୧: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗୁରୁବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ହାଜର ହେବାର ଥିଲା । ହେଲେ ସେ ହାଜର ହେବେ ନାହିଁ
ବୋଲି ଜଣାପଡିଛି । ବୁଧବାର ନଭେମ୍ବର ୨ରେ କଥିତ ଭାବେ ଅବୈଧ ଖଣି ଖନନ ଓ ମନି ଲଣ୍ଡରିଂ ମାମଲାରେ ତାଙ୍କୁ ସମନ ଜାରି କରାଯାଇଥିଲା । ସେ ଗୁରୁବାର ଇଡିରେ ହାଜର ହୋଇଥାଆନ୍ତେ । ହେଲେ ସୋରେନ କହିଛନ୍ତି ଜଣେ ଆଦିବାସୀ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଷଡଯନ୍ତ୍ର କରାଯାଇଥିବାରୁ ସେ ଇଡିରେ ହାଜର ହେବେ ନାହିଁ ।
ସୂଚନାଯୋଗ୍ୟ, ସୋରେନ ଗୁରୁବାର ରାୟପୁରରେ ଆଦିବାସୀ ନୃତ୍ୟ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ସାମିଲ ହେବାକୁ ସେଠାରେ ପହଞ୍ଚିବେ । ଏପଟେ ଇଡିର ସମନ ପରେ ମୁଖ୍ୟମନ୍ତ୍ରୀଙ୍କ ଘରେ ଶାସକ ଦଳର ବିଧାୟକଙ୍କର ଏକ ବୈଠକ ବସିବା ସହ ଏହି ସମନ ଭାରତୀୟ ଜନତା ପାର୍ଟି (ଭାଜପା)ର ଷଡଯନ୍ତ୍ର ବୋଲି କୁହାଯାଇଥିଲା । ଏହା ସହ ଉକ୍ତ ବୈଠକରେ ନିଷ୍ପତ୍ତି ନିଆଗଲା ଯେ ସରକାରଙ୍କୁ ଅସ୍ଥିର କରିବାକୁ ଏକାଠି ହୋଇଥିବା ରାଜ୍ୟପାଳଙ୍କ ସମେତ କେନ୍ଦ୍ରୀୟ ଯାଞ୍ଚ ଏଜେନ୍ସିର ଦୁରୁପଯୋଗ ବିରୋଧରେ ସମସ୍ତେ ମିଶି ଆନ୍ଦୋଳନ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?